ଆମ ଜିଲା ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା

କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଭବାନୀପାଟଣା ବିଧାୟକ ତଥା ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର ନାଏକ…

ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ ହୋଇଥିଲା। ଏଥିରେ ରାସ୍ତାରେ ଯାଉଥିବା ବାଇକ୍‌ ଚାଳକଙ୍କୁ ମୋଟରସାଇକେଲ ଚଳାଇବା ବେଳେ ସର୍ବଦା…

ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ

ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ…

ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଉକ୍ତ ଗ୍ରାମର ବିଜୟ ପାଢ଼ୀ(୬୫)। ଶିଶୁକନ୍ୟା ଜଣକ ସାଙ୍ଗମାନଙ୍କ…

ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଦାବି: ହାତରେ ଝାଡ଼ୁ ଧରି ଥାନା ଘେରିଲେ ମହିଳା

ଦଶରଥପୁର,୧୯।୯(ଡିଏନ୍‌ଏ): ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଲାଗି ବୁଧବାର ସମ୍ପୃକ୍ତ ପଞ୍ଚାୟତର ଶତାଧିକ ମହିଳା ହାତରେ ଝାଡ଼ୁ ଓ ପହଁରା ଧରି ମଙ୍ଗଳପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଉକ୍ତ ପଞ୍ଚାୟତର ଚୋରା ମଦ ବ୍ୟବସାୟୀ ଓ ଗଞ୍ଜେଇ…

ବିଦେଶୀ ପକ୍ଷୀଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି

ଯାଜପୁର ରୋଡ଼,୧୯।୯(ନି.ପ୍ର.): ଯାଜପୁର ରୋଡ଼ ସହରର ସାପଗଡ଼ିଆ ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଏହି ପକ୍ଷୀମାନେ ସାଇବେରିଆ ଅଞ୍ଚଳରୁ ଆଜକୁ ୨୦ବର୍ଷ ଧରି ଏଠାକୁ ଆସି ଅଣ୍ଡା ଦେଇଥାନ୍ତି। ଅଣ୍ଡାରୁ ଛୁଆ ବାହାରିଲା ପରେ ଛୁଆକୁ ସାଙ୍ଗରେ ନେଇ ପୁଣି…

ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ

ଜଗତ୍‌ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ଦୁଇଦିନ ପରେ ମଧ୍ୟ ସମଗ୍ର ଘଟଣା ରହସ୍ୟାବୃତ ହୋଇରହିଛି। ବିଶେଷକରି ତାଙ୍କ ପ୍ରେମିକ ବିରିଡ଼ି…

ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ ଶୁଭସ୍ମିତା

କେନ୍ଦ୍ରାପଡ଼ା ଅଫିସ,୧୯ା୯: ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସ୍ଥାନ ପାଇଛନ୍ତି । ଏହି ପୁରସ୍କାର ପାଇଁ ବିଶ୍ୱରୁ ୩୦୦୦ରୁ ଊର୍ଦ୍ଧ୍ୱ…

ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ବୁଧବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ନ ହେଲେ ଆଗାମୀ…

ଏନ୍‌କାଉଣ୍ଟରକୁ ଡରୁନାହାନ୍ତି ଅପରାଧୀ 

କେନ୍ଦ୍ରାପଡା ଅଫିସ, ୧୯ା୯: ଅପରାଧୀଙ୍କୁ କାବୁ କରିବା ପାଇଁ କେନ୍ଦ୍ରାପଡ଼ାରେ ବାରମ୍ବାର ପୋଲିସ ଏନ୍‌କାଉଣ୍ଟର କରୁଛି। ଗତ ୧୫ ମାସ ମଧ୍ୟରେ ଜିଲା ପୋଲିସ ୧୧ ଜଣ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରି ଗୁରୁତର କରିଛି । ଏହାସତ୍ତ୍ୱେ ଅପରାଧୀଙ୍କ ମନରେ ଭୟ…

ସ୍ବଚ୍ଛ ଭାରତ ମିଶନ୍‌ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ ୨୫, ୯୬୩ ଜଣ ହିତାଧିକାରୀ ପାଇଖାନା ନିର୍ମାଣ ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ୨୨ ହଜାର…

ପରିବହନ କାର୍ଯ୍ୟାଳୟରେ ଦଲାଲ ରାଜ: ହାତଗୁଞ୍ଜା ନେଇ କିରାଣିଙ୍କ ପରି କରୁଛନ୍ତି କାମ

ଅନୁଗୋଳ ଅଫିସ, ୧୯।୯ – ସଂଶୋଧିତ ମୋଟରଯାନ ଆଇନ ଲାଗୁ ପରେ ଏବେ ରାଜ୍ୟରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଗୁଡ଼ିକରେ ଅସମ୍ଭବ ଭିଡ଼ ହେଉଛି। ଗାଡ଼ି ପଞ୍ଜୀକରଣ, ଡ୍ରାଇଭିଂ ଲାଇସେନ୍ସ, ଟିକସ ପଇଠ ଆଦି ପାଇଁ ଦୈନିକ ହଜାର ହଜାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?