ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ
ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ…
ରାଜସ୍ଥାନରୁ କୋଣାର୍କ ବୁଲି ଆସିଥିଲେ: ବସ୍ ଉପରୁ ପଡ଼ି ଯାତ୍ରୀ ମୃତ
ଗୋପ, ୨୦।୯(ଡି.ଏନ.ଏ): ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ଦଶବାଟିଆ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଯାତ୍ରୀବାହୀ ବସ୍ ୁପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଜନଲାଲ ସେନି (୪୫)। ତାଙ୍କର ଘର ରାଜସ୍ଥାନ ଅଞ୍ଚଳରେ ବୋଲି ଜଣାପଡ଼ିଛି। ପ୍ରକାଶ…
ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ବାରଙ୍ଗ, ୨୦।୯(ଡି.ଏନ୍.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। ଏହି ଘଟଣାର ମୁଖ୍ୟଅଭିଯୁକ୍ତଙ୍କୁ…
ପାଉଣା ପାଇ ନ ଥିବାରୁ ସେବାୟତ କ୍ଷୁବ୍ଧ:ଶ୍ରୀଜୀଉଙ୍କ ନୀତିକାନ୍ତି ୨ ଘଣ୍ଟା ବିଳମ୍ବ
ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ ହୋଇ ସେବା କରି ନ ଥିଲେ। ଫଳରେ ଗୋପାଳବଲ୍ଲଭ ନୀତିରେ ପ୍ରାୟ ୨ଘଣ୍ଟା…
ଷ୍ଟ୍ରେଚର ଅଭାବ, କାନ୍ଧରେ ବୁହା ହେଉଛନ୍ତି ରୋଗୀ
କଟକ ଅଫିସ, ୨୦-୯:କଟକ ଏସ୍ସିବି ମେଡିକାଲରେ ଦିନକୁ ଦିନ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ପ୍ରତିଦିନ ୫ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ହସ୍ପିଟାଲରେ ଆଡମିଶନ ହୋଇଥାନ୍ତି। ପ୍ରତିଦିନ ରୋଗୀ ସଂଖ୍ୟା ବଢୁଥିବାବେଳେ…
ପଶ୍ଚିମ ପାର୍ଶ୍ୱରେ ମାପଚୁପକୁ ବିରୋଧ:ଅଧାରେ ଅଟକିଲା ସର୍ଭେ
ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍ (ଡିଫରେନ୍ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ ବାକି ଥିବାବେଳେ ଗୁରୁବାର ପ୍ରଶାସନକୁ ତୀବ୍ର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳରେ…
ପଶ୍ଚିମ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: ୩ ଦିନ ସରକାରୀ କଳ ବନ୍ଦ କରିବାକୁ ନିଷ୍ପତ୍ତି
ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ସଭାପତି ପ୍ରଦୀପ ବହିଦାର ବୈଠକରେ ଅଧ୍ୟକ୍ଷତା କରିଥିଲେ। ସ୍ଥାୟୀ…
ଦିବ୍ୟାଙ୍ଗ ପାଇଁ ଉଦ୍ୟୋଗ ବିକାଶ ତାଲିମ
ନୂଆପଡା ଅଫିସ,୨୦ା୯ – ସ୍ଥାନୀୟ ଷ୍ଟେଟବ୍ୟାଙ୍କ ତାଲିମ କେନ୍ଦ୍ରରେ ଦିବ୍ୟାଙ୍ଗ ଯୁବତୀଯୁବକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଆଗକୁ ଆସି ରୋଜଗାର ବୃଦ୍ଧି କରିବାକୁ ତାଲିମ ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଦ୍ଯାପନୀ ଉତ୍ସବରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଗୋପଲକ୍ଷ୍ମୀ…
ରକ୍ତଦାନ ସମ୍ବନ୍ଧୀୟ ଯୁବ ସଚେତନତା କାର୍ଯ୍ୟକ୍ରମ
ନୂଆପଡା ଅଫିସ,୨୦ା୯-ସ୍ଥାନୀୟ ସଦର ବ୍ଲକ ସଭାଗୃହରେ ନୂଆପଡା ବ୍ଲକସ୍ତରୀୟ ରକ୍ତଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ସୁବେଦାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ମଧୁସ୍ମିତା ସାହୁ ମୁଖ୍ୟଅତିଥି, ବ୍ଲଡ ବ୍ୟାଙ୍କ ଅଧିକାରୀ ଡା. ଲଳିତ ମୋହନ ବିଶି, ନେହେରୁ…
ଛତା ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ବିଦ୍ୟାଳୟ ସମସ୍ୟା ବଢିଚାଲିଛି, ସମାଧାନ ନାହିଁ
ନୂଆପଡା ଅଫିସ,୨୦ା୯ – ସରକାର ପ୍ରାଥମିକ ଶିକ୍ଷାର ବିକାଶ ସକାଶେ ସବୁବେଳେ କାମ କରି ବିଦ୍ୟାଳୟ ନିର୍ମାଣ କରୁଛନ୍ତି । ବିଭିନ୍ନ ବିଦ୍ୟାଳୟକୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ମାନ୍ୟତା ଦିଆଯାଉଛି। ହେଲେ ସେଠାରେ ଆବଶ୍ୟକ ଭିତିଭୂମି ବ୍ୟବସ୍ଥା ହେଉ ନ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ପଞ୍ଚମ ଦିବସ: ଗୁଡ୍ମର୍ନିଂ କ୍ଲବ ୬-୧ରେ ବିଜୟୀ
ଭବାନୀପାଟଣା,୨୦।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ଗୁରୁବାର ପଞ୍ଚମ ଦିବସରେ ଗୁଡ୍ମର୍ନିଂ କ୍ଲବ ବନାମ ଏନ୍ଡିସିସି ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଗୁଡ୍ ମର୍ନିଂ କ୍ଲବ ୬-୧ ଗୋଲରେ ବିଜୟୀ…
ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସରେ ଭାଜପା ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ
ଜୁନାଗଡ,୨୦।୯(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଉପଲକ୍ଷେ ଗୁରବାର ଜୁନାଗଡ ଭାଜପା ପକ୍ଷରୁ ସେବା ସପ୍ତାହ ଦିବସ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ କର୍ମକର୍ତ୍ତମାନେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରିଥିଲେ। ପରେ…

