ଆମ ଜିଲା ଖବର

ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ

କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା ସହ ପିଲାଙ୍କ ସାଙ୍ଗରେ ମିଶି ମଧ୍ୟାହ୍ନ ଭୋଜନ ମଧ୍ୟ ଖାଇଛନ୍ତି । ବିଧାୟକ କୋକସରା…

ଲାଞ୍ଜିଗଡର ଅନନ୍ୟ ପରମ୍ପରା, ବିଶ୍ୱାସର ପ୍ରତୀକ: ଭୈରବ ଦେବଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଳିତ

ଲାଞ୍ଜିଗଡ,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ପ୍ରସିଦ୍ଧ ଭୈରବଦେବ ପୀଠରେ ଝାମୁଯାତ୍ରା ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥା ଅନୁଯାୟୀ ଲାଞ୍ଜିଗଡର ଦଶମୀ ନୂଅଁାଖାଇ ପରେ ତ୍ରୟୋଦଶୀ ଦିନ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜ ଉଆସକୁ ନିଆଯାଇଥିଲା…

ପିଟିପିଟି ଯୁବକଙ୍କୁ ହତ୍ୟା

ଭଦ୍ରକ ଅଫିସ୍‌, ୨୦-୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ବେହେରା(୪୦)। ରାସ୍ତା ଉପରେ ବାଲି ରଖିବାକୁ କେନ୍ଦ୍ରକରି ଗୁରୁବାର ରାତିରେ ଗଁାର…

ଚିଟିକାମାଲରେ ଦମ୍ପତିଙ୍କୁ ହତ୍ୟା ଘଟଣା:ଗୁଣିଗାରେଡ଼ିରୁ ହତ୍ୟା ସ୍ପଷ୍ଟ

ବଲାଙ୍ଗୀର ଅଫିସ/ ପାଟଣାଗଡ଼,୨୦-୯ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗତ ୧୬ ତାରିଖରେ ସଂଘଠିତ ଦମ୍ପତି ହତ୍ୟା ଘଟଣା ଗୁଣିଗାରେଡିରୁ ହୋଇଥିବା ପୋଲିସ ସ୍ପଷ୍ଟ କରିଛି। ଏସ୍‌ପି ମାଡକର ସନ୍ଦୀପ ସମ୍ପତ୍‌ ପାଟଣାଗଡ଼…

ପିଏଲ୍‌ଏଫ୍‌ଆଇ ଏରିଆ କମ୍ପାଣ୍ଡର ଗିରଫ

ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ ନଁା ସୁଦାମ ସିଂ(୩୪)। ତାଙ୍କ ନିକଟରୁ ଏକ ଦେଶୀ ପିସ୍ତଲ ସହ ଗୁଳି ଜବତ…

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ (୫୫)…

ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୪୫ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ…

ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅସୁରକ୍ଷିତ: ଛାତରୁ ଖସୁଛି ପ୍ଲାଷ୍ଟର, ଝରୁଛି ବର୍ଷା ପାଣି

କଣିହାଁ,୨୦।୯(ଡି.ଏନ.ଏ.)-ଛାତରୁ ପ୍ଲାଷ୍ଟର ଖସୁଛି। ଅନେକ ସ୍ଥାନରେ ଲୁହା ରଡ ଦେଖାଯାଉଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳୁଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହି ହେଉ ନାହିଁ। ଏପରି ଅବସ୍ଥାରେ ବି ଉକ୍ତ ଅସୁରକ୍ଷିତ ଗୃହରେ ଚାଲିଛି କଣିହାଁ ବ୍ଲକରେ…

ଘୁମା ରୋଗରେ ମଲେଣି ୫ ହଜାରରୁ ଊର୍ଦ୍ଧ୍ୱ କୁକୁଡ଼ା: ଚାଷୀ ମହଲରେ ବଢ଼ୁଛି ଅସନ୍ତୋଷ

ବନ୍ତଳା,୨୦ା୯(ଡି.ଏନ.ଏ.)-ଅନୁଗୋଳ ବ୍ଲକ ଅଞ୍ଚଳରେ ଅଜଣା ରୋଗରେ ଗୋରୁ ଆକ୍ରାନ୍ତ ହେଉଥିବା ବେଳେ ଏବେ ବ୍ରଏଲର କୁକୁଡ଼ା ମଡ଼କ ଦେଖାଦେଇଛି। ବିଶେଷକରି ବନ୍ତଳା ଅଞ୍ଚଳରେ କିଛି ଦିନ ମଧ୍ୟରେ ଘୁମା ରୋଗରେ ୫ ହଜାରରୁ ଊର୍ଦ୍ଧ୍ୱ କୁକୁଡ଼ା ମୃତ୍ୟୁମୁଖରେ ପଡ଼ିଥିବାରୁ ଏହି ଚାଷୀମାନେ…

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ

କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍‌.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍‌ସୋ…

ସହର ଅଳିଆକୁ ନେଇ ତୁଟୁନି ବିବାଦ: ଆବର୍ଜନା ଗାଡ଼ି ଅଟକାଇଲେ ଲୋକେ

ଅନୁଗୋଳ ଅଫିସ, ୨୦।୯-ଅନୁଗୋଳ ପୌରପାଳିକାର ଅଳିଆ ବିବାଦ ଥମିବାର ନା ଧରୁନି। ଯୁଆଡ଼େ ଅଳିଆ ନେଇ ଗଲେ ବି ସ୍ଥାନୀୟ ଅଞ୍ଚଳବାସୀଙ୍କଠାରୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି। ଫଳରେ ଅନୁଗୋଳ ପୌରପାଳିକା କର୍ତ୍ତୃପକ୍ଷ ବିଭିନ୍ନ ସମୟରେ ହଟହଟା ହେଉଥିବା ଦେଖିବାକୁ ମିଳୁଛି।…

ତୁଟିବ ରାଜସ୍ବ ଓ ଜଙ୍ଗଲ ବିଭାଗ ବିବାଦ: ଜିପିଏସ୍‌ରେ ହେବ ସୀମା ନିର୍ଦ୍ଧାରଣ

ଅନୁଗୋଳ ଅଫିସ, ୨୦।୯- ଜଙ୍ଗଲ ବିଭାଗ ଓ ରାଜସ୍ବ ବିଭାଗ ମଧ୍ୟରେ ଏଣିକି ଆଉ ରହିବନି ଜମି ବିବାଦ। ଜିପିଏସ୍‌ ମାଧ୍ୟମରେ ସୀମା ନିର୍ଦ୍ଧାରଣ କରାଯାଇ ବର୍ଷ ବର୍ଷର ଏହି ସମସ୍ୟାର ସମାଧାନ କରିଦିଆଯିବ। ପ୍ରଶାସନ ଓ ବନଖଣ୍ଡ ସମନ୍ବୟରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?