ଆମ ଜିଲା ଖବର

ଆଜି ଖୋଲାଯିବ ରେଙ୍ଗାଳି ଗେଟ୍‌

କଣିହାଁ,୧୫।୯(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରବିବାର ପୂର୍ବାହ୍ନ ୯ଟାରେ ଗୋଟିଏ ଗେଟ ଖୋଲାଯିବ ବୋଲି ଡ୍ୟାମ୍‌ ନିର୍ବାହୀ ଅଧିକାରୀ ଅଜିତ କୁମାର ଜେନା ଗଣମାଧ୍ୟମକୁ ଜଣାଇଛନ୍ତି। ଜେନା କହିଛନ୍ତି, ଶନିବାର ରାତି ୯ଟା ସୁଦ୍ଧା…

ରେବତୀ ବଣିଆ ନୂଆସାହି ରାସ୍ତା ନିର୍ମାଣକୁ ବିରୋଧ, ଗ୍ରାମବାସୀଙ୍କ ରାସ୍ତାରୋକୋ

ଖଣ୍ଡପଡା,୧୫।୯(ସ୍ବ.ପ୍ର.)-ଖଣ୍ଡପଡା ବ୍ଳକ ଅଧୀନ ମର୍ଦ୍ଦରାଜପୁର ପଞ୍ଚାୟତର ରେବତୀ ବଣିଆ ନୂଆସାହି ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ଦାବି କରାଯାଇଛି। ଏ ନେଇ ବେଣାଗାଡିଆ ପଞ୍ଚାୟତ ଅଧୀନ ବରକୋଳି ଗ୍ରାମବାସୀ ଟାୟାର ଜାଳି ରାସ୍ତାରୋକୋ କରିବା ଯୋଗୁ ଶନିବାର ଦିନତମାମ ଖଣ୍ଡପଡା-କଣ୍ଟିଲୋ…

ସ୍କୁଲ ପରିଦର୍ଶନ ବେଳେ ଡିଇଓ ଖପ୍ପା

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଅଞ୍ଚଳର ବିଭିନ୍ନ ସ୍କୁଲକୁ ଅଚାନକ ପରିଦର୍ଶନରେ ଆସିଥିଲେ। ବିଦ୍ୟାଳୟଗୁଡିକୁ ଯାଇ ଛାତ୍ରୀଛାତ୍ରଙ୍କୁ ପାଠ ପଚାରିବା ସହ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ବିଭିନ୍ନ ପ୍ରଶ୍ନ କରିଥିଲେ। ହେଲେ…

ଉଚ୍ଛେଦ ହେଲା, ଥଇଥାନ ହେଉନି: ଦୁର୍ଦ୍ଦଶାରେ ଉଠା ଦୋକାନୀ

ବଇଣ୍ଡା,୧୫ା୯(ଡି.ଏନ.ଏ) – କିଶୋରନଗର ବ୍ଲକର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡା ଛକ ଏବେ ଛାରଖାର ହୋଇଯାଇଛି। ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଉଭୟପାର୍ଶ୍ୱରେ ଥିବା ୫ଶହ ଉଠା ଦୋକାନୀ ଓ ବାସଗୃହ ଉଚ୍ଛେଦ ହୋଇଥିବାବେଳେ ଏବେ ଉଠା ଦୋକାନୀଙ୍କ…

ଡ୍ରେନ ନିର୍ମାଣରେ ଅନିୟମିତତା, ତଦନ୍ତ ଦାବି

ଖଣ୍ଡପଡା,୧୫।୯(ସ୍ବ.ପ୍ର.) -ଖଣ୍ଡପଡା ସହରର ୧ନଂ ୱାର୍ଡରେ ସିମେଣ୍ଟ କଂକ୍ରିଟ ରାସ୍ତା ଉପରେ ୫ ଇଞ୍ଚ ଓସାରର ଏକ ଡ୍ରେନ ନିର୍ମାଣକୁ ନେଇ ସ୍ଥାନୀୟ ୱାର୍ଡ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅନିୟମିତତା କାର୍ଯ୍ୟର ତଦନ୍ତ ପାଇଁ ସ୍ଥାନୀୟ ଦୁର୍ନୀତି…

