ନାଲ୍କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ
ବଅଁରପାଳ,୨୨।୯(ଡି.ଏନ.ଏ) – ଅନୁଗୋଳ ଜିଲା ନାଲ୍କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ ମହାପ୍ରବନ୍ଧକ ପ୍ରଦୋଷ କୁମାର ମହାନ୍ତି ଅତିଥି ଭବେ ଯୋଗ ଦେଇଥିଲେ। ପୂଜା ଦେଖିବା ପାଇଁ…
ମଧ୍ୟାହ୍ନ ଭୋଜନରେ ଝିଟିପିଟି ବିସ୍କୁଟ ଖାଇଲେ ଛାତ୍ରୀଛାତ୍ର
ତୁମୁଡ଼ିବନ୍ଧ,୨୨ା୯(ଡ଼ି.ଏନ.ଏ.)-ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ତରକାରୀରେ ଏକ ମଲା ଝିଟିପିଟି ପଡ଼ିଥିବା ପାଚିକା ଦେଖିଥିଲେ ା ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଦେଶିନାୟକ ଏହା ଜାଣିବା ପରେ ଛାତ୍ରୀଛାତ୍ରମାନଙ୍କୁ ଉକ୍ତ…
୨୩ରୁ ଖଲ୍ଲିକୋଟ କଲେଜରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ: ଇନ୍ସ୍ୟୁରାନ୍ସ ସାର୍ଟିଫିକେଟ ମିଳିବ
ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି ା ଡ୍ରାଇଭିଂ ଲାଇସେନ୍ସ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଅଧିକାଂଶ ବ୍ୟକ୍ତି ଭିଡକୁ ଦେଖି ନିରାଶ…
ସ୍କୁଲ ପରିଚାଳନାରେ ବିଭ୍ରାଟ: ଶିକ୍ଷକ ବଦଳି ଦାବିରେ ଫାଟକରେ ତାଲା
କବିସୂର୍ଯ୍ୟନଗର,୨୨ା୯-କବିସୂର୍ଯ୍ୟନଗର ବ୍ଲକ ବୋଲସର ଗ୍ରାମ ରଘୁନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନାରେ ବିଭ୍ରାଟ ଅଭିଯୋଗ ହୋଇଛି। ଏଥିରେ ସୁଧାର ଲାଗି ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପାଇଁ ଗ୍ରାମବାସୀ ଦାବି କରିଥିଲେ। କିନ୍ତୁ ଶିକ୍ଷା ବିଭାଗ ଦାବି ଗ୍ରହଣ…
ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା : ୧୫ ଛାତ୍ରଙ୍କ ନାମରେ ମାମଲା, ୫ ଛାତ୍ର ଅଟକ
ବ୍ରହ୍ମପୁର ଅଫିସ,୨୨ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶୁକ୍ରବାର ପୂର୍ବତନ ଛାତ୍ରନେତା ଦେବାଶିଷ ମିଶ୍ରଙ୍କୁ ସଂଘବନ୍ଧ ଆକ୍ରମଣ ହୋଇଥିଲା ା ଏହି ଘଟଣାରେ ଗୋପାଳପୁର ଥାନାରେ ୧୫ ଛାତ୍ରଙ୍କ ନାମରେ ଶନିବାର ମାମଲା ରୁଜୁ ହୋଇଛି ା ସେହିପରି ଶୁକ୍ରବାର ଓ ଶନିବାର ୫…
ବାଇକ୍ରେ ଆସି ଝାମ୍ପିନେଲେ ଟଙ୍କା, ରୁପା
ଫୁଲବାଣୀ ଅଫିସ, ୨୨ା୯-ଫୁଲବାଣୀ ଆଦର୍ଶ ଥାନାଠାରୁ ମାତ୍ର ୩୦୦ ମିଟର ଦୂର ତଥା ଏସ୍ପିଙ୍କ କାର୍ଯ୍ୟାଳୟ ପାଖରେ ଶନିବାର ଜଣେ ବ୍ୟବସାୟୀ ଲୁଟ୍ର ଶିକାର ହୋଇଛନ୍ତି। ଦୁଇ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ବ୍ୟବସାୟୀଙ୍କ ପାଖରୁ ରୁପା ଗହଣା ଏବଂ ଟଙ୍କା…
