ଆମ ଜିଲା ଖବର

ବାଇକ୍‌ ଯାଞ୍ଚବେଳେ ପୋଲିସ ଲାଠିମାଡରେ ଯୁବକ ଗୁରୁତର

ପାଟଣାଗଡ, ୨୩ା୯ (ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ ପୋଲିସ ତରଫରୁ ରବିବାର ସନ୍ଧ୍ୟାରେ ଡ୍ରିଙ୍କ ଆଣ୍ଡ ଡ୍ରାଇଭକୁ ନେଇ ଚେକିଂ ଚାଲିଥିଲା। ଏହି ସମୟରେ ପୋଲିସ ଲାଠି ମାଡରେ ଜଣେ ବାଇକ୍‌ ଆରୋହୀ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ବାଇକ…

ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୩।୯(ନି.ପ୍ର.) : ଭାରତୀୟ ମଜଦୂର ସଂଘ ପକ୍ଷରୁ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହର ଦାବିରେ ସୋମବାର ଖଣି ବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ତାଳଚେର କୋଲ୍‌ଫିଲଡ୍ସରେ ଥିବା ସମସ୍ତ କୋଇଲା ଖଣିର ଖଣି କାର୍ଯ୍ୟ ସହ…

ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି। ଟ୍ରକ୍‌-ଟ୍ରେଲ ମୁହଁାମୁହଁି ଧକ୍କା ହୋଇଛି। ଦୁର୍ଘଟଣା ଏତେ ଜୋର୍‌ରେ ହୋଇଥିଲା ଯେ,…

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି ତାଲିକାରେ ଅଯୋଗ୍ୟଙ୍କ ସଂଖ୍ୟା ସେତିକି ଲମ୍ବି ଚାଲିଛି। ଏଥିରୁ ବାଦ୍‌ ପଡ଼ିନି ଢେଙ୍କାନାଳ।…

ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ବହୁ ଲୋକଙ୍କ ଭିଡ଼ ଜମିଥିଲା। ବିଶେଷ କରି ପଲିଶ୍ରୀ ମେଳା, ମୀନା ବଜାର…

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପୁନର୍ଜୀବିତ କରିବାକୁ ପ୍ରୟାସ; ଉତ୍ତରପ୍ରଦେଶ ଗଲେ ୧୫ ଗ୍ରାମର ବାସିନ୍ଦା

ବନ୍ତଳା, ୨୩ା୯ (ଡି.ଏନ.ଏ.) ମହାବଳ ବାଘ ମହାବୀରର ମୃତ୍ୟୁପରଠାରୁ ଅନୁଗୋଳ ଜିଲା ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ସନ୍ଦିହାନ ହୋଇପଡ଼ିଛି। ବାଘୁଣୀ ସୁନ୍ଦରୀ ୧୦ମାସ ହେଲାଣି ବନ୍ଦୀ ଜୀବନ କାଟୁଛି। ଏପରି ସ୍ଥିତିରେ ଏବେ ସୁନ୍ଦରୀକୁ ବନ ବିଭାଗ ସାତକୋଶିଆ ଜଙ୍ଗଲ…

ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରାୟ…

ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ

ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ଜଣାପଡିଛି, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଜଗନ୍ନାଥପୁର ଗ୍ରାମର କୌଶଲ୍ୟା ସାହୁ…

ସମସ୍ୟା ଘେରରେ ଧାଡ଼ିଆମ୍ବ ପ୍ରାଥମିକ ବିଦ୍ୟାଳୟ: ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଚନ୍ଦ୍ରଗିରି,୨୩ା୯(ଡି.ଏନ.ଏ.)-ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବା ସହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବହି, ଡ୍ରେସ, ଜୋତା ଓ ସାଇକେଲ ବଣ୍ଟନ ଆଦି କେତେକଣ ଯୋଜନା କରୁଛନ୍ତି। କିନ୍ତୁ ଆଜି ବି…

ଜମି କରାଇଦେବା ନା’ରେ ଠକେଇ; ଆସନ୍ତା ୪ରେ କୋର୍ଟରେ ହାଜର ପାଇଁ ୬ ଜଣଙ୍କୁ ନୋଟିସ

ବ୍ରହ୍ମପୁର ଅଫିସ,୨୩ା୯-ଜମି କରାଇଦେବାକୁ କହି ଟଙ୍କା ଠକେଇ ହୋଇଥିବା ନେଇ ଏସ୍‌ଡ଼ିଜେଏମ କୋର୍ଟରେ ଖଲି ଦାସ ଆବେଦନ କରିଥିଲେ। କୋର୍ଟ ପକ୍ଷରୁ ନଂ.୨୨୭/୧୯ରେ ଏକ ୱାନ ସିସି ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି ଏସ୍‌ଡ଼ିଜେଏମ୍‌ ସରୋଜିନୀ ସାହୁ ୬…

ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ

ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ ସମୟରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଏସ୍‌ପି, ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ…

ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା ଦାସ, ମନୋଜ ଦାସ, କାଳିଆ ଦାସ ଓ ଧୀରେନ୍ଦ୍ର ଦାସ। ମାମଲା ନଂ.୨୪୪/୧୯ରେ ଅଭିଯୁକ୍ତମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?