ଆମ ଜିଲା ଖବର

ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର ଦିଲୀପ…

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ…

ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର: ଇକୋ ପାର୍କ ଉନ୍ନତୀକରଣ କରାଯାଉ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ଥିବା ଇକୋ ପାର୍କରେ ଏବେ ବିଭିନ୍ନ ସମସ୍ୟା ଦେଖିବାକୁ ମିଳୁଛି। ଏପରି କି ପାର୍କରେ ଥିବା ଆସୁଷଙ୍ଗିକ ବ୍ୟବସ୍ଥାକୁ ବୃଦ୍ଧି କରିବା ସହ ଅଧିକ ଉନ୍ନତୀକରଣ କରିବାକୁ ସହରର ବରିଷ୍ଠ ନାଗରିକମାନେ ଦାବି…

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। କେତେଜଣ ଶିକ୍ଷୟିତ୍ରୀଶିକ୍ଷକ…

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୫ ଜଣଙ୍କ ନଁ। ରେ ମାମଲା, ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଗୁରୁବାର ରାତିରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ଲୁହାରଡ୍‌ରେ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି।…

ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସି. ବି.ଆଇ.

ଠାକୁରମୁଣ୍ଡା,୨୧ା୯(ଡି.ଏନ୍‌.ଏ.)- ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ ସହଯୋଗୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କୋଲ୍‌କାତାର ସି.ବି.ଆଇ. ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ଚାଷୀଙ୍କୁ ମିଳୁନି କୃଷି ଋଣ: ୧୪ ସେବା ସମିତିରେ ଅବ୍ୟବସ୍ଥା

ଖଇରା, ୨୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭଦ୍ରକ-ବାଲେଶ୍ୱର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଖଇରା ଶାଖାରେ କର୍ମଚାରୀ ଅଭାବ ଯୋଗୁ ୧୪ ସେବା ସମବାୟ ସମିତିର ୨ଶହରୁ ଊର୍ଦ୍ଧ ଚାଷୀଙ୍କର ଋଣ ଫାଇଲ ଅଟକି ରହିଛି ା ବର୍ତ୍ତମାନ ଚାଷ କାମ ଜୋରସୋରରେ ଚାଲିଥିବା ବେଳେ…

ଦୁର୍ଗାପୂଜା ଉପଲକ୍ଷେ ଶାନ୍ତି କମିଟି ବୈଠକ: ଶବ୍ଦ ପ୍ରଦୂଷଣ ଉପରେ ଲାଗିବ ଲଗାମ

ବାଲେଶ୍ୱର ଅଫିସ, ୨୧।୯-ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଶୁକ୍ରବାର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି ା ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ ବୈଠକରେ ଅଧ୍ୟକ୍ଷତା କରିଥିଲେ।…

ଶାଖା ପରିଚାଳକଙ୍କ ନାମରେ ଗ୍ରାହକଙ୍କ ଅଭିଯୋଗ

ଫୁଲବାଣୀ ଅଫିସ, ୨୧ା୯-କନ୍ଧମାଳ ଜିଲା ୟୁନାଇଟେଡ ବ୍ୟାଙ୍କ ଶାଖା ପରିଚାଳକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଛନ୍ତି ଗ୍ରାହକ ା ଚାଷୀଙ୍କୁ ଋଣ (କେସିସି) ଦେବାରେ ସେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଗ୍ରାହକମାନଙ୍କୁ ଋଣ କରାଇ ଦେବାପାଇଁ ବ୍ୟାପକ ପରିମାଣର ଟଙ୍କା…

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ ରଖିବାକୁ…

ଖାରିଗୁଡ଼ାରେ ଅଗ୍ନିକାଣ୍ଡ, ୮ବଖରା ଜଳିଗଲା

ଭଞ୍ଜନଗର,୨୧।୯(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ଖାରିଗୁଡ଼ାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗଙ୍ଗାଧର ନାୟକ, ସୁଗ୍ରୀବ ନାୟକ, ବାଳି ନାୟକ, ଶୈଳ ନାୟକଙ୍କ ୮ ବଖରା ଘର ପୋଡ଼ିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ…

ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ ଶୁକ୍ରବାର ଭଞ୍ଜନଗର ଥାନାରେ ଅଭିଯୋଗ ହୋଇଛି। ନାବାଳିକାଦ୍ୱୟଙ୍କ ଅଭିଭାବକଙ୍କ ଏତଲାକୁ ଭିତ୍ତିକରି ପୋଲିସ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?