ଆମ ଜିଲା ଖବର

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି ପଦବୀର ପ୍ରାର୍ଥୀ ଅଙ୍କିତ ପ୍ରଧାନ ନିଜ ନାମାଙ୍କନ ପ୍ରତ୍ୟାହାର କରିନେବା ପରେ ନିର୍ବାଚନ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ ଦେଶର ରାଜଧାନୀ ଦିଲ୍ଲୀରେ ଶନିବାର ଆନ୍ଦୋଳନ ତୀବ୍ର ହୋଇଛି। ବରଗଡ଼ ସହରରେ ମଧ୍ୟ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ ମଦଭାଟି ଉପରେ ଝାମ୍ପି ପଡ଼ିଲେ ଶତାଧିକ ମହିଳା। ଶନିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ ଘଟଣାର ସତ। ଏମଭିଆଇଙ୍କ ଆଗରେ ସେଦିନ ଘଟିଥିବା ଘଟଣାର ପ୍ରକୃତ ସତ୍ୟ କହିଥିଲେ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର ଏକ ଅଜଣା ବାଇକ୍ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଆହତ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ଦୀପକମଲଙ୍କୁ ପ୍ରଥମେ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ ଚୋଟରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ପୁରୀ ସଦର ଥାନା…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସରୁ ଅର୍ଥୋପେଡିକ୍ସରେ ଏମ୍‌ଏସ୍‌ ଶିକ୍ଷା ସଫଳତାର ସହ ସମାପ୍ତ କରି ସ୍ବର୍ଣ୍ଣପଦକ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ ସାମଞ୍ଜସ୍ୟ ଥିବା ପ୍ରଭୁ ଶ୍ରୀ ନୀଳମାଧବଙ୍କ ଦୀର୍ଘ ବର୍ଷର ପରମ୍ପରା ତଥା ପୂଜା…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ ଗଞ୍ଜାମ ଆସୁଥିବା ଯାନବାହନ ଚକାପାଦ, ବଦାଙ୍ଗି ଓ ଗାଲେରୀ ଦେଇ ଯାତାୟାତ କରୁଛନ୍ତି।…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାନୁଯାୟୀ, ପାଲିଆ ଆଶ୍ରମ ବିଦ୍ୟାଳୟରେ ଗତ ଗୁରୁବାର ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?