ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବାଲେଶ୍ୱର ଅଫିସ, ୨।୮-କେନ୍ଦ୍ର ସରକାର ସଂସଦରେ ଆଗତ କରିଥିବା ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ କରି ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଓ ସ୍ବାଧୀନ ଜାତୀୟ ଫେଡେରେଶନ ତରଫରୁ ସହସ୍ରାଧିକ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ ସମ୍ମୁଖରେ…
ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟ୍
ନୀଳଗିର/ସଜନାଗଡ, ୨।୮(ଡି.ଏନ.ଏ.)-ନୀଳଗିରି ସହର ଉପକଣ୍ଠ ରବୀନ୍ଦ୍ର ପରିଡ଼ାଙ୍କ ଘର ସମ୍ମୁଖରୁ ଶୁକ୍ରବାର ଅଜଣା ଦୁର୍ବୃତ୍ତ ସ୍କୁଟି ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ ବ୍ୟାଙ୍କ ଓ ରବୀନ୍ଦ୍ରଙ୍କ ଘରେ ଲାଗିଥିବା ସିସିଟିଭି ଫୁଟେଜକୁ ନେଇ ତଦନ୍ତ…
ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ
ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ ବ୍ଲକକୁ ଟାଇବ୍ରେକର ଜରିଆରେ ୫-୩ ଗୋଲରେ ପରାସ୍ତ କରି କ୍ୱାଟର ଫାଇନାଲରେ ପ୍ରବେଶ କରିଛି।…
ଏୟୁସିସିବି ଏଟିଏମ୍ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍: ଉଦ୍ଘାଟନ ପରଠାରୁ ଅଚଳ
ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍ ଉଦ୍ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ…
ଘରୋଇ ବସ ଓଲଟି ୧୬ରୁ ଊର୍ଦ୍ଧ୍ୱ ଆହତ
ବିରିଡ଼ି,୨।୮(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ନଂ.୫୫ର ହାଜିପୁର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଅଭିରାମ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣ ଜଗତ୍ସିଂହପୁର ଜିଲା ମୁଖ୍ୟ…
ପାଣିରେ ବୁଡ଼ିଛି ଚାଷଜମି: ସ୍ଥିତି ଅନୁଧ୍ୟାନ କଲେ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଇଟାଗଡ଼ି ଗ୍ରାମବାସୀଙ୍କ ପକ୍ଷରୁ ଗୁରୁବାର ଏ ସମ୍ପର୍କରେ ସାଳନ୍ଦୀ ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ…
ନରମିଲେ ବିଷ୍ଣୁ, ଟ୍ରିପଲ୍ ତଲାକ୍ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ
ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍ ତଲାକ୍ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍ ତଲାକ୍ ଏବଂ ମୁସ୍ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…
ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍ ଜବତ
ଜମନକିରା, ୨।୮(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଶୁକ୍ରବାର ପୋଲିସ…
ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି
ମାଲକାନଗିରି, ୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…
ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍ଡିସି
ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍ଡିସି ପଟ୍ଟା ବଣ୍ଟନ…
ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍ପିଙ୍କୁ ଭେଟିଲେ ପରିବାରଲୋକେ
ବରଗଡ଼ ଅଫିସ୍,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ଅଣାଯିବା ପରେ ପୋଲିସ ମାଟୁତଳୁ ତାଙ୍କ ମୃତଦେହ ଉଦ୍ଧାର…
ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା
ବରଗଡ଼ ଅଫିସ୍,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି । ଦିନ ଦ୍ୱିପ୍ରହରରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍ ହେଉଥିବାବେଳେ ବିଳମ୍ବିତ ରାତ୍ରିରେ ଘରେ…
Archives


