ଆମ ଜିଲା ଖବର

୬ ପ୍ରତିଭାଧାରୀ ପାଇଲେ ଧନେଶ୍ୱର ରଥ ସ୍ମୃତି ସମ୍ମାନ

କଟକ ଅଫିସ, ୨୪।୯: ପୂଜ୍ୟପୂଜା ପରମ୍ପରାର ଭୂମିକା ଏବେ ବି ବଞ୍ଚିଛି। ପୂଜ୍ୟଙ୍କୁ ପୂଜା କରିବା ଏକ ମହତ୍‌ କାର୍ଯ୍ୟ। ଯିଏ ଜ୍ୟେଷ୍ଠ, ବରିଷ୍ଠ ଓ ଶ୍ରେଷ୍ଠ ସିଏ ସମାଜରେ ପୂଜ୍ୟ। ଯିଏ ପୂଜ୍ୟଙ୍କୁ ସମ୍ମାନ କରିବା ଶିଖିନାହିଁ ସେ ଅନ୍ୟମାନଙ୍କ…

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ ଦୁର୍ନୀତି ଘଟଣାର ତଦନ୍ତ ବାଟବଣା ହୋଇଥିବାବେଳେ କେତେକ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁନାହିଁ। ସହରର…

ନିର୍ମାଣାଧୀନ ହବିଷିଆଳି ଆଶ୍ରୟସ୍ଥଳ ବୁଲିଲେ ଜିଲାପାଳ

ପୁରୀ ଅଫିସ, ୨୪।୯: ଆସୁଛି ଧର୍ମ ମାସ କାର୍ତ୍ତିକ। ଆଉ ୨୦ଦିନ ପରେ ହବିଷ ବ୍ରତ ପାଳନ କରିବାକୁ ପୁରୀକୁ ଆସିବେ ହଜାର ହଜାର ହବିଷିଆଳି। ପ୍ରାୟ ମାସେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ। ତେବେ ବିଗତ କିଛିବର୍ଷ ହେବ…

ପୋଲିସ ନାଁରେ ଟଙ୍କା ମାଗି ଯୁବକ ଗିରଫ

ପୁରୀ ଅଫିସ,୨୩।୯: ପୋଲିସ ପରିଚୟ ଦେଇ ଟଙ୍କା ଦାବି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ସୋମବାର କୁମ୍ଭାରପଡ଼ା ପୋଲିସ ସମ୍ପୃକ୍ତ ଯୁବକ ଆଶିଷ କୁମାର ଦାଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଦଫା ୪୧୯, ୪୨୦, ୩୯୨ ଏବଂ…

ମହାପ୍ରଭୁଙ୍କ ପାଇଁ ମାମୁଘରୁ ଆସିବ ପୋଢୁଆଁ ବସ୍ତ୍ର

ପୁରୀ ଅଫିସ, ୨୪।୯: କଟକ ଜିଲା ନିଆଳିର ମାଧବାନନ୍ଦ ଜୀଉ ମନ୍ଦିର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମାମୁଁଘର ବୋଲି ଲୋକମୁଖରେ ପରିଚିତ। ତେଣୁ ପ୍ରଥମାଷ୍ଟମୀରେ ପୋଢୁଆଁ ବସ୍ତ୍ର ଓ ସାମଗ୍ରୀ ଗ୍ରହଣ କରିବା ପାଇଁ ଜଗତ୍‌ସିଂହପୁରସ୍ଥିତ ଶ୍ରୀଜଗନ୍ନାଥ ଚେତନା ସୁରକ୍ଷା ଅଭିଯାନ ଏବଂ…

