ଆମ ଜିଲା ଖବର

ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମହିଳା ମୃତ

ଭଟ୍‌ଲି, ୨୪।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଜନୈକା ମହିଳାଙ୍କର ମଙ୍ଗଳବାର ସକାଳେ ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମୃତ୍ୟୁ ଘଟିଛି। ସେ ହେଲେ ଡୋଳାବତୀ ଡନସନା(୫୭)। ପ୍ରକାଶ ଯେ, ଡୋଳାବତୀ ସବୁଦିନ ପରି ମଙ୍ଗଳବାର ସକାଳେ ରୋଷେଇ…

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି: ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୪।୯(ନି.ପ୍ର.): ଅନୁଗୋଳ ଜିଲା ବିଏମ୍‌ସି, ଆଇଏନ୍‌ଟିୟୁସି, ଏଆଇଟିୟୁସି ଶ୍ରମିକ ସଂଗଠନ ପକ୍ଷରୁ କୋଇଲା ଉଦ୍ୟୋଗରୁ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ଖଣି ବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ତାଳଚେର କୋଲ୍‌ ଫିଲ୍ଡସ୍‌ରେ ଥିବା ୯ଟି କୋଇଲା…

ସାପ କାମୁଡ଼ାରେ ମା’, ପୁଅ ମୃତ

କ.ନୂଆଗାଁ, ୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ୩ୟ ଶ୍ରେଣୀରେ ପଢ଼ୁଥିବା ପୁଅ ଆଦିତ୍ୟ ପ୍ରଧାନ ଓ ମା’ଅଙ୍ଗନଓ୍ବାଡି କର୍ମୀ ରାଜଲକ୍ଷ୍ମୀ…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

ରାଜ୍ୟରେ ୧୮୯ ଫେରାର ଶିକ୍ଷକ, କର୍ମଚାରୀ

ଯାଜପୁର ଅଫିସ,୨୪।୯: ଫେରାର କିମ୍ବା ଅନୁପସ୍ଥିତ ଶିକ୍ଷକ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ବିଭାଗୀୟ ଉପସଚିବ ପ୍ରଶାନ୍ତ କୁମାର ସ୍ବାଇଁ ରାଜ୍ୟର…

ନର୍ସ ନୀହାରିକା ହତ୍ୟା ମାମଲା: ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୨୪।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ପଛରେ ଆଉ କିଛି ଗୁମର ରହିଛି କି। ପ୍ରେମିକ କିଶୋର କୁମାର ଆଞ୍ଚଲ ଓରଫ ରାଜା ଏକାକି ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ବୀକାର କରିଥିଲେ ହେଁ ଏଥିରେ କେତେ ସତ୍ୟତା ରହିଛି।…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଓକିଲ ସଂଘର ଅର୍ଥନୈତିକ ଅବରୋଧ ଆରମ୍ଭ

ବରଗଡ ଅଫିସ, ୨୪।୯: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ମଙ୍ଗଳବାରରୁ ଅର୍ଥନୈତିକ ଅବରୋଧ ଆରମ୍ଭ କରିଛନ୍ତି। ସଂଘର ସମସ୍ତ କର୍ମକର୍ତ୍ତା, ସଭ୍ୟବୃନ୍ଦ ଏକତ୍ରିତ ହୋଇ ସ୍ଥାନୀୟ ଜିଲା…

ବାଇକ୍‌ ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ ୪ ଗିରଫ, ୧୦ ବାଇକ୍‌ ଜବତ

ନୟାଗଡ଼ ଅଫିସ,୨୪ା୯: ନୟାଗଡ଼ ଟାଉନ ଥାନା ପୋଲିସ ଏକ ବାଇକ୍‌ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଗ୍ୟାଙ୍ଗର ୪ ଜଣଙ୍କୁ ପୋଲିସ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୧୦ ବାଇକ୍‌ ଜବତ କରିଛି। ଗିରଫ ଲୁଟେରା ହେଲେ ନୟାଗଡ଼ ଇଟାମାଟି ଥାନା…

ବଉଳମାଳା ପଥର ବୋଝେଇ ଟ୍ରକ୍‌ ଜବତ ଏସ୍‌କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ ଜେଲ ଗଲେ

ରଣପୁର,୨୪ା୯(ସ୍ବ.ପ୍ର.): ପଡୋଶୀ ଗଞ୍ଜାମ ଜିଲାକୁ ଚୋରାରେ ଚାଲାଣ ହେଉଥିବା ବଉଳମାଳା ପଥର ବୋଝେଇ ୪୦୭ ଟ୍ରକ୍‌କୁ ରଣପୁର ପୋଲିସ ଜବତ କରିଛି। ଏହି ଘଟଣାରେ ଏସ୍‌କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ଜଣଙ୍କୁ ଗିରଫ କରି ପୋଲିସ ସୋମବାର କୋର୍ଟ ଚାଲାଣ କରିଛି।…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ ଘର…

ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ଶାଖା ଆର୍‌ଆଇ ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା…

ବ୍ୟକ୍ତିଗତ ହାଜର ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୪।୯: ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ସୋମବାର ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅଦାଲତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?