ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ
ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା କରିବା ସହ ନୂତନ ବସ୍ତ୍ର ପରିଧାନ କରି କୁମାର ପୂର୍ଣ୍ଣିମା ଉତ୍ସବ ପାଳନ କରିଥିଲେ।…
ରାଶନକାର୍ଡ ଦିଆ ନ ଗଲେ ଅନଶନ
ଭଦ୍ରକ ଅଫିସ, ୧୪ା୧୦-ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରକୃତ ହତାଧିକାରୀ ବଞ୍ଚିତ ହେବା ଅଭିଯୋଗ ସତ୍ତ୍ୱେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏ ପରିକି ଭଦ୍ରକ ପୌରାଞ୍ଚଳ ଅଧୀନ କୁଆଁସ ଗ୍ରାମର ଅଭି ଜେନା(୫୦) ନାମକ ଜଣେ ଦିନ ମଜୁରିଆ…
ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ
ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ କବି, ଲେଖକ, ଲେଖିକା, ସାହିତି୍ୟକ ଯୋଗଦେଇ ମନୋରମ ମନୋଜ୍ଞ ପରିବେଶ ମଧ୍ୟରେ ସାରସ୍ବତ ସାଧକମାନେ…
ଗୋଷାଣୀନୂଆଗାଁ କାଳୁଆ ଯାତ୍ରା ଉଦ୍ଯାପିତ ସବୁ ସାହି ପରିକ୍ରମା କରି ମା’ଙ୍କ ମନ୍ଦିର ବିଜେ
ବ୍ରହ୍ମପୁର ଅଫିସ,୧୪ା୧୦-ଆଶ୍ୱିନ କୃଷ୍ଣପକ୍ଷ ମହାଳୟା ଅମବାସ୍ୟାରୁ ଆରମ୍ଭ ହୋଇଥିବା ସ୍ଥାନୀୟ ଗୋଷାଣୀନୂଆଗାଁର ପାରମ୍ପରିକ ମା’ କାଳୁଆ ଯାତ୍ରା ରବିବାର କୁମାର ପୂର୍ଣ୍ଣିମା ରାତିରେ ଉଦ୍ଯାପିତ ହୋଇଯାଇଛି । ମା’ଙ୍କ ନିଜସ୍ବ ମନ୍ଦିର ବାହୁଡ଼ା ଯାତ୍ରା ପାଇଁ ଗୋଷାଣୀନୂଆଗାଁ ଉତ୍ସବମୁଖର ହୋଇଥିଲା। ନାଚଗୀତ,…
ମାଟ୍ରିକ୍ ପରୀକ୍ଷା ଫଳରେ ଉନ୍ନତି ଉଦ୍ୟମ, ଛୁଟିଦିନ, ରବିବାରରେ ହେବ ପାଠପଢ଼ା
ବ୍ରହ୍ମପୁର ଅଫିସ୍,୧୪ା୧୦-ଆସନ୍ତା ବର୍ଷ ଅର୍ଥାତ୍ ୨୦୨୦ରେ ଗଞ୍ଜାମ ଜିଲାରେ ମାଟ୍ରିକ୍ ପରୀକ୍ଷା ଫଳାଫଳରେ ଉନ୍ନତି ଆଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ତତ୍ତ୍ୱାବଧାନରେ ମିଶନ୍ ‘ଡ୍ରିମ୍’ ପ୍ରସ୍ତୁତ କରାଯାଇଛି। ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କ ତରଫରୁ…
ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା
ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ…
ଭାଙ୍ଗିଗଲା ନୂଆଗାଁ ମାଇନର କେନାଲର କଂକ୍ରିଟ୍ ଢଳେଇ
ପରଜଙ୍ଗ, ୧୪।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତର ଚାଷୀଙ୍କ ଜଳସେଚନର ପ୍ରମୁଖ ମାଧ୍ୟମ ନୂଆଗାଁ ମାଇନର କେନାଲର ୨୦ଫୁଟ କଂକ୍ରିଟ୍ ଢଳେଇ ଭାଙ୍ଗିଯାଇଛି। ଅଞ୍ଚଳର ଶତାଧିକ ଚାଷୀ ଉକ୍ତ କେନାଲ ପାଣି ଉପରେ ଭରସା କରି ଧାନ ଚାଷ…
ଆରମ୍ଭ ହେଲା ପ୍ରସିଦ୍ଧ ହରଗୌରୀ ଯାତ୍ରା
ସୋନପୁର,୧୪ା୧୦(ନି.ପ୍ର.) ପୂଜା ମଣ୍ଡପକୁ ଶନିବାର ବିଳମ୍ବିତ ରାତିରେ ଦେବୀ ଗୌରୀଙ୍କ ଆଗମନ ପରେ ସୁବର୍ଣ୍ଣପୁରରେ ଆରମ୍ଭ ହୋଇଛି ପରମ୍ପରା ଓ ଦେବାଙ୍ଗ ସଂସ୍କୃତିର ମହାପାର୍ବଣ ପ୍ରସିଦ୍ଧ ହରଗୌରୀ ଯାତ୍ରା(ବୁଢୀମାଁ ଯାତ୍ରା)। ଜିଲାର ଇଷ୍ଟଦେବତା ସୁବର୍ଣ୍ଣମେରୁଙ୍କ ନିଜସ୍ବ ଜମିରୁ ଧାନ ଗଛକୁ ଗୌରୀ…
ଆଜିଠୁ ଜାତୀୟ ସରସମେଳା
ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ ହୋଇ ୨୩ ତାରିଖ ଯାଏ ଚାଲିବ। ଏଥିରେ ଓଡ଼ିଶାର ୩୦ ଜିଲା ସମେତ…
୭ରେ ତପୋବନ ମହିମା ମେଳା
ଢେଙ୍କାନାଳ ଅଫିସ, ୧୪।୧୦: ନଭେମ୍ବର ୭ରେ କପିଳାସସ୍ଥିତ ତପୋବନ ମହିମା ପୀଠର ବାର୍ଷିକ ମେଳା ଅନୁଷ୍ଠିତ ହେବ। ଏହାକୁ ବିଧି ବ୍ୟବସ୍ଥିତ କରିବାକୁ କାଦୁଆ ତପୋବନ ତଳ ଆଶ୍ରମରେ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନାଗିଆପଶି, ବେଲଟିକିରି ଏବଂ…
‘ମୋ ସରକାର’ ପରେ ପଶିଛି ଛାନିଆ
ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର ଅନୁଧ୍ୟାନ କରୁଛନ୍ତି ବଡ଼ ବଡ଼ିଆ ଅଧିକାରୀ। ଏସ୍ପିଙ୍କଠାରୁ ଆରମ୍ଭ କରି ଜିଲାପାଳ, ବିଭିନ୍ନ…
ଧନଦାତ୍ରୀଙ୍କ ଧରାବତରଣ
ଢେଙ୍କାନାଳ ଅଫିସ,୧୪।୧୦: ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ପ୍ରତୀକ ଧନଦାତ୍ରୀ ମା’ ଲକ୍ଷ୍ମୀ। ରବିବାର ରାତିରୁ ସମସ୍ତ ପୂଜା ମଣ୍ଡପରେ ଅନାବରଣ ହୋଇଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି। ପାରମ୍ପରିକ ନୀତି ଅନୁଯାୟୀ ଆରମ୍ଭ ହୋଇଛି ପୂଜାର୍ଚ୍ଚନା। ବେଦମନ୍ତ୍ର ଧ୍ୱନିରେ କମ୍ପୁଛି ପରିବେଶ।…

