ଚେକ୍ ବାଉନ୍ସ ମାମଲାରେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡ
ନୟାଗଡ଼ ଅଫିସ,୨୦ା୯- ଏକ ଚେକ୍ ବାଉନ୍ସ ମାମଲାରେ ଜଣେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡାଦେଶ ହୋଇଛି। ସେ ହେଲେ ଇଟାମାଟି ନାରାୟଣୀ ସରକାରୀ ବାଳିକା ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ତ୍ରିପାଠୀ । ପ୍ରକାଶ ଯେ, ନୟାଗଡ଼ ଦେବୋତ୍ତର କଲୋନୀରେ ରହୁଥିବା ଶିକ୍ଷକ…
ଶିକ୍ଷାବିତ୍ ତଥା ସାମ୍ବାଦିକଙ୍କ ପରଲୋକ:ବିଭିନ୍ନ ମହଲରେ ଶୋକର ଛାୟା
ଖଣ୍ଡପଡ଼ା,୨୦ା୯(ସ୍ବ.ପ୍ର.): ବିଶିଷ୍ଟ ଶିକ୍ଷାବିତ୍ ତଥା ବରିଷ୍ଠ ଖବରଦାତା ପ୍ରଫୁଲ୍ଲ ଚନ୍ଦ୍ର ଦାଶ(୭୧)ଙ୍କ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ରାହ୍ମଣ ସାହିସ୍ଥ ତାଙ୍କ ବାସଭବନରେ ଗୁରୁବାର ସକାଳେ ପରଲୋକ ଘଟିଛି। ବୁଧବାର ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ…
ରଣପୁର ଏନ୍ଏସିରେ ପରିମଳ, ଷ୍ଟ୍ରିଟ ଲାଇଟ୍ରେ ଦୁର୍ନୀତି:ଭିଜିଲାନ୍ସ ଜବତ କଲା କାଗଜପତ୍ର
ରଣପୁର,୨୦ା୯(ସ୍ବ.ପ୍ର.): ରଣପୁର ଏନ୍ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍ରେ ଦୁର୍ନୀତି ହୋଇଥିବା ନେଇ ନୟାଗଡ଼ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି । ଭିଜିଲାନ୍ସ ଡିଏସ୍ପି ଶିଶିର ଭୋଇଙ୍କ ନେତୃତ୍ୱରେ ୬ ଜଣିଆ ଦଳ ଗୁରୁବାର ଏନ୍ଏସି କାର୍ଯ୍ୟାଳୟରେ ଚଢ଼ାଉ କରି…
ଅବ୍ୟବସ୍ଥା ମଧ୍ୟରେ ଗତିଶ୍ୱର ମହାବିଦ୍ୟାଳୟ, ଆବଶ୍ୟକ ଶ୍ରେଣୀଗୃହ, ସାଇକେଲ ଷ୍ଟାଣ୍ଡ୍ ନାହିଁ
ନୂଆଗାଁ,୨୦ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଗତିଶ୍ୱର ମହାବିଦ୍ୟାଳୟରେ ବହୁବିଧ ସମସ୍ୟା ଲାଗିରହିଛି। କଲେଜରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାବେଳେ ସାଇକେଲ ଷ୍ଟାଣ୍ଡ୍ ମଧ୍ୟ ନାହିଁ। ନଳକୂପ ଥିଲେ ମଧ୍ୟ ସେଥିରୁ ବାହାରୁଥିବା ପାଣି ପାନୀୟ…
ବୃଦ୍ଧା ମା’ ଉପରେ ପୁଅର ବୋଝ
ନୟାଗଡ଼ ଅଫିସ,୨୦ା୯- ପୁଅ ବଡ଼ ହୋଇ ଘର ଚଳାଇବ। ମା’ ବାପାଙ୍କ ଦାୟିତ୍ୱ ନେବ। ସବୁ ମା’ବାପାଙ୍କ ପରି ସ୍ବପ୍ନ ଦେଖିଥିଲେ ଜଣେ ମା’। ହେଲେ ଭାଗ୍ୟର ବିଡ଼ମ୍ବନା, ପୁଅ ଘର ଚଳାଇବା ପରିବର୍ତ୍ତେ ମା’ ଉପରେ ବୋଝ ପାଲଟିଛନ୍ତି। ଖାଲି…
ମଣିକୁଣ୍ଡା ପାନୀୟ ଜଳ ପ୍ରକଳ୍ପ ଏନଜିଟି ମାମଲା:କାର୍ଯ୍ୟ ବନ୍ଦ ଦାବି କଲେ ଅଭିଯୋଗକାରୀ
କେନ୍ଦ୍ରାପଡା ଅଫିସ, ୨୦।୯:ମାର୍ଶାଘାଇ ବ୍ଲକ ମଣିକୁଣ୍ଡାସ୍ଥିତ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଗତ ୬ତାରିଖରେ ଜିଲା ପ୍ରଶାସନ ଓ ସମ୍ପୃକ୍ତ ଠିକାଦାରଙ୍କୁ ନୋଟିସ ଦିଆଯାଇଛି। ଏହାସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ ନିର୍ମାଣ…
ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଏ ନେଇ ଜିଲାପାଳ…
ପୋଲିସ ବିରୋଧରେ ବଢୁଛି ଜନଅସନ୍ତୋଷ
କେନ୍ଦ୍ରାପଡା ଅଫିସ, ୨୦।୯:ପଟ୍ଟାମୁଣ୍ଡାଇ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ହେଲେ ଏହି ଘଟଣାରେ ଥାନା…
ମିଳୁନି ସାର, କଳାବଜାର ଅଭିଯୋଗ
ବଇଣ୍ଡା,୨୦।୯(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ଏବେ ୟୁରିଆ ସାର ଅଭାବ ଦେଖାଦେଇଛି। ଆବଶ୍ୟକ ପରିମାଣର ସାର ମିଳୁ ନ ଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ଏହାର ଫାଇଦା ଉଠାଇ କେତେକ ଅସାଧୁ ବ୍ୟବାସୀୟ ଚଢ଼ା ଦରରେ ସାର ବିକ୍ରି କରୁଥିବାବେଳେ ପ୍ରଶାସନ…
ଜଳିଗଲା ୩ ବଖରା
ଧର୍ମଶାଳା,୨୦-୯(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ସଂପାରୁ ପଞ୍ଚାୟତ କାଦୁଆ ମାଗୁରା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସତ୍ୟରଞ୍ଜନ ନାୟକଙ୍କ ୩ ବଖରା ଘର ଜଳିଯିବା ସହ ସମସ୍ତ ଆସବାବପତ୍ର ଓ ଧାନ ଚାଉଳ ଜଳି ଯାଇଛି। ଖବର ପାଇ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ
ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ ସମ୍ପୃକ୍ତ ନ ଥିବା ପୋଲିସ ସ୍ପଷ୍ଟ କରିଛି ା ତେବେ ଏହି ଘଟଣାରେ…
ବ୍ରାହ୍ମଣୀ ସେତୁ, ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ,ମରାମତି ଦାବିରେ ପ୍ରତିବାଦ, ପଥପ୍ରାନ୍ତ ସଭା
ଜେନାପୁର,୨୦-୯(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ନିକଟସ୍ଥ ବ୍ରାହ୍ମଣୀ ସେତୁ ଓ ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହେବାରେ ଲାଗିଛି। ମରାମତି ଅଭାବରୁ ବିପଦସଙ୍କୁଳ ହୋଇପଡିଥିବାରୁ ଅଧିକାଂଶ ସମୟରେ ସେତୁ ଉପରେ ଛୋଟବଡ଼ ଦୁର୍ଘଟଣା ଘଟୁଛି।…

