ଆମ ଜିଲା ଖବର

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଲକ୍ଷ୍ମୀପ୍ରିୟା ପ୍ରଧାନଙ୍କୁ ୬…

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ଆବାହକ…

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ଇଞ୍ଚୁଡି…

ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ

ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସାମୟିକଭାବେ ସ୍ଥଗିତ ରଖାଯାଇଛି। ସୋମବାର ଏ ନେଇ ସଂଘ କାର୍ଯ୍ୟାଳୟରେ ସଭାପତି…

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ତଳଗଡ ଗ୍ରାମ ବଳରାମପୁର ହାଇସ୍କୁଲ ନିକଟରେ ରବିବାର ଟିପ୍ପର ଧକ୍କାରେ ଜଣେ ବୃକ୍ତିଙ୍କ ମୃତ୍ୟୁ…

ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗଞ୍ଜାମ, ୧୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବନ୍ଧ ଗ୍ରାମର ଗଦାଧର ବେହେରାଙ୍କ ଜାଲ ଓ ଡଙ୍ଗା ଏବଂ ରାଜନ ବେହେରାଙ୍କ ଗୋଟିଏ…

ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): ଓଡ଼ିଶାର ପଞ୍ଚ୍‌ମ୍ୟାନ୍‌ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍‌ ଆଇସିଓଏନ୍‌ଜି ଏବଂ ଜାତିସଂଘ ଡୋଗ୍ରା ହଲ୍‌ ଆଇଆଇଟି…

ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପରମାନନ୍ଦପୁରର ଛନ୍ଦାଚରଣ ଓରଫ ଚମାର ରାଉତ (୩୫)। ତାଙ୍କଠାରୁ…

ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା

ଭଦ୍ରକ ଅଫିସ,୧୪ା୧୦: ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ଜଣେ ମହିଳା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚିକିତ୍ସାଳୟରେ। ତିହିଡ଼ି ତଳଦୁମୁକା ଅଞ୍ଚଳର ଜଣେ ମହିଳା ପ୍ରସବ ପାଇଁ ସୋମବାର ସକାଳ ୯ଟାରେ ମେଡିକାଲରେ…

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍‌ ଓ ୪ ବାଇକ ଜବତ କରିଛି। ଏ…

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୪।୧୦: ଗଞ୍ଜାମ ଜିଲା ବଡ଼ବଜାରର ଝରଣାନଗରରେ ରବିବାର ରାତିରେ ୨ ଜଣ ଅପରାଧୀ ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ଜଣଙ୍କ ରାଧାକାନ୍ତ ସାହିର ତୋଫାନ ଗୌଡ଼ ଓରଫ କାମିନୀ (୨୨)। ଏନେଇ…

ବିଭିନ୍ନ ଦାବିରେ ତହସିଲ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ଚାଷୀ

ବିଜେପୁର,୧୪।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ୭ ଦିନ ଥିବା ବେଳେ ୪ ଦଫା ଦାବି ନେଇ ବ୍ଲକ କୃଷକ ସଂଗଠନ ପକ୍ଷରୁ ସୋମବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏସିଏଫ୍‌ ଓ ଓ୍ବାସିଏଫ୍‌ ଉଚ୍ଛେଦ, ୨୦୧୮ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?