ଅସ୍ତରଙ୍ଗ ବେଳାଭୂମି ସଫେଇ କଲେ ମନ୍ତ୍ରୀ, ମାନବ ଶୃଙ୍ଖଳରେ ‘ମୋ ବିଚ୍’
କାକଟପୁର,୨୧ା୯(ଡି.ଏନ୍.ଏ.): ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ। ଏହି ଉପଲକ୍ଷେ ଅସ୍ତରଙ୍ଗ ବ୍ଲକ ଜାହାନିଆଁଠାରେ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ ବ୍ୟାପାର, ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା, ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ, ବିଡିଓ ଅଶୋକ କୁମାର…
ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା
ଜଗତ୍ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍ସିଂହପୁର ଏସ୍ପି ଆର୍. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା…
ମା’ ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ଅନୁଷ୍ଠିତ
କାକଟପୁର,୨୧।୯(ଡି.ଏନ୍.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ନୀତି ଶନିବାର ଅନୁଷ୍ଠିତ ହୋଇଯାଇଛି। ରବିବାରଠାରୁ ମା’ଙ୍କ ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହେବ। ଶନିବାର ଅପରାହ୍ନ ସାଢ଼େ ୨ଟାରେ ମା’ଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯିବା ପରେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ
ପଦ୍ମପୁର,୨୧।୯(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଶନିବାର ଭିଜିଲାନ୍ସ ବିଭାଗ ଚଢ଼ାଉକରି ବନ୍ଦ କରିବାକୁ ନୋଟିସ ଜାରି କରିଛି। ସୂଚନାଯୋଗ୍ୟ, ଆୟ…
ଗ୍ୟାରେଜ୍ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ
ଫୁଲନଖରା,୨୧।୯(ଡି.ଏନ୍.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଗୋପାଳପୁର ଢିହସାହିର…
ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ
କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ ମୂଲ୍ୟବାନ ଶାଳକାଠ ଜବତ ହୋଇଛି । ଜବତ କାଠର ଆନୁମାନିକ ମୂଲ୍ୟ ୭୦ ହଜାର…
ପ୍ରଶାସନର ହସ୍ତକ୍ଷେପ ପରେ ନ୍ୟାୟ ପାଇଲେ ବୃଦ୍ଧ ଦମ୍ପତି
ଆନନ୍ଦପୁର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପ୍ରଶାସନର ହସ୍ତକ୍ଷେପ ପରେ ବୃଦ୍ଧ ଦମ୍ପତିଙ୍କୁ ନ୍ୟାୟ ମିଳିଛି। ଆନନ୍ଦପୁର ଥାନା ଅଧୀନ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ଗ୍ରାମର ପରୀକ୍ଷିତ ବେହେରା(୭୮) ଏବଂ ସ୍ତ୍ରୀ ଶାନ୍ତିଲତାଙ୍କର ତିନି ଝିଅ ଓ ଗୋଟିଏ ପୁଅ। ଝିଅମାନଙ୍କର…
ଉଠାଦୋକାନୀଙ୍କ କବ୍ଜାରେ ରାସ୍ତାଘାଟ : ଜରୁରିକାଳୀନ ସେବା ବ୍ୟାହତ
ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍ଏମ୍ସି ଦ୍ୱାରା କରାଯାଇଥିବା ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରେ ବହୁ ସଂଖ୍ୟାରେ ଉଠା ଦୋକାନୀ କାରବାର କରୁଥିବାରୁ ସର୍ବସାଧାରଣ ଯାତାୟାତ ରାସ୍ତା…
ସେକ୍ ରାଜାଙ୍କ ସହ ସମ୍ପର୍କ ପଡ଼ିଲା ମହଙ୍ଗା: ନିଲମ୍ବନ ପରେ ହାବିଲଦାର ଗିରଫ
ବାଲେଶ୍ୱର ଅଫିସ, ୨୧।୯: ବାଲେଶ୍ୱର ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବ୍ରାଉନସୁଗାର ବ୍ୟବସାୟ କରି ସାମ୍ରାଜ୍ୟ ବିସ୍ତାର କରିଥିବା ସେକ୍ ରାଜାଙ୍କ ସହ ବିଚାରଗଣ୍ଡ ଫାଣ୍ଡିର ହାବିଲଦାର ରଞ୍ଜନ ସାହୁଙ୍କ ସମ୍ପର୍କ ଥିଲା। ଏଥିଯୋଗୁ ତାଙ୍କୁ ଗତ ୧୯ ତାରିଖରେ…
ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ
ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରର ନିଲୁ ସ୍ବାଇଁ (୨୪) , ସମୀର ଜେନା…
ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ କେସ୍ ନଂ. ୨୪୨/୧୯ ରେ ଶନିବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସଦର…
ବିଭିନ୍ନ ସମସ୍ୟା ନେଇ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ବ୍ରହ୍ମପୁର ଅଫିସ୍,୨୧।୯: ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଉତ୍ତମ ଶ୍ରେଣୀ ଗୃହ ଅଭାବ , ଶିକ୍ଷକ ପଦବୀ ଖାଲି, ପିଇବା ପାଣି ଆଦି ସମସ୍ୟାର…

