ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ
ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର ବିରୁଆ(୨୨)। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଖଗେଶ୍ୱର ଘରେ ଶୋଇଥିବାବେଳେ ତାଙ୍କୁ ସାପ…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି
ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟାଟା ଏସି ଭୁବନେଶ୍ୱରରୁ ମୟୁରଭଞ୍ଜ ଜିଲାର ଜଶିପୁର ବଜାରକୁ ୱାସିଙ୍ଗ ମେସିନ…
ପଞ୍ଚାୟତ ସଭା ଚାଲିଥିବା ବେଳେ ତଡ଼ା ଖାଇଲେ ସରପଞ୍ଚଙ୍କ ସ୍ବାମୀ
ଆନନ୍ଦପୁର,୩୦।୫: ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଚାୟତର ସଭା ଚାଲିଥିବା ବେଳେ ସରପଞ୍ଚଙ୍କ ସ୍ବାମୀଙ୍କୁ ତଡ଼ା ଖାଇବାକୁ ପଡ଼ିଛି। ସୂଚନାଯୋଗ୍ୟ, ମହିଳା ସରପଞ୍ଚଙ୍କ ଅନୁପସ୍ଥିତିରେ ତାଙ୍କ ସ୍ବାମୀଙ୍କ ଦାରା ଚାଲିଥିବା ସଭାକୁ ପଞ୍ଚାୟତ ପ୍ରତିନିଧି ବିରୋଧ…
ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ
ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ଓ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ…
ଝଡ଼ ବତାସ ନେଲା ଜୀବନ
ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି…
୩୯ ବର୍ଷ ପରେ ଟିଟିଲାଗଡ଼କୁ ମନ୍ତ୍ରୀ ପଦ
ଟିଟିଲାଗଡ଼,୩୦ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ବୁଧବାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଟିଟିଲାଗଡ଼…
ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା
ବୀରମହାରାଜପୁର, ୩୦ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ପୋଲିସ…
ରାସ୍ତାରେ ପିଲେଟ ନେଉଛି ଜୀବନ: ଲୋକେ ଅସନ୍ତୋଷ
ଯୋଡ଼ା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ଯୋଡ଼ା-ବାମେବାରୀ ରାଜ୍ୟରାଜପଥ ନଂ ୨ରେ ପ୍ରବଳମାତ୍ରାରେ ପିଲେଟ ପଡ଼ି ରାସ୍ତାଟି ଏକ ମରଣଯନ୍ତାରେ ପାଲଟିଛି। କ୍ରମାଗତ ଭାବେ ଏହିପରି କେନ୍ଦୁଝର ଜିଲାରେ ଘଟିଚାଲିଛି। ବାରମ୍ବାର ଏହି ଖବର ପ୍ରକାଶ ପାଉଥିଲେ ମଧ୍ୟ ପ୍ରଶାସନ…
ବ୍ରହ୍ମପୁରରେ ସ୍ଥାପନ ହେବ ୫ ଦୁଗ୍ଧ ଏଟିଏମ୍
ଛତ୍ରପୁର,୩୦ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଦୁଗ୍ଧ ଉପତ୍ାଦନ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଦୁଗ୍ଧ ଉପତ୍ାଦନ ବୃଦ୍ଧି କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗଞ୍ଜାମ ଓ…
କୌଳିକ ବୃତ୍ତି ବଞ୍ଚାଇ ରଖିବାକୁ ମିଳୁନି ପ୍ରୋତ୍ସାହନ: ଦୁର୍ଦ୍ଦିନରେ କୁମ୍ଭକାର ପରିବାର
(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ କେତେକ କୁମ୍ଭକାର ପରିବାର ନିଜ କୌଳିକ ବୃତ୍ତିକୁ ଛାଡ଼ି ପାରୁନାହାନ୍ତି।…
ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ
ଆସିକା,୩୦ା୫(ଡି.ଏନ୍.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟିଥିଲା।…
ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ
ବ୍ରହ୍ମପୁର ଅଫିସ୍,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି ବ୍ୟବସ୍ଥା କରାଗଲା ନାହିଁ। ଫଳରେ ବିଶ୍ୱବିଦ୍ୟାଳୟ ପରିଚାଳନାରେ ଗୁରୁତର ବିଭ୍ରାଟ ଦେଖିବାକୁ ମିଳୁଛି। ଏପରିକି…
Archives