ନନ୍ଦନକାନନକୁ ଚଡ଼କ: ଶେଷ ହେଲା ନୀଳଗିରି ବାନର ବଂଶ

ବାରଙ୍ଗ,୨୪।୯(ଡି.ଏନ.ଏ.): ଗତ କିଛିଦିନ ହେବ ନନ୍ଦନକାନନରେ ଦୁଃଖଦ ଘଟଣା ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଜୀବଜନ୍ତୁ ଦିନକୁ ଦିନ କମିବାରେ ଲାଗିଛନ୍ତି। ରବିବାର ଗୋଟିଏ ବେଲେରା ମୂଷାର ମୃତ୍ୟୁ ହୋଇଥିବାବେଳେ ସୋମବାର ସକାଳେ ଏକ ମାଈ ନୀଳଗିରି ବାନରର ମୃତ୍ୟୁ…

କଟକ ସିରିଏଲ୍‌ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ, ୨୪।୯: କଟକ ସିରିଏଲ୍‌ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ନାରାୟଣ ସାହୁଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ସିସିଟିଭି ଫୁଟେଜ ଜବତ ପାଇଁ ଆବେଦନ…

ଗ୍ରାମାଞ୍ଚଳରେ ପାନୀୟଜଳ ସମସ୍ୟା

ଝୁମ୍ପୁରା, ୨୪।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିଥିବାବେଳେ ପାନୀୟଜଳ ସମସ୍ୟା ଏଠାରେ ଉତ୍କଟ ରୂପ ଧାରଣ କରିଛି। ଲୋକେ ପାନୀୟଜଳ ପାଇଁ ନାଳ, ପୋଖରୀ ସହ…

ସ୍ତ୍ରୀଙ୍କୁ ପିଟି ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ :୪ ଶିଶୁ ଏବେ ଅସହାୟ

ବଡବିଲ, ୨୪।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦାମୁହଟିଂରେ ସୋମବାର ଦେବକୀ ନାମ୍ନୀ ଜଣେ ମହିଳାଙ୍କ ସହ ତାଙ୍କ ସ୍ବାମୀ କାଳିଆ ଗୋପଙ୍କ ମଧ୍ୟରେ କୌଣସି କାରଣ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ କାଳିଆ ଉତ୍‌କ୍ଷିପ୍ତ ହୋଇ ଏକ ଏକ ପ୍ଲାଷ୍ଟିକ…

ଚାଉଳ ନ ପାଇ ତାତିଲେ ହିତାଧିକାରୀ

କପ୍ତିପଦା,୨୪ା୯(ଡି.ଏନ୍‌.ଏ.)- ରାସନକାର୍ଡ ସହ ଆଧାର ଲିଙ୍କ୍‌ରେ ବିଳମ୍ବ ଯୋଗୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଲାବଣ୍ୟଦେଇପୁର ପଞ୍ଚାୟତର ଶତାଧିକ ଗ୍ରାମବାସୀ ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦରେ ସୋମବାର ଶତାଧିକ ହିିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ହୋହଲ୍ଲା କରିଥିଲେ।…

କର୍ମଶାଳାରେ ହୋହଲ୍ଲା, ଅଧାରୁ ବନ୍ଦ

ବାରିପଦା ଅଫିସ,୨୪ା୯- ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଚାଲିିଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲା ବିଜେଡି ପକ୍ଷରୁ ବାରିପଦା ଷ୍ଟେସନ ବଜାର ସ୍ଥିତ ବିବାହ ମଣ୍ଡପଠାରେ ସଭ୍ୟ ସଂଗ୍ରହ ଅଭିଯାନର କର୍ମଶାଳା ସୋମବାର ଅନୁଷ୍ଠିତ…

ଶାରିଶୂଆରେ ବେଆଇନ ଖଣି ଖନନ

ଖଇରା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା ଶାରିଶୂଆ ପାହାଡ଼ରେ ବେଆଇନ ଖଣି କାରବାର ଚରମ ସୀମାରେ ପହଞ୍ଚିଛି। ଖଇରା ତହସିଲ ଅଧୀନରେ ୯୭ଖଣି ମଧ୍ୟରୁ ୩୫ ଖଣି ଲିଜ୍‌ ନେଇଥିବା ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?