ଆମ ଜିଲା ଖବର

ଦୁଖିକଁର ପିଛା ନାଇଁ ଛାଡ଼ବାର ଦୁଖ୍‌

ଲୋଇସିଂହା,୧୬।୯(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗାଁର ଦୁଖି ପଧାନ(୪୫)। ଟଁକା ପଏସା ଅଭାବୁ ମାଏକିନାର ପଥରୀ ରୋଗ୍‌ର ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ଫେର ଲଗେତ୍‌ ବରଷା ତାକର ପାରିବାରିକ୍‌ ଜୀବନକେ ଦୁହୁଲେଇ ଦେଇଛେ। ବରଷାରେ ତାକର ଘରଟା…

କ.ନୂଆଗାଁ ବ୍ଲକରେ ଅର୍ଥ ହେର୍‌ଫେର୍‌

ଫୁଲବାଣୀ ଅଫିସ, ୧୬ା୯-କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ୭୫ଲକ୍ଷ ଟଙ୍କାର ଦୁର୍ନୀତିକୁ ଏବେ ସବୁ କ୍ଷେତ୍ରରେ ଚପାଇ ଦିଆଯାଇଛି। ଯେଉଁମାନେ ଟଙ୍କା ହଡପ କରିଥିଲେ ସେମାନଙ୍କ ପାଖରୁ ଅଦ୍ୟାବଧି ଏହା ଆଦାୟ କରାଯାଇ ପାରୁନାହିଁ । ପୁଣି ସେହିପରି କ.ନୂଆଗାଁ ବ୍ଲକ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଫୁଲବାଣୀ ଅଫିସ/ଖଜୁରିପଡା, ୧୬ା୯- କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ରବିବାର ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଜଣେ କନଷ୍ଟେବଳଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଦିବ୍ୟାଙ୍ଗ ଯୁବତୀ…

ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ସ୍ଥାନରେ ବକ୍ସିପଲ୍ଲୀସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହରିକୃଷ୍ଣ ଶତପଥୀ ଯୋଗ ଦେଇଛନ୍ତି। ବ୍ରହ୍ମପୁରରୁ ପ୍ରାୟ…

ରାଜ୍ୟର ୩୬ ହଜାର ଲୋକ ପାଇଛନ୍ତି ସେବା

ଛତ୍ରପୁର, ୧୬ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ଏବଂ ଜିଲା ପ୍ରଶାସନ ପକ୍ଷରୁ ମିଳିତ ଭାବେ ରବିବାର ଛତ୍ରପୁର ମିନି ଷ୍ଟାଡିୟମରେ ମେଗା ଆଇନ ସେବା ଓ ସଚେତନତା ଶିବିର ଆୟୋଜନ ହୋଇଥିଲା। ଏଥିରେ ଅତିଥି ଭାବେ ହାଇକୋର୍ଟ ବିଚାରପତି ସଞ୍ଜୁ…

ନଦୀର ଶତ୍ରୁ ବାଲି ମାଫିଆ

ବ୍ରହ୍ମପୁର ଅଫିସ୍‌,୧୬ା୯-କେବଳ ଋଷିକୁଲ୍ୟା ନୁହେଁ, ଗଞ୍ଜାମ ଜିଲାର ଅନ୍ୟାନ୍ୟ ନଦୀଗୁଡ଼ିକର ସୁରକ୍ଷା ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାଫିଆମାନେ ବେଧଡ଼କ ଭାବେ ନଦୀ ବାଲି ଚାଲାଣ କରୁଛନ୍ତି । କିନ୍ତୁ ପ୍ରଶାସନ ପକ୍ଷରୁ ଏହାକୁ ରୋକିବା ଦିଗରେ ପଦକ୍ଷେପ ନିଆଯାଉ…

ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ; ମାଷ୍ଟରମାଇଣ୍ଡଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୬ା୯-ବ୍ରହ୍ମପୁର ବଡ ବଜାର ଥାନା ସୀତାଢ଼ିମ୍ବିରା ସାହିରେ ଗତ ୨୧ ତାରିଖ ରାତିରେ ବିଏମ୍‌ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ହତ୍ୟା ଉଦ୍ୟମ ଘଟଣାର ମାଷ୍ଟରମାଇଣ୍ଡ…

ପିଆରଏମ ମେଡିକାଲ କଲେଜରେ ୟୁନିଡୋର ପ୍ରତିନିଧି ଦଳ

ବାରିପଦା ଅଫିସ,୧୬ା୯- ୟୁନାଇଟେଡ ନେସନ ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ ଅର୍ଗାନାଇଜେସନ(ୟୁନିଡୋ)ର ଏକ ପ୍ରତିନିଧୀ ଦଳ ରବିବାର ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପରିଦର୍ଶନରେ ଆସିଥିଲେ। ୟୁନିଡୋର ଇଣ୍ଡିପେଣ୍ଡେଣ୍ଟ କନସଲଷ୍ଟାଣ୍ଟ ଡରୋଥି ଲକ୍ସଙ୍କ ନେତୃତ୍ୱରେ ଷ୍ଟେଟ ପଲ୍ୟୁସନ କଣ୍ଟୋଲ ବୋର୍ଡର ରିଜିଓନାଲ…

ପୋତି ହୋଇଛି ଡ୍ରେନ, ରାସ୍ତା ଉପରେ ନର୍ଦ୍ଦମା ପାଣି

ଖଣ୍ଡପଡ଼ା,୧୬ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ସାହି ବସ୍ତି ଓ ମୁଖ୍ୟ ରାସ୍ତା କଡରେ ଥିବା ଡ୍ରେନଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ପୋତି ହୋଇଗଲାଣି। ଫଳରେ ସମ୍ପ୍ରତି ବର୍ଷା ସମୟରେ ଡ୍ରେନରେ ପାଣି ଯାଇ ନ ପାରି ରାସ୍ତା ଉପରେ ପ୍ରବାହିତ…

ନିମ୍ନମାନର ଚାଉଳ ନେଲେନି ହିତାଧିକାରୀ : ନରସିଂହପୁର ପଞ୍ଚାୟତରେ ଚାପା ଉତ୍ତେଜନା

ରଣପୁର,୧୬ା୯(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତର ରାଶନ କାର୍ଡ ହିତାଧିକାରୀମାନେ ନିମ୍ନମାନର ଚାଉଳ ନ ନେଇ ଫେରାଇ ଦେଇଛନ୍ତି। ଏହି ଘଟଣାକୁ ନେଇ ରବିବାର କିଛି ସମୟ ପାଟିତୁଣ୍ଡ ହେବା ସହ ହିତାଧିକାରୀ ଅସନ୍ତୋଷ ବ୍ୟକ୍ତ କରି ଫେରି ଯାଇଛନ୍ତି। ଏହି…

ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା

ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର ଖାଦ୍ୟ ଦିଆଯିବ ସେ ଲକ୍ଷ୍ୟ ନେଇ ରାଜ୍ୟ ସରକାର ବିଦ୍ୟାଳୟରେ କିଚେନ ଗାର୍ଡେନ (ନ୍ୟୁଟ୍ରିଶନ୍‌…

ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଚାରାରୋପଣ

ଧର୍ମଶାଳା,୧୬ା୯(ଡି.ଏନ୍‌.ଏ.)- ରାଜ୍ୟ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ଧର୍ମଶାଳା ଶାଖା ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜଗନ୍ନାଥ ସଡ଼କର ଉଭୟ ପାର୍ଶ୍ୱରେ ଶତାଧିକ ଚାରାରୋପଣ କରାଯାଇ ବୃକ୍ଷର ଉପକାରିତା ଉପରେ ଜନସଚେତନତା କରାଯାଇଛି। ଏହି କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?