ଆମ ଜିଲା ଖବର

ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି

ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍‌ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ ମେଘନାଦ…

ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ବଦଳିଲେ ବିପିଏମ୍‌, ବିଏଏମ୍‌

ହାଟଡ଼ିହୀ,୧୯।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର(ବିପିଏମ୍‌) ଏବଂ ବ୍ଲକ ଆକାଉଣ୍ଟସ୍‌ ମ୍ୟାନେଜର (ବିଏଏମ୍‌)ଙ୍କ ବଦଳି ହୋଇଛି। ସେମାନଙ୍କ ସହ ମୋଟ ୫୧ଜଣଙ୍କର ବଦଳି ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସା ଓ…

ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍‌ଓ୍ବର୍କ ରହିଛି। ବାଂଲାଦେଶରୁ…

ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା

କଟକ ଅଫିସ,୧୯।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ କରି ବୁଧବାର ରାତିରେ ଇଷ୍ଟ ହଷ୍ଟେଲ ଅନ୍ତେବାସୀମାନେ ଧାରଣାରେ ବସିଥିଲେ। ଏପରି କି ମୁଖ୍ୟଫାଟକ…

ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଭଦ୍ରକ ଅଫିସ,୧୯।୯: ଭଦ୍ରକ ଟାଉନ ଥାନା ଅଧିନସ୍ଥ ଶଙ୍କରପୁର ଗାଁର ରାଜେଶ ରାଉତ(୩୦) ବୁଧବାର ରାତିରୁ ନିଖୋଜ ଥିଲେ। ରାତିରେ ମାଛ ଧରିବାକୁ ଯାଇ ସେ ଆଉ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକେ ପୋଲିସ ଏବଂ ଅଗ୍ନିଶମ…

କଳାବଜାରୀ ରୋକିବାକୁ କୃଷି ବିଭାଗର ଚଢାଉ : ଯୋଗାଣ ହେଲା ୧୧୩୨ ମେଟ୍ରିକ ଟନ

ନୂଆପଡା ଅଫିସ,୧୯ା୯: ବର୍ତ୍ତମାନ ଜିଲାରେ ଚାଷ କାର୍ଯ୍ୟ ଧୂମଧାମରେ ଚାଲିଥିବାବେଳେ ୟୁରିଆ ସାର ଯୋଗାଣରେ ବିଳମ୍ବ ହୋଇଥିବାରୁ ଏହାରି ସୁଯୋଗ ନେଇ ଅସାଧୁ ବେପାରୀମାନେ କଳାବଜାରୀ କରି ମାଲାମାଲ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବୁଧବାର…

ନିଜ ଉଦ୍ୟମରେ ରାସ୍ତା ତିଆରି କଲେ ଅନୁପଗଡବାସୀ

କୋମନା,୧୯।୯(ଡି.ଏନ.ଏ.) ଲୋକଙ୍କ ଗମନାଗମନ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅଧିକାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ସବୁବେଳେ ଫେଲ ମାରୁଛି। ଫଳରେ ଜଙ୍ଗଲ ରାସ୍ତାରେ ୟାତାୟାତ କରିବା ଲୋକଙ୍କ ପ୍ରତି ବିପଦପୂର୍ଣ୍ଣ ହେଉଛି। ନୂଆପଡା ଜିଲା କୋମନା…

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ…

ଚାଷୀଙ୍କୁ ତହସିଲଦାରଙ୍କ ଦୁର୍ବ୍ୟବହାର ଅଭିଯୋଗ: ଇନପୁଟ ସବ୍‌ସିଡି ପାଇଁ ଯାଇଥିବା ଚାଷୀ ହଟହଟା

ନୂଆପଡା ଅଫିସ,୧୯ା୯: ସରକାର ଚାଷୀ କିମ୍ବା କୌଣସି ହିତାଧିକାରୀ ଅଧିକାରୀଙ୍କ ନିକଟକୁ ଆସିଲେ ତାଙ୍କୁ ଉପଯୁକ୍ତ ଆତିଥ୍ୟ ଦେଇ ଗୁହାରି ଶୁଣିବାକୁ ନିର୍ଦ୍ଦେଶ ରହିଥିବାବେଳେ ନୂଆପଡ଼ା ଜିଲା କୋମନା ତହସିଲଦାର ଚାଷୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଗତବର୍ଷ ମରୁଡିର…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଚତୁର୍ଥ ଦିବସ: ମର୍ନିଂ କ୍ଲବ ୨-୧ ବିଜୟୀ

ଭବାନୀପାଟଣା,୧୯।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ବୁଧବାର ଥିଲା ଚତୁର୍ଥ ଦିବସ । ସ୍ପୋଟର୍‌ସ ହଷ୍ଟେଲ ବନାମ ମର୍ନିଂ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କ ସାମୂହିକ ଶପଥ

କର୍ଲାମୁଣ୍ଡା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ମଙ୍ଗଳବାର ଏକାଠି ହୋଇ ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଶପଥ ନେଇ ଥିବା ଜଣାପଡିଛି। ଏହି ପଞ୍ଚାୟତର ୧୯ ଜଣ ହିତାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?