ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି
ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି। ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ…
ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…
କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ ବଗାଡ଼ ୱାର୍ଡ ନଂ ୧ରେ ନକଲି ମଦ ପ୍ରସ୍ତୁତି ହେଉଥିଲା। କୌଣସି ସୂତ୍ରରୁ…
ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…
ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟର ମୁଖ୍ୟ କିରାଣି ପ୍ରଦୀପ କୁମାର ଶତପଥୀଙ୍କ…
ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…
ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା ଆହତ ହୋଇଛନ୍ତି। ସେମାନଙ୍କୁ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପାଚିକା ୨ ଜଣ…
ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…
ପୁରୀ,୩୦।୧ା୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ, ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାକକ୍ଷରେ ପଞ୍ଜିକା ସମୀକରଣ ବୈଠକ…
ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ
ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ…
ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…
ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା…
କେନ୍ଦୁପତ୍ର କର୍ମଚାରୀ, ତୋଳାଳିଙ୍କ ପ୍ରତି ଅଣଦେଖା ମନୋଭାବ: ବର୍ଷସାରା କାମ ଯୋଗାଇବାକୁ ଦାବି
ବରଗଡ଼,୩୦।୧(ପ୍ରେମାନନ୍ଦ ଖମାରୀ):କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳିଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ବର୍ଷସାରା କାମ ଯୋଗାଇବା ବଦଳରେ କେବଳ ସାମୟିକ ତଥା ଋତୁକାଳୀନ ଭାବେ ରୋଜଗାର ଦିଆଯାଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ…
ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ
ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ମାଗଣାରେ ଆଇରନ, ଭିଟାମିନ,…
ଦାରିଙ୍ଗବାଡିରେ ହିନ୍ଦୁ ସମ୍ମିଳନୀ: ହନୁମାନ ଚାଳିଶାରେ ପ୍ରକମ୍ପିତ ଅଞ୍ଚଳ
ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଉଯାଇଛି। ଏହି ଅବସରରେ ହିନ୍ଦୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ସକାଳ ୮ ଟାରୁ ଅଗ୍ନିହୋତ୍ର ଓ ଘୃତ ଯଜ୍ଞରୁ ଆରମ୍ଭ କରାଯାଇଥିଲା।…
ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!
ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ…
ଛାଡପତ୍ର ପରେ ଅନୁଭବଙ୍କୁ ପାନେ ଦେଲେ ବର୍ଷା, ଯୌତୁକ ପାଇଁ …
ଭୁବନେଶ୍ୱର,୩୦।୧: ପୂର୍ବତନ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଲା। ଅନୁଭବ ମହାନ୍ତିଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ହେବ ବିଚାର। ନିମ୍ନ ଅଦାଲତରେ ମାମଲା ଚାଲିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାରୁ ବାଦ୍ ଦେବା ପାଇଁ…

