ଆମ ଜିଲା ଖବର

ମିଳୁନାହିଁ ଜଏନିଂ ଅର୍ଡର, ଡିଇଓଙ୍କ ଅଫିସ ସାମ୍ନାରେ ଆତ୍ମହତ୍ୟା ଧମକ ଦେଲେ ବିଇଓ

ବଲାଙ୍ଗୀର, ୩୧।୭ (ସୁନୀଲ ମହାନ୍ତି): ଜଏନିଂ ଅର୍ଡର ମିଳିଲାନି ବୋଲି ବଲାଙ୍ଗୀର ଡିଇଓ ଅଫିସକୁ ଆସି ଜଣେ ବିଇଓ ଆତ୍ମହତ୍ୟା ଧମକ ଦେଇଛନ୍ତି। ବିଇଓ ରଞ୍ଜିତ ଭୋଇ ତିନି ମାସ ହେଲା ବଦଳି ହୋଇ ଆସିଥିଲେ ମଧ୍ୟ କାର୍ଯ୍ୟରେ ଯୋଗଦେବାକୁ ବଲାଙ୍ଗୀର…

ଝାଡ଼ାବାନ୍ତି ପରେ ବ୍ୟାପୁଛି ଜଣ୍ଡିସ

ଜଗତସିଂହପୁର,୩୧।୭: ରାଜ୍ୟର ବିଭିନ୍ନ ଜିଲାରେ ଝାଡ଼ାବାନ୍ତି ପରେ ଏବେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ଜଗତସିଂହପୁର ଜିଲା ବିରିଡ଼ି ବ୍ଲକ ଦଣ୍ଡାସାହି ଗାଁରେ ଜଣ୍ଡିସ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୫ ଦିନ ମଧ୍ୟରେ ୪୦ରୁ ଊର୍ଦ୍ଧ୍ୱ ଲୋକ…

ଭିନ୍ନ ସମ୍ପ୍ରଦାୟରେ ପ୍ରେମ ବିବାହ କରିଥିଲେ: ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ୱାମୀ

କେନ୍ଦୁଝର,୩୧ା୭(ନରେଶ ପଟ୍ଟନାୟକ): ଝୁମ୍ପୁରା ଥାନା ଅନ୍ତର୍ଗତ ଏକ ହୃଦୟ ବିଦାରକ ଘଟଣାରେ ଏମଡି ମନାନ (୪୫) ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସ୍ତ୍ରୀ ଶକୁନ୍ତଳା ଦାସ (୩୫)ଙ୍କୁ ପିଟି ହତ୍ୟା ଅଭିଯୋଗରେ ପୋଲିସ ଗିରଫ କରିଛି। ଶକୁନ୍ତଳାଙ୍କ ବାପଘର ଅର୍ଶଳା ଗ୍ରାମରେ…

ପ୍ରେସ୍‌ମିଟ୍‌ରେ ବ୍ରାଉନସୁଗାର କାରବାରର ପର୍ଦ୍ଦାଫାଶ କଲା ପୋଲିସ, ୮ ଲକ୍ଷରୁ ଅଧିକ ଟଙ୍କା ସହ…

ଆନନ୍ଦପୁର,୩୧ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ପୋଲିସକୁ ବଡ଼ ସଫଳତା ମିଳିଛି। ୨୧୩ ଗ୍ରାମ ବ୍ରାଉନସୁଗାର, ୮ ଲକ୍ଷ ୩୦ ହଜାର ଟଙ୍କା, ୧୨ ମୋବାଇଲ ଜବତ ସହ ୨୧ ଜଣ ଗିରଫ ହୋଇଛନ୍ତି। କେନ୍ଦୁଝର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ…

ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଲେ ପିଅନ, ଘଟଣା ଜଣାପଡ଼ିବା ପରେ…

ଗଜପତି,୩୧ା୭(ଗିରିଧାରୀ ପରିଚ୍ଛା): ଆର୍‌.ଉଦୟଗିରି RWSS ଯନ୍ତ୍ରୀଙ୍କୁ ବୋତଲରେ ପାଣି ବଦଳରେ ପରିସ୍ରା ଦେଇଛନ୍ତି ଜଣେ କର୍ମଚାରୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାରେ। ଗତ ୨୨ ତାରିଖରେ ଆର.ଉଦୟଗିରି RWSS କାର୍ଯ୍ୟାଳୟରେ ଯୋଗଦେଇଥିଲେ ଯନ୍ତ୍ରୀ ସଚିନ ଗୌଡ଼।…

ଦୁଇ କାଉଙ୍କ ମିଳନ ଦେଖିଦେବାରୁ ଯୁବକଙ୍କୁ ଅଜବ ଦଣ୍ଡ ଦେଲେ ଗ୍ରାମବାସୀ, କୋକେଇ ବାନ୍ଧି…

ଜୟପୁର,୩୧ା୭(ପବନ ପାଣିଗ୍ରାହୀ): ବିଜ୍ଞାନ ଯୁଗରେ ବି ଅନ୍ଧବିଶ୍ୱାସ ଭରପୂର ହୋଇ ରହିଛି। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଇଲାକାରେ ଏପରି ଅନ୍ଧବିଶ୍ୱାସ ଦେଖିବାକୁ ମିଳୁଛି। ଏମିତି ଏକ ଅନ୍ଧବିଶ୍ୱାସକୁ ଦେଖିବାକୁ ମିଳିଛି କୋରାପୁଟ ଜିଲା ରାଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ପାତ୍ରଗୁଡ଼ା ଗାଁରେ। ଏହି…

