ଆମ ଜିଲା ଖବର

ବନ୍ଦ ହେବ କଲେଜ, ଡିଆରଡିଏ ଛକ: ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭେଇକିଲ୍‌ ଅଣ୍ଡରପାସ୍‌

ଛତ୍ରପୁର,୧୮ା୯(ଡି.ଏନ.ଏ.)-ଛତ୍ରପୁର କଲେଜ ଓ ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି ା ଏହା ପୋଲିସ, ପ୍ରଶାସନ ଓ ଆରଟିଓ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି ା ଏଠାରେ ଫ୍ଲାଏଓଭର, ଅଣ୍ଡରପାସ୍‌ କିମ୍ବା ଭେଇକିଲ ଅଣ୍ଡର…

ପ୍ରଦୂଷଣ ଜ୍ୱାଳାରେ କାରୋ ନଦୀ

ବଡବିଲ, ୧୮।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ବୋହିଯାଇଥିବା ଜୀବନରେଖା ଭାବେ ପରିଚିତ କାରୋନଦୀ ଏବେ ସଙ୍କଟରେ। ବିଭିନ୍ନ କାରଖାନାର ବର୍ଜ୍ୟବସ୍ତୁ ଓ ବିଷାକ୍ତ ରାସାୟନିକ ତୈଳ ଦ୍ୱାରା ନଦୀଜଳ ପ୍ରଦୂଷଣକୁ ପ୍ରଶାସନ ରୋକିବାରେ ବିଫଳ ହୋଇପଡ଼ିଛି। ବିଶ୍ୱକର୍ମା ପୂଜା ପାଇଁ…

ବିକାଶଠୁ ଦୂରରେ ସୁଲେଇଖମାର ଗାଁ

କେନ୍ଦୁଝର, ୧୮ା୯(ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଭିତରେ ଥିବା ଗାଁ ସୁଲେଇଖମାର। ପୁରୁଣାସହରଠାରୁ ୨କି.ମି. ଦୂରରେ ଅବସ୍ଥିତ ଏହି ଗାଁ ବିଭିନ୍ନ ସମସ୍ୟା ଭିତରେ ରହିଛି। ଏହି ଗାଁରେ ମୌଳିକ ସୁବିଧା ଯେପରି ଅପହଞ୍ଚ ହୋଇପଡ଼ିଛି। ଗ୍ରାମରେ ଅଧିକାଂଶ ଭୂୟାଁ…

ଏବେ ବି ପୂଜା ପାଉଛି ୧୯୩୯ ମସିହାର ଗାଡ଼ି: ଅଲୋଡ଼ା ହୋଇଥିଲେ ବି ନିଆରା

କେନ୍ଦୁଝର, ୧୮।୯( ସ୍ବ.ପ୍ର.)-ବ୍ରିଟିଶ ଅମଳର ୧୩୩୯ ମସିହାର ଏକ ଟ୍ରକ ଏବେ ବି ପୂଜା ପାଉଛି। କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁ ଥିଲେ ହେଁ ଏହା ସତ୍ୟ। ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ଅବସରରେ ପ୍ରତ୍ୟେକ ବର୍ଷ କେନ୍ଦୁଝର ଜିଲାର ବଲାଣି ଖଣି…

ଧାନ ବିକା ପାଉଣା ନ ପାଇ ଚାଷୀ ହତାଶ: ସମିତି ଫାଟକରେ ତାଲା ପକାଇ ଆନ୍ଦୋଳନ

ଭଣ୍ଡାରିପୋଖରୀ, ୧୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକରେ ଧାନ ବିକି ଗତ ଏପ୍ରିଲ ମାସରୁ ୩୭ ଜଣ ଚାଷୀ ଏଯାଏ ବକେୟା ପ୍ରାପ୍ୟ ପାଇ ନାହାନ୍ତି। ୨୧୦୦ କୁଇଣ୍ଟାଲ ଧାନ ବିକ୍ରି ସଂକ୍ରାନ୍ତ ତଥ୍ୟ ସରକାରୀ ୱେବ୍‌ସାଇଟ୍‌ରେ ଦେଖିବାକୁ ମିଳୁ ନାହିଁ…

ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ଦୁର୍ଘଟଣା: ବାରୁଦରେ ନିଆଁ ଲାଗି ୨ ଶିଶୁ ଗୁରୁତର

ଚାନ୍ଦବାଲି,୧୮ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଥାନା ମତୋ ପଞ୍ଚାୟତର ଦକ୍ଷିଣ ସାହି ଗ୍ରାମରେ ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ସୋମବାର ସନ୍ଧ୍ୟା ସମୟରେ ମଶା ଧୂପରୁ ବାରୁଦରେ ନିଅଁା ଲାଗିଯିବାରୁ ୨ ଜଣ ପିଲା ପୋଡିଯାଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ…

