ଆମ ଜିଲା ଖବର

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନ ଥିବାରୁ ରବିଧାନ ବିକ୍ରି…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି। ଏଥିରେ ଥିବା ୨ ଲକ୍ଷ ୫୦ ହଜାର ମେଟ୍ରିକ ଟନ୍‌ ଅଶୋଧିତ ତୈଳ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ ହୋଇଛି। ଗୁରୁବାର ଅତି ନିଷ୍ଠା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି। କଲୋନୀ ସାହି ଓ ନିକଟସ୍ଥ ନବଜ୍ୟୋତି ହଷ୍ଟେଲ ପରିସରରେ ବାଘ ବୁଲୁଥିବା ନେଇ…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁଁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଖବର ମିଳିଛି। ବିଶେଷ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିବା ପରେ ସ୍ଥାନୀୟ…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ବିଦ୍ୟୁତ ସେବା ବ୍ୟାହତ ହୋଇଥିଲା ।…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ ହଠାତ୍ ଚାଲିଗଲା ଜୀବନ। ଗଞ୍ଜାମ ସହରର ପ୍ରତିଷ୍ଠିତ ବ୍ୟବସାୟୀ ତଥା ପରିବେଶ ପ୍ରେମୀ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ପ୍ରତ୍ୟକ୍ଷ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି। ସବର୍ଣ୍ଣ ଓ ଅସବର୍ଣ୍ଣ ଗୋଷ୍ଠୀ ମଧ୍ୟରେ ଲାଗିରହିଥିବା ଏହି ବିବାଦର ସମାଧାନ ପାଇଁ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ରୁଦ୍ର ପ୍ରସାଦ ବରାଡ଼ (୨୭)। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri