ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରି ଚର୍ଚ୍ଚାରେ ଟ୍ରାଫିକ କନେଷ୍ଟବଳ
ବାରିପଦା ଅଫିସ,୧୯ା୯- ନୂତନ ମୋଟର ଯାନ ଆଇନ ଆସିବା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ କିଛି ଦିନ ହେବ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ବହୁତ ତତ୍ପରତା ଦେଖାଉଛନ୍ତି। ଏଥିପାଇଁ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପ୍ରୀତିକର…
ପୋଖରୀରେ ପଡ଼ି ଦିବ୍ୟାଙ୍ଗ ଯୁବତୀ ମୃତ
ଚାନ୍ଦବାଲି,୧୯।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତ ଅଣ୍ଡିଆପାଟ ଗ୍ରାମର ସୁମିତ୍ରା ସାମଲ ନାମ୍ନୀ ଜଣେ ଦିବ୍ୟାଙ୍ଗ ଯୁବତୀ ଗୁରୁବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ଘର ପଛପାଖ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ…
ଜିଲା ପରିଷଦ ଅଧ୍ୟକ୍ଷ ପଦ ଫେରିପାଇଲେ ପୁରୁଷୋତ୍ତମ
ରାୟଗଡ଼ା ଅଫିସ ,୧୯ା୯- ରାୟଗଡ଼ା ଜିଲା ଦୌରାଜଜ୍ଙ୍କ ଦ୍ୱାରା ଅସିଦ୍ଧ ଘୋଷଣା ହୋଇଥିବା ଜିଲାପରିଷଦ ଅଧ୍ୟକ୍ଷ ପଦକୁ ଗୁରୁବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୁଷୋତ୍ତମ ଗମାଙ୍ଗ ପୁଣି ଫେରି ପାଇଛନ୍ତିି। ଦୀର୍ଘ ୧୦ ମାସ ପରେ ନିଜ କାର୍ଯ୍ୟାଳୟକୁ ଫେରି କାର୍ଯ୍ୟ ଆରମ୍ଭ…
ନିମ୍ନମାନର ଚାଉଳ ବଣ୍ଟନ: ହିତାଧିକାରୀ ଫେରାଇଲେ
ଲୋଇସିଂହା,୧୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା ପଞ୍ଚାୟତ କାର୍ଯ୍ୟାଳୟରେ ପିଡିଏସ୍ ଚାଉଳ ହିତାଧିକାରୀଙ୍କୁ ଗୁରୁବାର ବଣ୍ଟନ କରାଯାଉଥିଲା। ପିଡିଏସ୍ ଚାଉଳ ନିମ୍ନମାନର ଜାଣିବା ପରେ ହିତାଧିକାରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ପଞ୍ଚାୟତ କର୍ତ୍ତୃପକ୍ଷ ବଣ୍ଟନ ଚାଉଳକୁ ଫେରାଇ…
୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…
ସେବାଶ୍ରମ ସ୍କୁଲରେ ପାଠ ପଢାଇଲେ ବିଧାୟକ
ଲୋଇସିଂହା,୧୯।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଧାୟକ ମୁକେଶ ମହାଲିଙ୍ଗ ଆଗଲପୁର ବ୍ଲକ ରାମପୁରସ୍ଥିତ ଆଦିବାସୀ ସେବାଶ୍ରମ ସ୍କୁଲ ବୁଧବାର ପରିଦର୍ଶନ କରିଥିଲେ। ପରିଦର୍ଶନ ବେଳେ ସ୍କୁଲର ସୁବିଧା ଅସୁବିଧା ବୁଝିବା ସହ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପାଠ ପଢାଇଥିଲେ।…
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଣିହାଁ,୧୯।୯(ଡି.ଏନ.ଏ.)- କଣିହାଁ ଥାନା ପୋଲିସ ଗୁରୁବାର ଡେରେଙ୍ଗ ଗ୍ରାମର ଜଣେ ବିବାହିତ ଯୁବକଙ୍କ ଅର୍ଦ୍ଧ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି, ଡେରେଙ୍ଗ ଗ୍ରାମର ଯୁବକ ତପନ ସାହୁ ୪ ବର୍ଷ ପୂର୍ବେ ପରଜଙ୍ଗ ଥାନା…
ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ
ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ ରାଉତ।…
କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ
ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍କେଏଫ୍ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗରର ସୋମନାଥ ସେଠୀ କାଟା ଓ କୁମୁତେରେ ସ୍ବର୍ଣ୍ଣ ପଦକ ପାଇଛନ୍ତି।…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ: ଗୋପାଳପୁରରୁ ଦସ୍ତଖତ ଅଭିଯାନ ଶୁଭାରମ୍ଭ
ଗୋପାଳପୁର,୧୯ା୯- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ ଅବସରରେ ଜନ ସଚେତନତା ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଗୋପାଳପୁର ବେଳାଭୂମିରେ ଗୁରୁବାର ଶୁଭାରମ୍ଭ ହୋଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ…
ନାବାଳିକାଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ, ଶାଶୁ, ଶ୍ୱଶୁର, ଦିଅର ଫେରାର
ପୁରୁଷୋତ୍ତମପୁର,୧୯ା୯(ଡି.ଏନ.ଏ.)- ସରକାର ବାଲ୍ୟ ବିବାହ ରୋକିବା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ କରିଛନ୍ତି। ବିବାହ କରୁଥିବା ଅଧିକାରୀ ଓ ବିବାହ ପଞ୍ଜିକୃତ ଅଧିକାରୀଙ୍କୁ ଉଭୟ ବର କନ୍ୟାଙ୍କ ଜନ୍ମଗତ ବୟସ ସମ୍ପର୍କିତ ପ୍ରମାଣପତ୍ରକୁ ତନଖି କରି କାର୍ଯ୍ୟ କରିବାକୁ କଡା ନିର୍ଦ୍ଦେଶ…
ବିଦ୍ୟୁତ୍ ଆଘାତରେ ମା’,ପୁଅ ମୃତ
ଖଲ୍ଲିକୋଟ,୧୯ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ…

