ଓଟିଇଟି ପରୀକ୍ଷା ପାଇଁ ହିନସ୍ତା ହେଲେ ପରୀକ୍ଷାର୍ଥୀ: ଶଙ୍ଖା, ମଙ୍ଗଳସୂତ୍ର କାଢ଼ି ପରୀକ୍ଷା ଦେଲେ ସଧବା
ଖଣ୍ଡପଡା,୬।୮(ସ୍ବ.ପ୍ର.)-ଚଳିତ ଓଟିଇଟି ପରୀକ୍ଷାରେ ନୟାଗଡ଼ ଜିଲା ପାଣିପଇଲା ନିକଟ ଇଞ୍ଜିନିୟରିଂ କଲେଜ ପରୀକ୍ଷାକେନ୍ଦ୍ରରେ ସୋମବାର ପରୀକ୍ଷାର୍ଥୀମାନଙ୍କୁ ବହୁ ହିନସ୍ତା ହେବାକୁ ପଡିଛି। ପରୀକ୍ଷାକେନ୍ଦ୍ର ଭିତରକୁ ପଶିବା ପୂର୍ବରୁ ସେମାନଙ୍କ ହାତ, ବେକରୁ ଚୁଡି ଗହଣା କାଢିବା ପାଇଁ ବାଧ୍ୟ କରାଯାଇଛି। ସେମାନଙ୍କ…
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଜମି ମିଳିଲା
ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଉପରେ ଏଥିରେ ଆଲୋଚନା ହୋଇଥିଲା ା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆବଶ୍ୟକ ଜମିର…
ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ
ପୋଲସରା,୬।୮(ଡି.ଏନ.ଏ.)-ପୋଲସରାର ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ ଆସିଛି। ଅବନ୍ତୀନଗରସ୍ଥିତ ପୈତୃକ ଜମିରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ଚଞ୍ଚକତା କରି ଘର ନିର୍ମାଣ କରିଥିବା ସୋମବାର ପୋଲସରା ଥାନାରେ ଅଭିଯୋଗ କରିଛନ୍ତିି ଜାଗା ପଟ୍ଟାଦାର ବୃଦ୍ଧା ବାସନ୍ତୀ ସାହୁ।…
ଜଳ ଯୋଗାଣ ପାଇପ ଲିକ୍, ଧୋଇହୋଇ ଯାଉଛି ପୂର୍ତ୍ତ ବିଭାଗ ରାସ୍ତା
ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିବାବେଳେ ଏବେ କୁଆଁରିଆ ସେତୁ ପାର୍ଶ୍ୱରେ ଯାଇଥିବା ମୁଖ୍ୟ ପାଇପ ସ୍ଥଳରୁ ପାଣି…
କନ୍ଦାଖାଇ କଲେଜ ପକ୍ଷରୁ ସଫେଇ
କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍ ଗାଇଡ୍ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ…
ଉଦ୍ଧାର ହାତୀ ଛୁଆଙ୍କୁ ନେଇ ଚିନ୍ତାରେ ବନ ବିଭାଗ
ଢେଙ୍କାନାଳ ଅଫିସ,୬ା୮ ଢେଙ୍କାନାଳ ଜିଲାରେ ବିଭିନ୍ନ ଜଙ୍ଗଲରୁ ଉଦ୍ଧାର ହେଉଥିବା ହାତୀ ଛୁଆଙ୍କୁ ନେଇ ବନ ବିଭାଗର ଚିନ୍ତା ବଢୁଛି। ଉଦ୍ଧାର ହାତୀ ଛୁଆଙ୍କୁ ସୁରକ୍ଷିତ ଭାବରେ ରଖିବା ପାଇଁ କପିଳାସ ଚିଡିଆଖାନାରେ ଥିବା ରେସକ୍ୟୁ ସେଣ୍ଟରରେ ୪ ହାତୀ ଥିବାରୁ…
ଆମ ପୋଲିସ ପକ୍ଷରୁ ଚାରାରୋପଣ
ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଏସ୍ପି ଚରଣ ସିଂ ମୀନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।…
ମନ୍ଥର ଗତିରେ ଚାଲିଛି ଏମ୍ଜିଏନ୍ଆର୍ଇଜିଏସ୍
ବଅଁରପାଳ,୬।୮-ଗ୍ରାମାଞ୍ଚଳର ଗରିବ ଅଣକୁଶଳୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ଅତୀତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଆରମ୍ଭ କରାଯାଇଥିଲା। ବର୍ଷକୁ ଅନୂ୍ୟନ ଶହେ ଦିନର କାମ ଯୋଗାଇ ଦେବାକୁ…
ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା
ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ ରଖିଥିବା ଅଭିଯୋଗରେ ଜଣେ ଛତୁ ବ୍ୟବସାୟୀଙ୍କ ଉପରେ ୫ ଶହ ଟଙ୍କା ଜରିମାନା…
୪ ଶିଶୁ ଶ୍ରମିକ ଉଦ୍ଧାର
ସୁକିନ୍ଦା,୬।୮(ଡି.ଏନ୍.ଏ.) – ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ ସୋମବାର ସୁକିନ୍ଦା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁ ଶ୍ରମିକଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର…
ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର
ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍ସିଏଲ୍ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ବଲଣ୍ଡା ପୋଲିସ ମୃତଦେହ ଜବତ କରି ତାଳଚେର…
ନାବାଳିକା ବଳାତ୍କାର ଘଟଣା:ପୀଡିତାଙ୍କ ବୟାନ ରେକର୍ଡ
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର କଟକରୁ ଫେରିଥିଲେ। ସୋମବାର ନାବାଳିକାଙ୍କ ୧୬୪ ବୟାନ ରେକର୍ଡ କରାଯାଇଥିବା ଅନୁଗୋଳ ଥାନା…
Archives


