ଡ୍ରେନ୍ ଭିତରେ ପାଏନ୍ ପାଇପ୍, ରୋଗ୍ ଆଶଁକା
ମନମୁଣ୍ଡା, ୭।୬ (ଡି.ଏନ.ଏ): ବୌଦ୍ଧ ଜିଲା ମନମୁଣ୍ଡାକେ ବହୁତ ବଛର ହେଲା ପାଇପ୍ ପାଏନ୍ ଯୁଗାବାର ବେବସ୍ତା ହେଇଛେ। ହେଲେ କମ୍ ପାଓ୍ବାରର ମୋଟର ଲାଗି ସହରକେ ଠିକ୍ ହିସାବେ ପାଏନ୍ ସପ୍ଲାଏ ନାଇଁ ହେଇପାରବାର। ସେନ୍ତା ଫିଲଟର ବେବସ୍ତା ନାଇଁଥିବାର…
ମେଡିକାଲ ପରୀକ୍ଷା: ଇ-ଟେକ୍ର ୧୯ ଛାତ୍ରୀଛାତ୍ର ସଫଳ
ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ ୫୮୧, ରୁପାଲି ଭରଦ୍ୱାଜ ୫୮୦, ଅମିତ କୁମାର ସାହୁ ୫୭୯, ଅଭିଲିପ୍ସା ସ୍ବାଇଁ…
ଟାଟା ଷ୍ଟିଲ ବିଏସ୍ଏଲ୍ର ଅଭିନବ ପ୍ରୟାସ: ଲାଗିଲା ୧୦୦୦ରୁ ଊର୍ଦ୍ଧ୍ୱ ଚାରା
ଢେଙ୍କାନାଳ ଅଫିସ, ୭।୬- ବିଶ୍ୱ ପରିବେଶ ଦିବସରେ ଅଭିନବ ପ୍ରୟାସ ଆରମ୍ଭ କରିଛି ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ବିଏସ୍ଏଲ୍ କମ୍ପାନୀ। ଚଳିତ ବର୍ଷ ବିଶ୍ୱ ପରିବେଶ ଦିବସର ଥିମ୍ ରହିଛି ‘ପ୍ରଦୂଷଣ କମ୍ କରିବା’। ଏହା ଆଧାରରେ କମ୍ପାନୀ…
କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି
କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷତି ଘଟିଛି। ସନ୍ଧ୍ୟା ପ୍ରାୟ ୭ଟାରେ ଜୋରରେ…
ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ
ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ ହେବ? କିପରି ସାକାର ହେବ ବିଦ୍ୟାଳୟ ଶିକ୍ଷାକୁ ନେଇ ସରକାର ରଖିଥିବା ଏହି ଲକ୍ଷ୍ୟ?…
ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ
ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଖଲ୍ଲିିକୋଟ ଥାନା…
ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ
ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର ଡ୍ରାଇଭର ସୁଶାନ୍ତ ସ୍ବାଇଁ, ଘରକାମ କରୁଥିବା ବଳରାମ ମହାନ୍ତି ଓ ଭୁବନେଶ୍ୱର ପଟିଆ ଅଞ୍ଚଳରେ…
ବନ୍ଧ୍ୟାକରଣ ଯୋଜନା ଫେଲ୍
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ ବର୍ତ୍ତମାନ ଏହା ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି। ସକାଳୁ ସନ୍ଧ୍ୟା ଯାଏ ସହରର ବିଭିନ୍ନ…
ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ମହିଳା ଜଣକ ତାଙ୍କ ମା’ଙ୍କ ସହ ଘରେ…
ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଯାତ୍ରାସ୍ଥଳ ତଥା ସମଗ୍ର ଲାଞ୍ଜିପଲ୍ଲୀ ଅଞ୍ଚଳ ଏବେ ଉତ୍ସବ ମୁଖର ହୋଇଉଠିଛି।…
ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ବ୍ରହ୍ମପୁର ଅଫିସ୍,୭ା୬- ମଡର୍ଣ୍ଣ ୟୁଥ୍ କ୍ଲବ ତରଫରୁ ତଥା ବିଏମ୍ସି ସହଯୋଗରେ ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏମ୍ପି ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ। କ୍ରୀଡ଼ାରେ ଭବିଷ୍ୟତ…
ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ
ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ ଦୁର୍ବଳ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷାଦାନ କରିବା ଉପରେ ସରକାରୀ ସ୍ତରରେ ବହୁ ପଦକ୍ଷେପ ଗ୍ରହଣ…
Archives