ଓଡ଼ଶର ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଦଶପଲ୍ଲା,୧୫ା୯ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସରିଗଣ୍ଡା ପଞ୍ଚାୟତର ଓଡ଼ଶର ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା ପଡ଼ିଛି। କେନ୍ଦ୍ରରେ ଖାଦ୍ୟ ଦେବାରେ ଅନିୟମିୟତା ଏବଂ ପିଲାଙ୍କ ଦେଖାଶୁଣାରେ ଅବହେଳା ନେଇ ଗ୍ରାମର କେତେକ ଲୋକ ତାଲା…

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ କିପରି ତୁରନ୍ତ ରୋକାଯାଇ ପାରିବ ସେ ସମ୍ପର୍କରେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ…

ଆବାସ ଯୋଜନାରୁ ବଞ୍ଚିତ: ଭଙ୍ଗା କୁଡ଼ିଆ ତଳେ ବିତୁଛି ଜୀବନ

ଗଣିଆ,୧୫।୯(ଡି.ଏନ.ଏ.)-ସମସ୍ତଙ୍କ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ମୌଳିକ ଆବଶ୍ୟକତା ଅଟେ । ଏହାକୁ ବାଦ୍‌ ଦେଇ ମଣିଷ ଚଳିବା କଷ୍ଟସାଧ୍ୟ। ଏହି ପ୍ରରିପ୍ରେକ୍ଷୀରେ ଆର୍ଥିକ ଅନଗ୍ରସର ଲୋକମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ବ୍ୟାଙ୍କରେ ଶୂନ, କ୍ୟାଶ୍‌ବୁକ୍‌ରେ ସୁଧ ସହ ଅପ୍‌ଡେଟ୍‌: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ କରାଯାଇଛି। ୨୦୧୭ ଡିସେମ୍ବର ୧୫ରୁ ୨୦୧୮ ମେ ୩୧ ମଧ୍ୟରେ ତତ୍‌କାଳୀନ ଜିଲାପାଳ ଅନିଲ ସାମଲଙ୍କ ଦସ୍ତଖତ ଜାଲିଆତି କରାଯାଇ ଉକ୍ତ ଟଙ୍କା ଉଠାଇ ନିଆଯାଇଥିଲେ…

ସାପ କାମୁଡ଼ାରେ ନାବାଳକ ମୃତ: ମେଡିକାଲରେ ଗୁଣିଆ କଲେ ଝଡ଼ାଫୁଙ୍କା

ଅନୁଗୋଳ ଅଫିସ, ୧୫।୯ – ସାପ କାମୁଡ଼ାରେ ଗୁରୁତର ହୋଇଥିବା ଜଣେ ନାବାଳକଙ୍କ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ମୃତ ଘୋଷଣା ପରେ ଶବ ବ୍ୟବଚ୍ଛେଦ କରିବା ପରିବର୍ତ୍ତେ ପରିବାର ଲୋକେ ସେଠାରେ…

ବ୍ୟାପୁଛି ଭୂତାଣୁ ଜନିତ ରୋଗ: ହଜାରେରୁ ଅଧିକ ଗୋରୁ ଆକ୍ରାନ୍ତ

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପୁଛି ଭୂତାଣୁଜନିତ ରୋଗ। ଏହି ରୋଗରେ ଅଞ୍ଚଳର ବହୁ ଗୋରୁ ଆକ୍ରାନ୍ତ ହେଉଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗୋରୁଙ୍କ ଚର୍ମରେ ସଂକ୍ରମଣ ହୋଇ ଏହା ଦେହସାରା ମାଡ଼ିଯାଉଛି। ବଡ ବଡ ଫୋଟକା…

ଆମ୍ବୁଲାନ୍ସ ଗଲାନି, ବୁହାହେଲେ ଗର୍ଭବତୀ

ଫୁଲବାଣୀ ଅଫିସ, ୧୫ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତା ଅବରୋଧକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ନିଜସ୍ବ ସ୍ଥାନରେ ରାସ୍ତା ଅଛି ବୋଲି ପଟ୍ଟାଧାରୀ କହୁଥିବାବେଳେ ଗ୍ରାମବାସୀ ଏହାକୁ ବିରୋଧ କରୁଛନ୍ତି। ରାସ୍ତା ଅବରୋଧ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?