ଆମ ଜିଲା ଖବର

ବନ୍ଧୁତା ପାଇଁ ଜର୍ମାନୀରୁ ଗୋପ

ଗୋପ, ୧୭-୯(ଡି.ଏନ୍‌.ଏ.):ଗ୍ଲୋବାଲ ଓ୍ବାର୍ମିଂ ଆଜି ବିଶ୍ୱବାସୀଙ୍କ ପାଇଁ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିରୁ ମୁକ୍ତି ପାଇବାର ଗୋଟିଏ ମାଧ୍ୟମ ବୃକ୍ଷରୋପଣ। ଏହା ସହ ଜର୍ମାନୀ ଓ ଭାରତ ମଧ୍ୟରେ ବନ୍ଧୁତା ସ୍ଥାପନ କରିବାକୁ ହେଲେ ଏହି ବୃକ୍ଷ…

ମାଲେସିଆ ଫେରିଗଲା ଜିନ୍‌ ହ୍ବା: ଛାଡ଼ିଗଲା ସ୍ମୃତି, ଦେଇଗଲା ଅନେକ ଅନୁଭୂତି

ବ୍ରହ୍ମଗିରି, ୧୭-୯(ଡି.ଏନ୍‌.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାଜହଂସ ଓ ଖିରୀସାହି ମଝି ବଙ୍ଗୋପ ସାଗର କୂଳରେ ଅଟକିଥିବା ମାଲେସିଆର ପଣ୍ୟବାହୀ ଜାହାଜ ଜିନ୍‌ ହ୍ବା ରବିବାର ରାତିରେ କୂଳ ଛାଡ଼ିଥିଲା। ଗତ ମାସ ୭ତାରିଖରୁ ବୈଷୟିକ ତ୍ରୁଟି ଯୋଗୁ କୂଳକୁ…

ଆସୁଛି ଧର୍ମମାସ କାର୍ତ୍ତିକ:ଦୟନୀୟ ଅବସ୍ଥାରେ ତୀର୍ଥ ପୁଷ୍କରିଣୀ

ପୁରୀ ଅଫିସ,୧୭-୯:ଆସୁଛି ଧର୍ମମାସ କାର୍ତ୍ତିକ। ଏହି ସମୟରେ ହବିଷ ପାଳିବାକୁ ଶ୍ରୀକ୍ଷେତ୍ର ଆସିବେ ହଜାର ହଜାର ହବିଷିଆଳି। ମାସେ ପର୍ଯ୍ୟନ୍ତ ପୁରୀରେ ରହିବେ। ଏଠାକାର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରାତଃ ସ୍ନାନ ସାରି ଚଉଁରା ମୂଳେ ରାଇ ଦାମୋଦରଙ୍କ ପୂଜା କରିବେ।…

ସମ୍ବଲପୁର ରେଳ ଡିଭିଜନ ଦେଶରେ ପ୍ରଥମ

ସମ୍ବଲପୁର,୧୭-୯(ବ୍ୟୁରୋ):ରେଳ ବୋର୍ଡ ୫୮ଟି ଦିଗକୁ ଆଧାର କରି ବିଭିନ୍ନ ରେଳ ମଣ୍ଡଳକୁ ମାର୍କ ଦେଇଛି। ଏଥିରେ ସମ୍ବଲପୁର ରେଳମଣ୍ଡଳ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ବିଭିନ୍ନ ଦିଗରେ କାର୍ଯ୍ୟ ଦକ୍ଷତାକୁ ନେଇ ରେଳ ବୋର୍ଡ ଏହି ଚୟନ କରିଛି। ଅଗଷ୍ଟ…

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା

ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ା ସୋମବାର ସକାଳୁ ଏହି ଗଁା ନିକଟ…

ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’

ବାଲେଶ୍ୱର ଅଫିସ,୧୭-୯:ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍‌ଆର୍‌ସି) ବା ଆଞ୍ଚଳିକ ପ୍ରଶମନ କେନ୍ଦ୍ର ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଜରିଆରେ…

