ଆମ ଜିଲା ଖବର

ମାଓବାଦୀଙ୍କ ଶହୀଦ ସପ୍ତାହ : କୋରାପୁଟ ଜିଲାରେ ହାଇଆର୍ଲଟ, ଗାଡ଼ି ଚଳାଚଳ ବନ୍ଦ

କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି, ଏ.ଗୋଲୁର, ତଳ ଗୋଲୁର, ନନ୍ଦପୁର ବ୍ଲକର ପାଡ୍ରୁଆ, ଅତଣ୍ଡା ଅଞ୍ଚଳ, ଲମତାପୁଟ ବ୍ଲକର ଅନକାଡେଲି,…

ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍‌ ଚଳାଚଳ ବନ୍ଦ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍‌ ଚଳାଚଳକୁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ…

ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର

ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର ବହୁଳ ବ୍ୟବହାର ଫଳରେ ମାଟିର ଉର୍ବରତା ହ୍ରାସ, ଗୃହପାଳିତ ପ୍ରାଣୀଙ୍କ ପ୍ରତି ବିପଦ,…

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୈରାତ ନିଲାମ: ଚୋରି ପାଇଁ ପ୍ରଶ୍ରୟ ଦେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍‌ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ ହେଉଛି। ଚୋରି କରି ବଡ ହେବାକୁ ମନ୍ଦିର ପ୍ରଶାସନ ଦେଉଛି ସୁଯୋଗ। ହାତଛଡା କରିନାହାନ୍ତି…

ସିରିଜ୍‌ ଦୁର୍ଘଟଣା ଘଟାଇ ହେଉଥିଲେ ଫେରାର: ୩ ଯୁବକ, ଜଣେ ଯୁବତୀ ଅଟକ

ଖୋର୍ଦ୍ଧା ଅଫିସ,୨୮।୭: ମଉଜମସ୍ତିର ସୀମା ଟପିବା ଡାକି ଆଣିଛି ବିପତ୍ତି। ଫସିଛନ୍ତି ଚନ୍ଦ୍ରଶେଖରପୁର, ପଟିଆ, ଶୈଳଶ୍ରୀବିହାରର ୩ ଯୁବକ, ଜଣେ ଯୁବତୀ। ସିରିଜ୍‌ ଦୁର୍ଘଟଣା ଘଟାଇ କାରରେ ଫେରାର ହୋଇ ଯାଉଥିବା ଏହି ଯୁବତୀଯୁବକଙ୍କୁ ଭାଗ୍ୟ ସାଥ ଦେଇ ନ ଥିଲା।…

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା ଉମରକୋଟ…

ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା…

ବାଙ୍କ ସର୍ଗି ବିଦ୍ୟାଳୟ: ବର୍ଷା ହେଲେ ପଢା ବନ୍ଦ

ପାପଡାହାଣ୍ଡି,୨୮।୭(ଡି.ଏନ.ଏ)-ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ମୁହାଁ କରିବା ଲାଗି ହୋଇଛି ବ୍ୟାପକ ଯୋଜନା । ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । କିନ୍ତୁ ବିଦ୍ୟାଳୟ ଭିତ୍ତିଭୂମିକୁ ଦୃଷ୍ଟି ଦିଆଯାଉ ନାହିଁ। କେଉଁଠି ଭଙ୍ଗା ଆଜବେଷ୍ଟସ ତଳେ ତ ଆଉ କେଉଁଠି ଖୋଳା ଆକାଶ…

ବାରିମୂଳ ଆଶ୍ରମରେ ଇଡିର ନୋଟିସ, ଜବତ ଜମିରେ ସର୍ବସାଧାରଣଙ୍କ ଯାତାୟାତ ମନା

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୮।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମ ମୁଖ୍ୟ ସାରଥି ଓରଫ ସନ୍ତୋଷ ରାଉଳ ଗତ ୨୫ ତାରିଖରେ ଜେଲରୁ ସର୍ତ୍ତମୂଳକ ଜାମିନ୍‌ରେ ମୁକୁଳିଛନ୍ତି। ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତତ୍ପର ହୋଇଉଠିଛି ା ୨୦୧୭ ସେପ୍ଟେମ୍ବର ୧ ରେ…

୯୮ କିଲୋ ଗଞ୍ଜେଇ, ସ୍କର୍ପିଓ ଜବତ

ସୋନପୁର,୨୮।୮(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ଅବକାରୀ ମୋବାଇଲ ଟିମ୍‌ ପକ୍ଷରୁ ତେଲନଦୀ ବ୍ରିଜ୍‌ ପାର୍ଶ୍ୱରେ ଶନିବାର ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଚୋରା ଚାଲାଣରେ ବ୍ୟବହୃତ ଏକ ନୂଆ ସ୍କର୍ପିଓ ମଧ୍ୟ ଜବତ ହୋଇଛି। ଏହି…

ଗଭୀର ନିଷ୍ଠା ସଫଳତାର ବାଟ ଦେଖାଏ

ବଲାଙ୍ଗୀର ଅଫିସ, ୨୮ା୭ – ବଲାଙ୍ଗୀର ସିଏନ୍‌ସି କଲେଜ ପରିସରରେ ଗ୍ରାଜୁଏସନ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସିଏନ୍‌ସି କଲେଜ ନିର୍ଦ୍ଦେଶକ ଆଶୁତୋଷ ପୁରୋହିତ ଏବଂ ପ୍ରଦୀପ ସାହୁଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିଥିଭାବେ ଦୋହାସ୍ଥିତ ଅଲ୍‌ଜଜିରା ମିଡିଆ ନେଟୱର୍କ ଅନୁଷ୍ଠାନ…

ରାସ୍ତା ଉପରେ ପଥର ଗଦା, ଯାତାୟାତରେ ସମସ୍ୟା

ଗଣିଆ,୨୮ା୭(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତାର ମଣିଭଦ୍ରାଠାରେ ରାସ୍ତା ଉପରେ ପଥର ଗଦା ହୋଇଥିବାରୁ ଯାତାୟାତରେ ସମସ୍ୟା ଦେଖାଦେଇଛି ା ଏଥିସହ ରାସ୍ତାରେ ପଟୁମାଟି ପଡିରହିଥିବାରୁ ଲୋକେ ଛୋଟବଡ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମଣିଭଦ୍ରା ପାଦଦେଶ ତଥା ମହାନଦୀ କୂଳରେ ଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri