ଆମ ଜିଲା ଖବର

ଏସ୍‌ଏଚ୍‌ଜି ଅର୍ଥ ହଡ଼ପ ମାମଲା: ସ୍ବାମୀ ଜେଲ୍‌ ଗଲେ, ସ୍ତ୍ରୀ ଫେରାର

ରୂପ୍‌ସା, ୧୭।୯(ଡି.ଏନ.ଏ.)-ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚଜି)ରୁ ଲକ୍ଷାଧିକ ଟଙ୍କା ହଡପ ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ବାଖରାବାଦ ଗ୍ରାମର ଅଭିଯୁକ୍ତ ରମେଶ ରାଉତଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ସ୍ତ୍ରୀ ଫେରାର ହୋଇଯାଇଥିବା ଜଣାପଡିଛି। ଗିରଫ ଅଭିଯୁକ୍ତଙ୍କୁ ରବିବାର ରାତିରେ କୋର୍ଟଚାଲାଣ…

କାମଚଳାରେ ଚାଲିଛି ଶିକ୍ଷାଦାନ

ରୂପ୍‌ସା, ୧୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ରାଉତପଡ଼ା ପଞ୍ଚାୟତ ଅନ୍ତର୍ଗତ ବାରାପାଳ ଗ୍ରାମରେ ଗୋଟଏ ହତାରେ ରହିଛି ରାଧାକୃଷ୍ଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଦୟନାଥ ମହାପାତ୍ର ଉଚ୍ଚ ବିଦ୍ୟାନିକେତନ (ହାଇସ୍କୁଲ)। ୧୯୬୪ ମସିହାରେ ଉଚ୍ଚ ପ୍ରାଥମିକ ଓ ୧୯୮୧ରେ…

ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’ : ବାଲେଶ୍ୱରରେ ଭିତ୍ତିପ୍ରସ୍ତର ସ୍ଥାପନ

ବାଲେଶ୍ୱର ଅଫିସ,୧୭।୯-ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍‌ଆର୍‌ସି) ବା ଆଞ୍ଚଳିକ ପ୍ରଶମନ କେନ୍ଦ୍ର ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଜରିଆରେ…

ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା

ମାଲକାନଗିରି,୧୭-୯(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଊଦ୍ଧାର କରାଯାଇଥିଲା। ସୋମବାର ଅନ୍ୟ ନିଖୋଜମାନଙ୍କୁ ଖୋଜିବା ଲାଗି ବାୟୁସେନା ଓ ନୌସେନାର…

ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ ଆହୁରି…

ଛାତ୍ରୀଙ୍କୁ କମେଣ୍ଟ କରି ଜଣେ ଗିରଫ

ଦାରିଙ୍ଗବାଡ଼ି,୧୭।୯(ଡି.ଏନ.ଏ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ କରିିବା ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ କିଡ୍ରାମାଲା ଗ୍ରାମର କରନ ଦିଗାଲ୍‌। ଘଟଣାଟି ଗତ କିଛିଦିନ ତଳେ ଘଟିଥିଲେ ମଧ୍ୟ ଏହାକୁ ଗଁା…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭-୯:ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ ବର୍ଷ…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦…

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ତାଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ସମେତ ଏକକାଳୀନ ୭ଟି…

ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ କରାଯାଉଛି।…

ଟଙ୍କା ହେରଫେର ମାମଲା: ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କୁ ଜାମିନ

ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ ସୋମବାର ଜାମିନ ମିଳିଛି। ଭିଜିଲାନ୍ସ ସ୍ବତନ୍ତ୍ର ଜଜ ବିଜୟ କୁମାର ଜେନା ତାଙ୍କୁ…

ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ

ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ ଗତ ସପ୍ତାହକ ତଳେ ନାବାଳିକା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?