ଆମ ଜିଲା ଖବର

ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ

ପୁରୁଷୋତ୍ତମପୁର,୨ା୮(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ ୨୪୦ ଲିଟର ଦେଶୀ ନକଲି ମଦ ଜବତ କରିବା ସହ ମଦ ଚାଲାଣ କରୁଥିବା…

ପୋଲିସ ପରିଚୟ ଦେଇ ମହିଳାଙ୍କ ମଙ୍ଗଳସୂତ୍ର ଲୁଟ୍‌

ବ୍ରହ୍ମପୁର ଅଫିସ,୨ା୮-ନକଲି ପୋଲିସ ବେଶରେ ଲୁଟେରାମାନେ ବିଶେଷକରି ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସୁନାଗହଣା ଓ ଟଙ୍କା ଲୁଟ୍‌ କରୁଛନ୍ତି। ଏବେ ସେହି ଲୁଟେରାମାନଙ୍କୁ ପୋଲିସ ଧରି ପାରୁନାହିଁ। ନକଲି ପୋଲିସ ଏବେ ଅସଲିଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି। ଗୁରୁବାର…

ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ

ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ ବେଳେ ଚଢାଉ କରି ୫ ଟ୍ରାକ୍ଟର ଜବତ କରିଥିଲେ। ଯାଞ୍ଚବେଳେ କାଗଜପତ୍ର ନ…

ଡ୍ରେନ ଉପରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧।୮- ଗୋପାଳପୁର ଏନ୍‌ଏସି ୧୦ ଓ ୧୧ନଂ ୱାର୍ଡର ଡ୍ରେନ ଉପରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘବର୍ଷ ଧରି ଏନଏସିର ବିଭିନ୍ନ ୱାର୍ଡରେ ଡ୍ରେନ ଉପରେ ବେଆଇନ ଭାବେ କୁଡ଼ିଆ ଘର ଓ ପକ୍କାଘର ନିର୍ମାଣ ହୋଇଛି। ଏହାଦ୍ୱାରା ଡ୍ରେନରେ…

ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ ସକାଳଧୂପ…

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ କାହାକୁ ବି ଛଡାଯିବ ନାହିଁ। କେହି ବି ଧରାପଡିଲେ ସେମାନଙ୍କଠାରୁ ଆଦାୟ ହେବ ଜରିମାନା।…

ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା

ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର ବି କମ୍‌ ନ ଥିଲା।…

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

ଡଙ୍ଗାଘାଟ ପରିଦର୍ଶନ କଲେ ବିଡିଓ

ପଦ୍ମପୁର, ୧।୮ (ଡି.ଏନ.ଏ): ପଦ୍ମପୁର ଉପଖଣ୍ଡ ଲଖମରା ଓ ଚର୍ଦାପାଲି ଗ୍ରାମପଞ୍ଚାୟତ ମଝିରେ ଅଙ୍ଗନଦୀ ପ୍ରବାହିତ ହେଉଛି । ବର୍ଷା ଦିନରେ ଏହି ନଦୀରେ ବନ୍ୟାଜଳ ଆସିଲେ ଚର୍ଦାପାଲି ଗ୍ରାମପଞ୍ଚାୟତର ଗୁଣ୍ଡିଚାଡିହି, ଚର୍ଦାପାଲି, ଚଙ୍ଗରିଆ, ଲୁହୁରାକୋଟ, ଲହଣ୍ଡିପୁର ବାହ୍ୟ ଜଗତରୁ ବିଚ୍ଛିନ୍ନ…

ଜବରଦଖଲରେ ରାଜାରାଜୁଡା ଅମଳର ବାବୁରକଟା

ଜାମଟିକ୍ରା,୧।୮(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଳକ ବୁଗବୁଗା ପଞ୍ଚାୟତର ଜାମଟିକ୍ରା ଉପକଣ୍ଠରେ ଥିବା ୧୦୨ ଏକର ବିଶିଷ୍ଟ ବାବୁରକଟା ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି । ସେହିପରି ରାଜାରାଜୁଡା ଅମଳର ଏହି ବିରାଟ କଟାର ଜରାଜୀର୍ଣ୍ଣ ଅବସ୍ଥା ଯୋଗୁ ସ୍ଥାନୀୟ ଅଞ୍ଚଳରେ…

ଅବ୍ୟବସ୍ଥାରେ ଚାଲିଛି କେନ୍ଦୁପତ୍ର ରେଞ୍ଜ ଅଫିସ

ଗୁଡଭେଲା, ୧ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ଏନଏସି ଅଧିନ ମହିପୁରଠାରେ ଥିବା କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଛି । ଏହି ରେଞ୍ଜ ଅଧିନରେ ୬୨ଟି କେନ୍ଦୁପତ୍ର ଫଡି ରହିଛି ା ସେଥିମଧ୍ୟରୁ ୨୪ଟିର ସ୍ଥାୟୀ…

ସୂଚନା ଅଧିକାର ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ରାୟଗଡ଼ା ଅଫିସ,୧ା୮- ରାୟଗଡ଼ା ଜିଲା ସୂଚନା ଅଧିକାର ଅଭିଯାନ ତରଫରୁ ସୂଚନା ଅଧିକାର ସଂଶୋଧନ ବିଲ ପ୍ରତ୍ୟାହାର ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ପ୍ରଦାନ କରାଯାଇଛି। ସମଗ୍ର ଦେଶରେ କୌଣସି ବିତର୍କ ନ କରାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri