ଆମ ଜିଲା ଖବର

କୋଇଲା ସଙ୍କଟ : ବନ୍ଦ ହେଲା ଓପିଜିସିର ୨ୟ ୟୁନିଟ୍‌, ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୪/୧୯(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୨ୟ ୟୁନିଟ୍‌କୁ କମ୍ପାନୀ କର୍ତ୍ତୃପକ୍ଷ ଗତ ରବିବାର ରାତି ୧୨ଟା ୧୭ ମିନିଟରୁ ବନ୍ଦ କରିଦେଇଛନ୍ତି। ଏକ ମାସ ହେବ କୋଇଲା…

ରାସ୍ତା ପାର୍ଶ୍ୱକୁ ଓଲଟିଲା ହାଇଓ୍ବା: ଡ୍ରାଇଭର ଫେରାର

ବନ୍ତ,୧୪।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ-ଆଗରପଡ଼ା ରାସ୍ତାର ବଧିଗଡ଼ିଆ ତାରିଣୀ ଛକଠାରେ ସୋମବାର ଏକ ମେଟାଲ ବୋଝେଇ ହାଇଓ୍ବା ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି । ଉକ୍ତ ଗାଡ଼ି ଆଗରପଡ଼ା ଆଡୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ…

ଚୁଲିରୁ ନିଆଁଲାଗି ନାବାଳିକା ଗୁରୁତର

ମୁନିଗୁଡ଼ା,୧୪।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ମା’ ପଞ୍ଚାୟତକୁ ଚାଉଳ ଆଣିବାକୁ ଯାଇଥିଲେ। ଏହି ସମୟରେ ଘରେ ରୋଷଇ କରୁଥିବା ବେଳେ ହଠାତ୍‌ ଚୁଲିରୁ ନିଆଁ ଲାଗିଯିବାରୁ ଜଣେ ନାବାଳିକା ଗୁରୁତର…

ମଠ ପରିସରରେ ଟିଫିନ ବୋମା ବିସ୍ଫୋରଣ, ମହିଳା ଗୁରୁତର

ପୁରୀ ଅଫିସ,୧୪।୧୦: ପୁରୀ ଜିଲା ବ୍ରହ୍ମଗିରି ଥାନା ଅଧୀନ ଖଜୁରିଆରେ ସୋମବାର ପୂର୍ବାହ୍ନରେ ଟିଫିନ ବୋମା ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର କୁନ୍ତଳା ପରିଡା(୫୭)। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି…

ଦୁର୍ବ୍ୟବହାରର ପ୍ରତିବାଦ କରିବାରୁ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ

ବୈଶିଙ୍ଗା,୧୪।୧୦(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଛୁରୁଣୀ ଗ୍ରାମରେ ଝୁନି ଦେହୁରୀ (୨୫) ନାମକ ଜଣେ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଏହି ଗ୍ରାମର ସନିଆ ନାମକ ଜଣେ ବ୍ୟକ୍ତି…

ସ୍କୁଲ ଜମିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୧ ମୃତ, ୫ ଆହତ

ବାଲେଶ୍ୱର ଅଫିସ/ବାଲିଆପାଳ, ୧୪।୧୦(ସ୍ବ.ପ୍ର.): ବାଲେଶ୍ବର ଜିଲା ବାଲିଆପାଳ ଥାନା ନୁଆଗାଁ ପଞ୍ଚାୟତ କଟ୍ରମହଲ ଗାଁରେ ସୋମବାର ସ୍କୁଲ ଜମି ଜବରଦଖଲକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର…

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ ମାତ୍ର ଶହେ ମିଟର ଦୂରରେ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ କୁମୁଟି ସାହିର…

ଦୁଗ୍ଧ ବୋଝେଇ ଟ୍ରକ୍‌କୁ ପିଟିଲା କୋଇଲା ଟ୍ରକ୍‌ : ୨ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର) : କେନ୍ଦୁଝର ଜିଲା ରିମୂଳି ଥାନା ଅନ୍ତର୍ଗତ ରଙ୍ଗାମାଟିଆ ଠାରେ ସୋମବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ଏକ ଦୁଗ୍ଧ ବୋଝେଇ ମିନି ଟ୍ରକ୍‌ ଅନ୍‌ଲୋଡ୍‌ କରୁଥିବାବେଳେ ପଛରୁ ଏକ…

୬୨ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୪।୧୦: ମୟୂରଭଞ୍ଜ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୨ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୪୩ ହଜାର ୯୬୦ ଟଙ୍କା ଜବତ କରିବା ସହ ୨୯ଟି ମୋବାଇଲ ଏବଂ ଜୁଆ ଖେଳରେ ବ୍ୟବହାର ସାମଗ୍ରୀ ଜବତ…

ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପିପିଳିଆ ଥାନା ପିପିଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ବଡ଼ଭାଇ ଶୁକୁରା ମୁଣ୍ତା(୨୫)ଙ୍କ ସ୍ତ୍ରୀ ସହିତ ସାନଭାଇ…

ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ

ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ…

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?