ଜିଲା ମୁଖ୍ୟ ଚିକିତ୍ସାଳୟ ଅଚାନକ ପରିଦର୍ଶନ କଲେ ଜିଲାପାଳ: ସେବା ସମ୍ପର୍କରେ ରୋଗୀଙ୍କୁ ପଚାରିଲେ, ସମସ୍ୟା ବୁଝିଲେ
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ମେଡିକାଲରେ ପହଞ୍ଚିଥିଲେ। ତାଙ୍କ ସହ ଉପଜିଲାପାଳ ବାସୁଦେବ…
ଆଜି ବିରାଜିବେ ମା’ ଲକ୍ଷ୍ମୀ
ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…
ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା
ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…
ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍ପି
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…
ଦଦ୍ରା କୁରିଆରେ ବିତୁଛେ ଜୀବନ୍
ସମ୍ବଲପୁର,୧୩ା୧୦(ବ୍ୟୁରୋ)- ପରିବାରର ଦୁଖ୍ କହେଲେ ନାଇଁସରେ। ଦୁଇବେଲା ଖାଏବାକେ ମିଲବାରଟା ଭିଡ଼ ହେଇଯାଉଛେ। ମୁଡ଼ ରଖବାର ଲାଗି ଛାତ୍ଟେ ନାଁଇଁନ। କୁଟୁମବସିଆ ଗୁଟେ ଦଦ୍ରା କୁରିଆରେ ୩ ଦିବ୍ୟାଙ୍ଗ ଛୁଆକୁ ଧରି ରହୁଛନ୍। ଛୁଆପିଲାକର ଉଷୋକଷା କରବାକେ ହାତେ ଅଦ୍ଲେ ନାଁଇଁନ।…
ଦୁଇ ହଷ୍ଟେଲରେ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ, ଶିକ୍ଷକଙ୍କୁ ବଦଳି କାର୍ଯ୍ୟାନୁଷ୍ଠାନକୁ ନେଇ ଅସନ୍ତୋଷ
ଫୁଲବାଣୀ ଅଫିସ, ୧୩ା୧୦-କନ୍ଧମାଳ ଜିଲା ମଙ୍ଗଳ ବିଭାଗ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ବିଭାଗ ଅଧୀନରେ ଚାଲିଥିବା ଦୁଇଟି ହଷ୍ଟେଲର ୨ ଛାତ୍ରୀଛାତ୍ରଙ୍କ ଗତ ମାସରେ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଗୋଟିଏ ହଷ୍ଟେଲର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଥିବା…
ଜି.ଉଦୟଗିରି ବିଧାୟକଙ୍କ ମନ୍ତବ୍ୟକୁ ଭାଜପାର ବିରୋଧ
ଫୁଲବାଣୀ ଅଫିସ, ୧୩ା୧୦-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ସଭାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ସେ କହୁଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇନାହାନ୍ତି ସେମାନଙ୍କ ପାଇଁ କାମ କରିବେନି। ଏହାକୁ ଭାଜପା ପକ୍ଷରୁ ବିରୋଧ କରାଯାଇଛି। ଭାଜପା…
ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ
ବ୍ରହ୍ମପୁର ଅଫିସ୍,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍ରେ ସବ୍ଜୁନିୟର୍ ଏବଂ କ୍ୟାଡେଟ୍ ଜୁଡ଼ୋ ଜାତୀୟ ଚାମ୍ପିୟନ୍ଶିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା…
ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି
ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ ବାଳିକା ବିଭାଗର ୮ ବର୍ଷ ବର୍ଗରେ ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲ ଦ୍ୱିତୀୟ…
ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ କୃଷ୍ଣ (୧୬)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୩୪/୧୯ରେ ଏକ…
ଅସୁରକ୍ଷିତ ଐତିହ୍ୟ: ଦିନେ ଏହା ଥିଲା ରାଜାଙ୍କ ସଭାଗୃହ
କେନ୍ଦୁଝର, ୧୩ା୧୦ (ସ୍ବ.ପ୍ର.)- ଗଡ଼ଜାତ ଶାସନ ସମୟରେ ନିର୍ମିତ ପୁରାତନ ଐତିହ୍ୟ ସମ୍ପନ୍ନ କୋଠାରେ ଚାଲିଛି କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ। ଗଡ଼ଜାତ ଶାସନବେଳେ ଏହାକୁ ରାଜା ସଭାଗୃହ ଭାବେ ବ୍ୟବହାର କରୁଥିଲେ। ଦେଶ ସ୍ବାଧୀନ ହେବା ପରେ ଏହି ସଭାଗୃହ କୋଠାରେ…
ଅବାଧରେ ଚାଲିଛି ବେଆଇନ କାଠମିଲ୍, ଡିପୋ
ଭଦ୍ରକ ଅଫିସ, ୧୩।୧୦- ଭଦ୍ରକ ଜିଲାରେ ଚୋରା କାଠ ବେପାରୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ କାଠ ମିଲ୍ ଓ ଡିପୋ ଅବାଧରେ ଚାଲିଥିବା ବେଳେ ବନ ବିଭାଗ ବେପାରୀଙ୍କୁ କାବୁ କରିପାରୁ ନ…

