ଆମ ଜିଲା ଖବର

ଘଡ଼ୁଆଳରେ ଗୟଳ ଆତଙ୍କ: ୩ ଆହତ

ନୟାଗଡ଼ ଅଫିସ, ୨୧।୧୦: ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଘଡ଼ୁଆଳ ଗ୍ରାମରେ ସୋମବାର ଏକ ଗୟଳ ଆତଙ୍କ ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି। ଗୟଳ ଆକ୍ରମଣରେ ୩ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମୟ ସମ୍ବାରି ବରାଡ଼, ବାବୁଲା ପାଳ…

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି ଘଟଣାରେ ପୋଲିସ ଶନିବାର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ…

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ

ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍‌ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର ନିର୍ବାଚନ…

୧୮ ମାସରେ ବଦଳିବ ସରକାରୀ କୋଠାର ରୂପରେଖ : ଖୁବ୍‌ଶୀଘ୍ର ଆରମ୍ଭ ହେବ ଉଚ୍ଛେଦ ଓ ନିର୍ମାଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜଧାନୀରେ ଥିବା ସରକାରୀ କୋଠା ଏବଂ କ୍ୱାର୍ଟର୍ସଗୁଡିକ ନବୀକରଣ କରାଯିବ। ଏନେଇ ସାଧାରଣ ପ୍ରଶାସନ(ଜିଏ) ପକ୍ଷରୁ ସ୍ଥାନ ଚିହ୍ନଟ ହୋଇସାରିଛି। ପୂର୍ତ୍ତ ବିଭାଗ ମଧ୍ୟ ଏଥିପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିସାରିଛି। ଚଳିତ ନଭେମ୍ବରରେ ପୁରାତନ କୋଠା ଭାଙ୍ଗିବା…

ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ବିଧାୟକ। ସୋମବାର ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ସୁକାନ୍ତ…

ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ଦିଲୀପ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଭାବେ ଏଥର ଦିଲୀପ କୁମାର ପଣ୍ଡା ପ୍ରଥମଥର ପାଇଁ ବିଧାନସଭା ନିିର୍ବାଚନକୁ ଓହ୍ଲାଇଛନ୍ତି। ସୋମବାର ସେ ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭୋଟ ଗ୍ରହଣ କେନ୍ଦ୍ର (ବୁଥ ନଂ-୯୮)କୁ…

ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…

ଷ୍ଟେଶନ୍‌ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ

ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍‌ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ ଲୋକମାନେ କାଳୀପୂଜା ଦେଖିବା ପାଇଁ ଭଦ୍ରକ ଜିଲା ଯାଉଥିଲେ। ଏହାକୁ ଦେଖି ସହରରେ…

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…

କଙ୍ଗାରୁ କୋର୍ଟରେ ଶିକ୍ଷୟିତ୍ରୀଙ୍କ ପରିବାରକୁ ବାସନ୍ଦ ଘଟଣା ଭିଡିଓ ଭାଇରାଲ ପରେ ଗାଁ କମିଟି ବୈଠକ

ହିଞ୍ଜିଳିକାଟୁ,୨୧ା୧୦(ଡ଼ି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ କମିଟି ନିଷ୍ପତ୍ତି କରି ଗ୍ରାମର ଏକ ପରିବାରକୁ ବାସନ୍ଦ କରିବା ଘଟଣାରେ ରବିବାର ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ବାସନ୍ଦ ପରିବାର ପକ୍ଷରୁ ସୋସିଆଲ ମିଡ଼ିଆରେ ଭିଡ଼ିଓ ଜାରି ଓ ଏହାକୁ ନେଇ…

୩ ରୁପା ମୂର୍ତ୍ତି ଉଦ୍ଧାର

ବାଲୁଗାଁ,୨୧ା୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟ ଛେଡାପଦରସ୍ଥିତ ଶାଳିଆ ନଦୀର ଝିଞ୍ଜିରି ଶଙ୍ଖଠାରୁ ରବିବାର ୩ ରୁପା ନିର୍ମିତ ମୂର୍ତ୍ତି ଉଦ୍ଧାର ହୋଇଛି। ନୂଆ ଭଳି ଲାଗୁଥିବା ମୂର୍ତ୍ତିଗୁଡିକ ପାଣିରୁ ଉଦ୍ଧାର ହେବା ସମସ୍ତଙ୍କୁ ଚକିତ କରିଛି। ପ୍ରକାଶ ଯେ, ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?