ଆମ ଜିଲା ଖବର

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ…

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।…

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…

ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ

କୋମନା,୧୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ସିହିନାମୁଣ୍ଡା ଗାଁର ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ଉଦ୍ୟାନବନ୍ଧ ଓ ମାନିଗୁଡା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନିଗୁଡା ଦଳ ଉଦ୍ୟାନବନ୍ଧ…

ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ବ୍ଲକସ୍ତରୀୟ ପ୍ରତିଯୋଗିତା

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟରେ ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଖଡିଆଳ ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ନକୁଲ ଶବରଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ…

ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ ।…

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…

ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍‌ପି

ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ…

ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍‌ଏନ୍‌ କନଫ୍ରେନ୍ସ ହଲ୍‌ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ ଗବେଶକ ଉମାଶଙ୍କର କର ଓ ଉକ୍‌ତା ପରିସଦ ରାଜ୍ୟ ଶାଖା ଆବାହକ ଭାରତ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ବିଡିଓ ପ୍ରିୟଦର୍ଶନ ମିର୍ଦ୍ଧା, ସାପଲହରା ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?