ଆମ ଜିଲା ଖବର

ଭିତ୍ତିଭୂମି ବିକାଶ ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବ

ବାଲେଶ୍ୱର ଅଫିସ, ୨୫।୯-ବିଶ୍ୱରେ ଅର୍ଥ ବ୍ୟବସ୍ଥାର ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତର ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ବିଭନ୍ନ ପଦକ୍ଷେପ ନେଇଛନ୍ତି। ଏଥର କେନ୍ଦ୍ର ବଜେଟ୍‌ରେ ଭିତ୍ତିଭୂମି ଓ ବିକାଶ ପ୍ରତି ଅଗ୍ରାଧିକାର ଦିଆଯାଇଛି। ଏହା ଦେଶର…

ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି

କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ ଆଜି ଏକ ବିଦେଶୀ ଦମ୍ପତିଙ୍କ ପୌଷ୍ୟ ସନ୍ତାନ ଭାବେ ପରିଚୟ ବଦଳି ଯାଇଛି। ସେ…

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ…

ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା କର

ଅମରପାଲି, ୨୪।୯ (ଡି.ଏନ.ଏ.): ରାଜ୍ୟ ସରକାରଙ୍କ ଅଣୁକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ଜିଲା ଶିଳ୍ପକେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ ଏକ ଶିଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ ବଳଭଦ୍ର…

ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ

ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ମହିଳା ଓ ତାଙ୍କ ସ୍ବାମୀ ଅନ୍ୟ ଜଣ…

ଆଖଣ୍ଡଳମଣି ପୀଠର ବିକାଶ ଲାଗି ଉଦ୍ୟମ ଆରମ୍ଭ

ଆରଡି, ୨୪ା୯ (ଡି.ଏନ.ଏ.)-ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମାଭକ୍ତ ମିଶ୍ର, ଉପ…

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ

ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ ଆସୁଛି। ହେଲେ ପ୍ରଶାସନ ପକ୍ଷରୁ ଏଥିପ୍ରତି ଭ୍ରୁକ୍ଷେପ କରାଯାଉନାହଁି। ଫଳରେ ବହୁ ଯୁବକ…

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି। ଏହି ପିକଅପ୍‌ ଭ୍ୟାନ୍‌ରେ ଚୋରାକାଠ ବୋଝେଇ ହୋଇ ଝରଣା ଘାଟିଆଡୁ ଆସୁଥିତ୍ବାର ବାଲେଶ୍ୱର…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଯୋଡ଼ା, ୨୪।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡାସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ ଲୋକନାଥ ପ୍ରଧାନ(୪୭)। ମିଳିଥିବା ସୂଚନାନୁଯାୟୀ, ଲୋକନାଥ ଏସ୍‌ଏନ୍‌ ସିଂ ନାମକ ଏକ ଠିକା ସଂସ୍ଥାରେ…

ବେହେରାପାଲି ଗ୍ରାମରେ ବଜ୍ରପାତ: ଜଣେ ମୃତ, ୨ ଗୁରୁତର

ବରଗଡ଼ ଅଫିସ, ୨୪।୯- ବଜ୍ରପାତ ଯୋଗୁ ମଙ୍ଗଳବାର ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ବେହେରାପାଲି ଗ୍ରାମର ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଉକ୍ତ ଗ୍ରାମର ଧନପତି ପଧାନ(୫୫)। ସେହିପରି ମୃତ…

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି ଟ୍ରେଡ ୟୁନିୟନ୍‌ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ…

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ ଜୟ ସେନୀ(୪୦)। ସୂଚନାନୁଯାୟୀ, ଜୟସେନୀ ଅପରାହ୍ନରେ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?