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ ବାଡ଼ିରେ ଥିବା ଏକ କୁଟା ଭାଡ଼ିରୁ ୱାର୍ଡ ମେମ୍ବର କ୍ଷେତ୍ରନାଥ ହେମ୍ବ୍ରମ ସାପଟିକୁ ଉଦ୍ଧାର…

ଚିଟ୍‌ଫଣ୍ଡ ଠକେଇ: ପ୍ରଶାସନିକ ଅବହେଳାରୁ ଟଙ୍କା ଫେରି ପାଉ ନାହାନ୍ତି ଜମାକାରୀ

ବାରିପଦା ଅଫିସ,୧୮।୯- ମୟୂରଭଞ୍ଜ ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ ସଂସ୍ଥା କାର୍ଯ୍ୟାଳୟମାନ ଖୋଲି ଅଧିକ ସୁଧ ଓ ଅନ୍ୟାନ୍ୟ ସୁବିଧା ଦେବାର ପ୍ରଲୋଭନ ଦେଖାଇ ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଲୁଟି ନେଇଥିଲେ। ଏହାପରେ ସଂସ୍ଥାର କାର୍ଯ୍ୟାଳୟ ସବୁ ବନ୍ଦ କରି ରାତାରାତି…

‘କୃଷି କାର୍ଯ୍ୟ ସହ ଜଙ୍ଗଲକୁ ସମନ୍ବିତ କରାଯାଉ’

ସିମୁଳିଆ/ବାଲେଶ୍ୱର ଅଫିସ, ୧୮।୯(ଡି.ଏନ.ଏ.)-ସଚେତନତା ଅଭାବରୁ ପରିବେଶରେ ଅସନ୍ତୁଳନ ବଢିଚାଲିଛି। ଦିନକୁ ଦିନ ଗଛ ସଂଖ୍ୟା କମି ଯାଉଛି। ଫଳରେ ଜଳବାୟୁ ପରିବର୍ତ୍ତନ, ଭୂତାପନ ଓ ସମୁଦ୍ରର ଜଳସ୍ତର ବୃଦ୍ଧି ପରି ବିଭିନ୍ନ ସମସ୍ୟା ମୁଣ୍ଡ ଟେକୁଛି ା ଗଛ ଲଗାଇ ପରିବେଶକୁ…

୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍‌ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍‌ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍‌, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ ସବୁ ଉଚ୍ଛେଦ କରାଯିବ। କୌଣସି ବାସଗୃହ ରହିବ ନାହିଁ। ଏଥିପାଇଁ ପ୍ରଥମେ ସିଂହଦ୍ୱାରକୁ ଲାଗି…

ମୋଦିଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ଅକ୍ଷୟ: ପରିବେଶ ସୁରକ୍ଷା, ସ୍ବଚ୍ଛତା ଉପରେ ଗୁରୁତ୍ୱ

ପୁରୀ ଅଫିସ, ୧୭ା୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସକୁ ମଙ୍ଗଳବାର ପୁରୀରେ ମୋଦିଙ୍କ ଫ୍ୟାନ ଭାବେ ପରିଚିତ ଅକ୍ଷୟ ଜୟସିଂ ନିଆର ଢ଼ଙ୍ଗରେ ପାଳନ କରିଛନ୍ତି। ଅକ୍ଷୟ ପରିବେଶ ଓ ପକ୍ଷୀ ସୁରକ୍ଷା, ପ୍ଲାଷ୍ଟିକ, ପଲିଥିନ ଓ ନିଶା…

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଆକାଶ: ବରିଷ୍ଠ ନାଗରିକଙ୍କୁ ଶ୍ରୀକ୍ଷେତ୍ର ବୁଲାଇଲେ

ପୁରୀ ଅଫିସ, ୧୭ା୯: ସାମ୍ପ୍ରତିକ ସମୟରେ ଜନ୍ମଦିନ ପାଳନ ଏକ ଫ୍ୟାଶନରେ ପରିଣତ ହେଲାଣି। ଅଧିକାଂଶ ଲୋକ ବଡ଼ ବଡ଼ ହୋଟେଲ, କ୍ଲବ, ମଣ୍ଡପରେ ବନ୍ଧୁବାନ୍ଧବ ଏବଂ ସାଙ୍ଗସାଥୀଙ୍କୁ ଏକାଠି କରି ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି। ପୁଣି ପାର୍ଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?