ବାଇକ୍‌ରେ ବିକଟାଳ ଶବ୍ଦ କରି ଦେଖାଉଥିଲେ ହିରୋଗିରି, ୨ ଯୁବକଙ୍କୁ ଥାନାରେ ଅଟକ ରଖିଲା ପୋଲିସ

ଦାରିଙ୍ଗବାଡ଼ି,୩୧ା୭(ଅରୁଣ ସାହୁ): ଏକ ବାଇକ୍‌ରେ ୩ ଜଣ ଯୁବକ ଘୂରି ବୁଲିବା ବାଇକ୍‌ରେ ଷ୍ଟଣ୍ଟ୍‌ ଦେଖାଇବା ସହ ବିକଟାଳ ଶବ୍ଦ ପ୍ରଦୂଷଣ କରି ଉତ୍ପାତ ହେବା ମହଙ୍ଗା ପଡ଼ିଛି। ପୋଲିସ ସେମାନଙ୍କୁ ରାଜପଥରେ ଅଟକାଇ କାବୁ କରି ଥାନାକୁ ନେଇଛି। ତେବେ…

ବିଶ୍ୱ ହିନ୍ଦୁ ପରିଷଦ ତେଲେଙ୍ଗାନା ମୁଖ୍ୟ ଟି.ରାଜାଙ୍କୁ ଭେଟିଲେ ଗଞ୍ଜାମ ପ୍ରଖଣ୍ଡ ସଂଯୋଜକ ଇଲେୟା

ଗଞ୍ଜାମ,୩୧ା୭(ବିଦ୍ୟାଧର ସାହୁ): ତେଲେଙ୍ଗାନା ରାଜ୍ୟ ହାଇଦ୍ରାବାଦ ଘୋଷାମେଲ ବିଧାୟକ ତଥା ବଜରଙ୍ଗ ଦଳ ବିଶ୍ୱ ହିନ୍ଦୁ ପରିଷଦ ମୁଖ୍ୟ ଟି.ରାଜା ସିଂଙ୍କୁ ଗଞ୍ଜାମ ଜିଲା ବଜରଙ୍ଗ ଦଳ ସଂଯୋଜକ କେ. ଇଲେୟା ରେଡ୍ଡୀ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଭାଜପା ରାଜ୍ୟ…

ପରିତ୍ୟକ୍ତ ଅବସ୍ଥାରେ ବିଶ୍ରାମାଗାର, ବସ୍‌କୁ ଅପେକ୍ଷା କରିବା ପାଇଁ ଗଛ ହିଁ ଭରସା

ଦାରିଙ୍ଗବାଡ଼ି,୩୧ା୭(ଅରୁଣ ସାହୁ): ସରକାର ଲୋକଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଆଉ ତାକୁ ସଫଳ କରିବା ପାଇଁ ଜିଲା ଓ ବ୍ଲକ ପ୍ରଶାସନ ଗୁରୁତ୍ୱ ଦେଇଥାନ୍ତି। କିନ୍ତୁ ଏମିତି ଏକ ପଞ୍ଚାୟତ ରହିଛି ଯାହାକି ବ୍ଲକ ଅଞ୍ଚଳର ମୁଖ୍ୟ ଛକ…

ରାସ୍ତା କଡ଼ ବିଲରୁ ଚାଷୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଦ୍ରକ, ୩୧।୭(ସନାତନ ରାଉତ):ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଗେଲଟୁଆ ପଞ୍ଚାୟତ କୁଶଗଡ଼ିଆ ରାସ୍ତା କଡ଼ ବିଲରୁ ଏକ ମୃତଦେହ ଉଦ୍ଧାର କରିଛି ପୋଲିସ l ମୃତକ କୁଆ ବଗମରା ଗାଁର ଚାଷୀ ସନ୍ତୋଷ ମଲିକ (୬୨) ବୋଲି ପୋଲିସ ସୂଚନା ଦେଇଛି…

ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ, ୨ ଜଣଙ୍କୁ ଉଠାଇନେଲା ପୋଲିସ

ପାଟଣା,୩୧ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ନାଏକ ସାହିର ଜଣେ ୨୮ବର୍ଷ ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ଭକ୍ତ ବନ୍ଧୁ ନାଏକଙ୍କ ପୁଅ ଗଙ୍ଗାଧର ନାଏକ। ଗଙ୍ଗାଧରଙ୍କ ମା’…

ନଦୀ ସଂଯୋଗୀକରଣ ପାଇଁ ତେଜୁଛି ଦାବି, ୬ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୧୮୦୦ କୋଟି ଟଙ୍କା

କେନ୍ଦ୍ରାପଡ଼ା, ୩୧ା୭ (ଜଗନ୍ନାଥ ଧଳ): ରାଜ୍ୟ ସରକାର ଆନ୍ତରାଜ୍ୟ ନଦୀ ସଂଯୋଗୀକରଣକୁ ଗୁରୁତ୍ୱ ଦେଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ୬ଟି ଏପରି ପ୍ରକଳ୍ପ ପାଇଁ ମୋଟ ୧୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ପ୍ରାଥମିକ ସ୍ତରରେ ଆଲୋଚନା ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri