ଆମ ଜିଲା ଖବର

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌ ଲଖନପୁର କ୍ଷେତ୍ର ଅଧୀନ ବେଲପାହାଡ, ଲଖନପୁର ଆଦି ଖୋଲାମୁହଁ କୋଇଲା ଖଣି ଅଞ୍ଚଳରେ…

ଠିକା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ସାଢ଼େ ୬ ଲକ୍ଷ

ରାଉରକେଲା ଅଫିସ, ୨୩।୧୯: ସୁନ୍ଦରଗଡ଼ ଜିଲା ରାଉରକେଲା ମହାନଗର ନିଗମ ଅଫିସ ସମ୍ମୁଖରୁ ଜଣେ ଠିକା କମ୍ପାନୀ କର୍ମଚାରୀ ସୋମବାର ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍‌ର ଶିକାର ହୋଇଛନ୍ତି। କର୍ମଚାରୀଜଣଙ୍କ ବ୍ୟାଙ୍କରୁ ଟଙ୍କା ଉଠାଇ ନିଜର ଜଣେ ବନ୍ଧୁଙ୍କ ସହ…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ବରଗଡ଼ ଜିଲାପାଳ ଅଫିସକୁ ଶୋଭାଯାତ୍ରାରେ ଯାଇ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ : ପୁଣି ବୁହାହେଲେ ଗର୍ଭବତୀ

କୋରୁକୋଣ୍ଡା,୨୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାର କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡ଼ା ଗ୍ରାମକୁ ରାସ୍ତା ନ ଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀ ପୁଣି ଥରେ ବୁହା ହୋଇ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ନଙ୍ଗଳଗୁଡ଼ା ଗ୍ରାମର ହାତୀ ମାଡିଙ୍କ ସ୍ତ୍ରୀ ଚନ୍ଦ୍ରମା…

ସାପକାମୁଡ଼ାରେ ଦୁଇ ଭଉଣୀଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨୩।୯: ଅନୁଗୋଳ ସହର ବେନ୍ତପୁର ଅଞ୍ଚଳରେ ଦୁଇ ଭଉଣୀଙ୍କର ସାପ କାମୁଡ଼ାରେ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଅଞ୍ଚଳର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍‌ (୧୩) ଓ ସୁଜାତା (୧୧)। ଦୁହେଁ ଘରେ ଶୋଇଥିବା ସମୟରେ ବିଳମ୍ବିତ…

ଅଢ଼େଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୩।୯: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମଥର ପାଇଁ ବ୍ରାଉନସୁଗାର ଚୋରା କାରବାର ସମ୍ପର୍କରେ ଖୁଲାସା ହୋଇଛି। ଟାଉନ ଥାନା ଅଧୀନ ଆମବାଡ଼ିରୁ ୨୫ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ ହୋଇଛି। ଏଥିସହିତ ଗ୍ରାମର ଚୋରା ବ୍ୟବସାୟୀ ଜାହିଦ ଖାଁଙ୍କୁ କେନ୍ଦ୍ରାଞ୍ଚଳ ଅବକାରୀ…

ବରଗଡ଼ରେ ଯୋଗଦେଲେ ନୂତନ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨୩।୯ : ବରଗଡ଼ର ନୂତନ ଅତିରିକ୍ତ ଜିଲାପାଳ ଭାବେ ସୋମବାର ମିର୍ଦ୍ଧା ଟପ୍ପୋ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଭବାନୀପାଟଣା ଉପଜିଲାପାଳ ଭାବେ କାର୍ଯ୍ୟରତ ଥିଲେ। ଏହା ସହିତ ୨୦୦୪ ମସିହାରେ ସେ ବରଗଡ଼ ରେଭିନ୍ୟୁ ଅଫିସର ଭାବେ…

ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର

କର୍ଲାମୁଣ୍ଡା,୨୩।୯(ଡି.ଏନ୍‌.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର ଆବେଦନ…

କରଞ୍ଜିଆରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା : ଡାକ୍ତରଙ୍କୁ ମାଡ଼

ବାରିପଦା ଅଫିସ,୨୩।୯ : ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ମୃତକଙ୍କ ପରିବାର ଲୋକ ଓ ସ୍ଥାନୀୟ ଲୋକେ ଚିକିତ୍ସା କରିଥିବା ଡାକ୍ତରଙ୍କୁ…

ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି ଦେଖାଇଛନ୍ତି। ଗଜପତି ଜିଲାର ଚମ୍ପାପୁର ଏବଂ ଆନ୍ଧ୍ରର ସିଙ୍ଗିପୁର ମଧ୍ୟରେ ବିବାଦ ତୁଟିବା…

ନର୍ସିଂହୋମ୍‌ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ

ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍‌ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ ବଳାତ୍କାର ଉଦ୍ୟମ କରି ଟାଉନ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ,…

ସାତ୍‌ସପନ ହେଇଛେ ଉଚ ଚିକିଛା

ଗୁଡ଼ଭେଲା,୨୩ା୯ (ଡି.ଏନ୍‌.ଏ.)- ରୂପେଲି ଠିକ୍‌ ହେଇଯିବା, ନିଜେ ନିଜର କାମ୍‌ବୁତା କରିପାରବା। ଉନିଆ ଛୁଆକର ସଂଗେ ମିଶି ଖେଲବା। ପରିବାର ଲୁକ୍‌କର ଇ ସବୁ ସପନ୍‌ ଏହେଦେ ସପନ୍‌ ହେଇ ରହିଯାଇଛେ। ଟଁକା ପଏସା ଅଭାବୁ ପରିବାର ଲୋକ୍‌ ରୂପେଲିର ଉଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?