ବାପାଙ୍କ ମୃତଦେହକୁ ବାଇକ୍‌ରେ ନେଲେ ପୁଅ

ନବରଙ୍ଗପୁର/ଉମରକୋଟ,୧୭-୯(ବି.ପ୍ର./ଡି.ଏନ.ଏ):ଦେଶୀ ଚିକିତ୍ସା ପାଇଁ ବାପାଙ୍କୁ ଆଣିଥିବା ବେଳେ ମୃତ୍ୟୁ ଘଟିଥିଲା। ବାପାର ମୃତଦେହକୁ ଏକ କାଠପଟାରେ ବାନ୍ଧି ବାଇକରେ ପୁଅ ଘରକୁ ଆଣୁଥିଲେ। ଦୀର୍ଘ ୨୨ କି.ମି ପର୍ଯ୍ୟନ୍ତ ମୃତଦେହକୁ ରବିବାର ରାତିରେ ଏପରି ଧରି ଆସିବା ପରେ ନବରଙ୍ଗପୁର ଜିଲା…

୭୫ ମିଟର ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ

ପୁରୀ ଅଫିସ, ୧୭-୯:ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପର୍ଯ୍ୟନ୍ତ ଅଞ୍ଚଳକୁ ଖାଲି କରାଯିବ। ଏହି ପରିସୀମା ଭିତରେ ଥିବା ମଠ, ଧର୍ମଶାଳା, ବାସଗୃହ, ଦୋକାନ, ହୋଟେଲ, ଲଜିଂ ସବୁ ଭଙ୍ଗାଯିବ। ଏଥିପାଇଁ ପ୍ରଥମେ ସିଂହଦ୍ୱାରକୁ…

ଥାନାଜଗିଛି ଅଚଳ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୧୭।୯- ମୟୂରଭଞ୍ଜ ଜିଲାରେ କିଛିଦିନ ହେବ ଅପରାଧ ମାମଲା ବୃଦ୍ଧି ପାଇଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚୋରି ଓ ଡକାୟତି ଭଳି ଅପରାଧ କମିବାର ନାଁ ଧରୁନି। କେବଳ ବାରିପଦା ଟାଉନ ଥାନାରେ ଚଳିତ ବର୍ଷର ୯ ମାସ ମଧ୍ୟରେ…

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ ଶିକ୍ଷକଙ୍କ ବଦଳି ଘଟଣାକୁ ନେଇ ଗ୍ରାମବାସୀଙ୍କ ପକ୍ଷରୁ ଏକ ବିଦ୍ୟାଳୟକୁ ୫ ଦିନ ଧରି…

ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣା : ତଦନ୍ତ ରିପୋର୍ଟ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ

ବଡ଼ସାହି,୧୭ା୯(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ଉଠାଣୀ ନୂଆଗାଁ ନୋଡାଲ ଉପ୍ରା ବିଦ୍ୟାଳୟର ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣାକୁ ନେଇ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ନିମ୍ନମାନର ପୋଷାକ, ଜୋତା ଓ ଦାୟିତ୍ୱହୀନତା ପାଇଁ ଗ୍ରାମବାସୀମାନେ ସୋମବାର ଏକତ୍ରିିତ ହୋଇ…

ପୁରୁଣାବଜାରରେ ଲାଠିଚାର୍ଜ, ଉତ୍ତେଜନା:ଘଟଣାସ୍ଥଳ ଅନୁଧ୍ୟାନ କଲେ ଆଇଜି, ଏସ୍‌ପି

ଭଦ୍ରକ ଅଫିସ, ୧୭-୯ ଏକ ଦୋକାନରେ ଉପାସନା କାର୍ଯ୍ୟ ଲାଗି ବିକ୍ରି ସକାଶେ ରଖାଯାଇଥିବା ଚାଦରକୁ ପୋଲିସ ଫିଙ୍ଗି ଦେବା ଘଟଣା ନେଇ ଭଦ୍ରକ ସହର ପୁରୁଣାବଜାର ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। କ୍ରମେ ଉତ୍ତେଜନା ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?