ଲେସ୍ ଟେଣ୍ଡର ପକାଇବେ ନାହିଁ ଠିକାଦାର, ନୂଆ ନିୟମ ଅନୁସାରେ ହେବ ଏମିତି…
ଗୁଣପୁର,୨୯ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ଉପଖଣ୍ଡସ୍ତରୀୟ ଠିକାଦାରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଶେଫାଳି ପାହାଡ଼ ନିକଟ ଗଣେଶ-ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ଅଞ୍ଚଳରୁ ଖ,ଗ,ଘ ବର୍ଗର ଲାଇସେନ୍ସପ୍ରାପ୍ତ ଠିକାଦାରମାନେ ଯୋଗ ଦେଇ ଏକ ସ୍ବତନ୍ତ୍ର…
ମା’ଙ୍କୁ ହତ୍ୟା କଲେ ଜନ୍ମ କଲା ପୁଅ, ଟଙ୍କା ଦେବାକୁ ମନା କରିବାରୁ…
ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି ଘଟଣା ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା ଅଞ୍ଚଳରେ ଘଟିଛି…
ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…
ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାର ଧମକ ଦିଆଯାଉଛି ନଚେତ୍ ବିଦ୍ୟୁତ ସଂଯୋଗ…
ହସ୍ପିଟାଲ୍ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର
ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର ବହୁ ଯନ୍ତ୍ରପାତି ପୋଡ଼ି ଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ…
ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ
ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ…
ସାଇକେଲ୍କୁ ଧକ୍କା ଦେଇ ହଠାତ୍ ଜଳିଗଲା ବାଇକ୍: ଆଉ ତା’ପରେ…
ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍ ଜଳିଯାଇଛି। ସେଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବାରଣ୍ଡାପାଟ…
ରାସ୍ତାରେ ଡ୍ରେନେଜ୍ ପାଣି, ବଢୁଛି ଅସନ୍ତୋଷ
ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା ପଡ଼ାବାସୀଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି। ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୨…
ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ
ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍ର ୬ ପଞ୍ଚାୟତର ୮୬ ଗ୍ରାମରୁ କ୍ଷତିଗ୍ରସ୍ତ ଗ୍ରାମବାସୀ ଏକତ୍ର ହୋଇ ନାଲ୍କୋ, ବେଦାନ୍ତ ସମେତ…
କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍ ଦେଉଛି ଆନ୍ଧ୍ର
ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…
ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…
ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗ୍ରାମ୍ୟ ଦେବତା ବାବା ଖଣ୍ଡୁଆଳ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ…
ବଳାତ୍କାର ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….
ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ ତାଙ୍କ ଓକିଲ ଡି. ଭେଙ୍କଟରାଓ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ବାସୁଦେବ…

