ଆମ ଜିଲା ଖବର

ବର୍ଷାଜଳ ନିଷ୍କାସନ ପାଇଁ ବିଧାୟକଙ୍କ ସହ ଆଲୋଚନା

ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି ନିଷ୍କାସନ ରାସ୍ତାରେ ଜବରଦଖଲ କରି ଗୃହ ନିର୍ମାଣ, ରାସ୍ତା ପାର୍ଶ୍ୱରେ ଡ୍ରେନ ନ କରି…

ବିନା ଲାଇସେନ୍ସରେ ଚାଲିଛି କରତକଳ :ଧ୍ୱଂସପାଉଛି ଗ୍ରାମ୍ୟ ଜଙ୍ଗଲ

ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ ଧ୍ୱଂସ ହେବା ସହ ସମୁଦ୍ରକୂଳ ଝାଉଁ ଜଙ୍ଗଲ ଶେଷ ହେବାକୁ ବସିଲାଣି। କରତକଳଗୁଡିକୁ ବନ୍ଦ…

ସାପ କାମୁଡ଼ାରେ ମା, ପୁଅଙ୍କ ସମେତ ୩ ମୃତ, ମହିଳା ଗୁରୁତର

କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। କୋଦଳା ଥାନା ବି.ନୂଆପଲ୍ଲୀ ଗ୍ରାମରେ ମା’, ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ମହିଳା…

ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ

ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା ନିର୍ମାଣ କାମ ଏବଂ ଅନ୍ୟାନ୍ୟ ଖର୍ଚ୍ଚ ଓ ସମସ୍ୟା ଉପରେ ବିସୃତ ଭାବେ ଆଲୋଚନା…

ଅଟୋ ଓଲଟି ୬ ଶ୍ରମିକ ଆହତ

ହିଞ୍ଜିଳିକାଟୁ,୨୪ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ପୋଚିଲିମା ଛକରେ ସୋମବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଡ଼ାଲା ଅଟୋ ଓଲଟି ପଡ଼ିବାରୁ ଏଥିରେ ଥିବା ୬ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ନର୍ମଦା ଦାସ…

ଖଲ୍ଲିକୋଟ କଲେଜରେ ଆର୍‌ଟିଓ କ୍ୟାମ୍ପ ଅଫିସ୍‌

ବ୍ରହ୍ମପୁର ଅଫିସ୍‌,୨୪ା୯-ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ସୋମବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ର ଏକ କ୍ୟାମ୍ପ ଅଫିସ୍‌ ଖୋଲିଛି । ବୁଧବାର ପର୍ଯ୍ୟନ୍ତ ଚାଲିିବାକୁ ଥିବା ଏହି କ୍ୟାମ୍ପ ଅଫିସ୍‌କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍‌ଘାଟନ କରିଥିଲେ। ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ…

ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨ ମହିଳାଙ୍କ ସମେତ ୬ ଜଣଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେମାନେ ହେଲେ ଲାଞ୍ଜିପଲ୍ଲୀ…

ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍‌ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ

ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏମ୍‌ଭିଆଇଙ୍କ ବଦଳି ଦାବିରେ ସଂଘଗୁଡିକର କର୍ମକର୍ତ୍ତାମାନେ ସୋମବାର ଜିଲା କାର୍ଯ୍ୟାଳୟ…

ଦବିଲା ୧୦ ଲକ୍ଷର ତିତ୍‌ଲି ପ୍ରକଳ୍ପ:ମଧୁପୁର ବନ୍ଧ ଭାଙ୍ଗିବା ଆଶଙ୍କା

ବନ୍ତଳା,୨୪।୯(ଡି.ଏନ.ଏ.) ଅନୁଗୋଳ ବ୍ଲକ ନନ୍ଦପୁର ପଞ୍ଚାୟତ ମଧୁପୁର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତା ୨୦୧୮ ସାମୁଦ୍ରିକ ଝଡ଼ ତିତ୍‌ଲିରେ ନଷ୍ଟ ହେବା ସହିତ ପୋଖରୀ ହୁଡା ମଧ୍ୟ ଭାଙ୍ଗି ଯାଇଥିଲା। ସେହି ସମୟରେ ପଞ୍ଚାୟତ ପାଣ୍ଠିରୁ ୩୦…

ପୌର ଓ ବ୍ଲକ କାର୍ଯ୍ୟାଳୟରେ ଏମ୍‌ପିଙ୍କ ସମୀକ୍ଷା:ସଫେଇ ପାଇଁ କର୍ତ୍ତୃପକ୍ଷଙ୍କୁ ତାଗିଦ

ଅନୁଗୋଳ ଅଫିସ, ୨୪।୯ ଅନୁଗୋଳ ବ୍ଲକ ଓ ପୌରପାଳିକାର କାର୍ଯ୍ୟ ସମୀକ୍ଷା କରିଛନ୍ତି ଢେଙ୍କାନାଳ ଏମ୍‌ପି ମହେଶ ସାହୁ। ପ୍ରଥମେ ସେ ପୌରପାଳିକା କାର୍ଯ୍ୟାଳୟରେ ପହଞ୍ଚି ଏକ ବୈଠକରେ ଯୋଗ ଦେଇଥିଲେ। ପରେ ୨ନଂ ୱାର୍ଡ ପରିଦର୍ଶନ କରି ସହରର ପରିମଳ…

ପୌରପାଳିକା ଯୋଗଦେଲେ ନୂତନ ଇଓ:ସହର ପରିମଳ ପ୍ରଥମ ଲକ୍ଷ୍ୟ

ଅନୁଗୋଳ ଅଫିସ, ୨୪।୯ ରେମୁଣାରେ ଆଡିଶନାଲ ତହସିଲଦାର ଥିବା ବିନୋଦ ଚନ୍ଦ୍ର ପଣ୍ଡା ସୋମବାର ଅନୁଗୋଳ ପୌରପାଳିକାରେ ନୂତନ ନିର୍ବାହୀ ଅଧିକାରୀ (ଇଓ) ଭାବେ ଯୋଗଦେଇଛନ୍ତି। ନାଲ୍‌କୋ ଭୂ-ଅର୍ଜନ ଅଧିକାରୀ ତଥା ପୌରପାଳିକା ଇଓ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ସୁବ୍ରତ…

ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ

ଅନୁଗୋଳ ଅଫିସ, ୨୪।୯ ଅନୁଗୋଳ ନୂଆମୌଜା ପଞ୍ଚାୟତ ଶରଧାପୁର ଗ୍ରାମର ଅନେକ ଲୋକ ସରକାରୀ ଯୋଜନା ଓ ସହାୟତାରୁ ବଞ୍ଚିତ ରହିଛନ୍ତି। ଏ ନେଇ ଗ୍ରାମର ୧୮ ଜଣ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ ଅତିରିକ୍ତ ଜିଲାପାଳ ତପନ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?