ରାଜସ୍ବ ସମୀକ୍ଷା ବୈଠକ: ୨୩ରୁ ଚୋରା ବାଲି ଚାଲାଣ ରୋକିବାକୁ ଭିଡିଓଗ୍ରାଫି
ଛତ୍ରପୁର,୨୨ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ବିଭିନ୍ନ ସମୟରେ ଲିଜ୍ ଦିଆଯାଇଥିବା ବାଲି ଘାଟରୁ ଅଧିକ ପରିମାଣ ବାଲି…
ଲିଙ୍ଗରାଜ ଆଇନ୍ ମହାବିଦ୍ୟାଳୟ: ଶୈକ୍ଷିକ ବାତାବରଣ ପାଇଁ ଆନ୍ଦୋଳନ
ବ୍ରହ୍ମପୁର ଅଫିସ୍,୨୨ା୯-ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଘେରରେ ଗତିକରୁଛି । ପାଠ ପଢ଼ିବା ପାଇଁ ଉତ୍ତମ ଶ୍ରେଣୀ ଗୃହ ନାହିଁ । ଅନେକ ବିଷୟରେ ଶିକ୍ଷକ ପଦବୀ ଖାଲି…
ବାପ, ମା’ଙ୍କୁ ଆକ୍ରମଣ, ପୁଅ ଗିରଫ
ବ୍ରହ୍ମପୁର ଅଫିସ,୨୨ା୯-ବୃଦ୍ଧ ବାପ ଓ ମା’ଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନସନ ଟଙ୍କା ହଡପ ଅଭିଯୋଗରେ ସଦର ଥାନା ପୋଲିସ ପୁଅ ଶାନ୍ତନୁ କୁମାର ମିଶ୍ର (୩୫)ଙ୍କୁ ଗିରଫ କରିଛି । ନଂ.୨୪୨/୧୯ରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ…
ଥାନାର ଦ୍ୱାରସ୍ଥ ହୋଇ ନ ଥିବା ଗାଁ
କେନ୍ଦୁଝର, ୨୨ା୯ (ସ୍ବ.ପ୍ର.)-ବର୍ତ୍ତମାନ ସମୟରେ ବୃଦ୍ଧି ପାଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ପୋଲିସର ସହାୟତା ସମସ୍ତେ ନେଇଥାନ୍ତି। କିନ୍ତୁ କେନ୍ଦୁଝର ଜିଲାରେ ଏଭଳି ଏକ ଗ୍ରାମ ରହିଛି ଯେଉଁଠି ଏବେ ସୁଦ୍ଧା ପୋଲିସର ସହାୟତା ନେଇନାହାନ୍ତି। କଥାଟା ଏକଦମ୍ ସତ।…
ଉଚ୍ଛେଦ ପରେ ଜବରଦଖଲ
ଭଦ୍ରକ ଅଫିସ,୨୨।୯ – ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ମୁଖ୍ୟରାସ୍ତାଗୁଡ଼ିକୁ ଜବରଦଖଲମୁକ୍ତ ଲାଗି ଉଦ୍ୟମ କରାଯାଇଛି। ଗତ ଜୁନ୍ ଶେଷ ସପ୍ତାହରେ ମହତାବ ଛକଠାରୁ ଅପର୍ତ୍ତିବିନ୍ଧା ଷ୍ଟେଟ୍ବ୍ୟାଙ୍କ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱକୁ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଥିଲା।…
ଚିକିତ୍ସା ଲାଗି ଆସି ରୋଗୀ ହଇରାଣ: ଲମ୍ବାଧାଡ଼ିରେ ଦୀର୍ଘସମୟ ଠିଆ ହୋଇ ନିରାଶ ହେଲେ ରୋଗୀ
ବାରିପଦା ଅଫିସ,୨୨ା୯- ମୟୂରଭଞ୍ଜ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ବିଭିନ୍ନ ସମୟରେ ରୋଗୀଙ୍କ ଭିଡ ଜମୁଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ଶନିବାର ରୋଗୀଙ୍କ ରେଜିଷ୍ଟ୍ରଶନ ପାଇଁ ଉଦ୍ଦିଷ୍ଟ…

