ଜାତୀୟ ମହିଳା ଆୟୋଗ ସଦସ୍ୟଙ୍କ କନ୍ଧମାଳ ଗସ୍ତ
ଫୁଲବାଣୀ ଅଫିସ,୧୫ା୯-ଜାତୀୟ ମହିଳା ଆୟୋଗ ସଦସ୍ୟ ଚନ୍ଦ୍ରମୁଖୀ ଦେବୀ କନ୍ଧମାଳ ଗସ୍ତରେ ଆସି ମହିଳାମାନଙ୍କ ବିଭିନ୍ନ ସମସ୍ୟା ଉପରେ ଅବଗତ ହେବା ସହ ସମୀକ୍ଷା କରିଛନ୍ତି। ଶନିବାର ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ବୈଠକରେ ସମାଜରେ ଲିଙ୍ଗଗତ ଭେଦଭାବ ଦୂର କରିବା,…
ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ସ୍ବାମୀ ଗିରଫ
ବାଲିଗୁଡା,୧୫ା୯(ଡି.ଏନ.ଏ.)-ବାଲିଗୁଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାସକ୍ତ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଶନିବାର ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ କୁନାସାଲୁ ଗ୍ରାମର ମୁଞ୍ଜୁୁକା ମଳିକ ନିଶାସକ୍ତ ଅବସ୍ଥାରେ ତାଙ୍କ ସ୍ତ୍ରୀ ଲୁଦେଡିଙ୍କୁ ଏକ ଟାଙ୍ଗିଆରେ ହାଣି ହତ୍ୟା…
ହୃଦ୍ଘାତରେ କଏଦୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ (୩୫)ା ତାଙ୍କ ଘର ହିଞ୍ଜିଳିକାଟୁ ଥାନା ଦୁର୍ବନ୍ଧ ଡେରା ସାହି ବୋଲି ମେଡିକାଲ ଫାଣ୍ଡି…
ୟୁପିରୁ ଦୁଇ ଭାଇଙ୍କୁ ଗିରଫ କଲା ଛତ୍ରପୁର ପୋଲିସ
ଛତ୍ରପୁର,୧୫ା୯(ଡି.ଏନ.ଏ)-ଦଶ ଚକିଆ ଟ୍ରକରେ ବ୍ୟାଟେରି ସହ ଗଞ୍ଜେଇକୁ ଆନ୍ଧ୍ରରୁ ଓଡିଶା ଦେଇ ଉତ୍ତରପ୍ରଦେଶ ଚାଲାଣ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ ପୋଲିସ ଗିରଫ କରିଛିି ା ଏମାନେ ହେଲେ ଉତ୍ତରପ୍ରଦେଶ ରାଜ୍ୟ ଏଟା ଜିଲା ପିଲୁୱା ଥାନା ଅଞ୍ଚଳର ଅଲି ହସନ…
ଓସିଏ ଭୋଟର୍ ତାଲିକାକୁ ନେଇ ବିବାଦ
ବ୍ରହ୍ମପୁର ଅଫିସ୍,୧୫ା୯-ଅନେକ ବର୍ଷ ପରେ ଓଡ଼ିଶା କ୍ରିକେଟ ଆସୋସିଏଶନ୍(ଓସିଏ) ନିର୍ବାଚନ ହେବାକୁ ଯାଉଛି । ଆସନ୍ତା ୨୭ତାରିଖରେ ନିର୍ବାଚନ ହେବ। ଏଥିରେ ମୋଟ ୭୩ଜଣ ଭୋଟର୍ଙ୍କ ନାମ ପ୍ରକାଶ କରାଯାଇଛି। ଭୋଟର୍ ହେବା ପାଇଁ ବିଭିନ୍ନ ସଂଘ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକରୁ…
ବାଂଶପାଣି ଅଞ୍ଚଳରେ କୋଇଲା ଚୋରା ଚାଲାଣ
ଯୋଡ଼ା, ୧୫।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ବାଂଶପାଣି ଠାରେ ଚୋରା କୋଇଲା କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ପ୍ରଶାସନ ଓ ଖଣି ବିଭାଗ ନୀରବଦ୍ରଷ୍ଟା ସାଜିଛି। ଚୋରା କାରବାର ନେଇ…
ସିଦ୍ଧ ମଠରେ ସିଦ୍ଧ ଜଗନ୍ନାଥ
କେନ୍ଦୁଝର, ୧୫।୯(ଡି.ଏନ.ଏ.)-କେନ୍ଦୁଝରର ଜଗନ୍ନାଥ ସଂସ୍କୃତିର ଆରମ୍ଭ ବିଷୟରେ କୌଣସି ଠିକ୍ ତଥ୍ୟ ନ ଥିବା ପୁରୁଣାକାଳିଆ ଲୋକମାନେ କୁହନ୍ତି। ତେବେ ଜନଶ୍ରୁତି ଅନୁସାରେ କେନ୍ଦୁଝର ସହରଠାରୁ ୫କି.ମି. ଦୂରରେ ଥିବା ସିଦ୍ଧମଠଠାରେ ସିଦ୍ଧ ଜଗନ୍ନାଥଙ୍କୁ ପ୍ରତିଷ୍ଠିତ କରି ପୂଜାର ଆରମ୍ଭ କରିଥିଲେ…
ମହିଳାଙ୍କୁ ସ୍ବାବଲମ୍ବୀ କରିବ ଗେଣ୍ଡୁ ଚାଷ
ବନ୍ତ,୧୫।୯(ସ୍ବ.ପ୍ର.)- ମହିଳାମାନଙ୍କୁ ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବା ସହିତ ସେମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୟାସ ଜାରି ରହିଛି। ଭଦ୍ରକ ଜିଲା ପ୍ରଶାସନ ଓ ଉଦ୍ୟାନ କୃଷି ବିଭାଗର ମିଳିତ ସହଯୋଗରେ ଓଡ଼ିଶା…
ତାରିଣୀ ମନ୍ଦିରରୁ ଚୋରି ଘଟଣା: ୩ ଗିରଫ
ଭଦ୍ରକ ଅଫିସ, ୧୫।୯- ଭଦ୍ରକ ଗବସାହି ତାରିଣୀ ମନ୍ଦିରରୁ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ ଥାନାରେ ମାମଲା(ନଂ.୨୬୮/୧୯) ରୁଜୁ ହୋଇଛି। ଅନ୍ୟ ଜଣେ ନାବାଳକଙ୍କୁ ଜୁଭେନାଇଲ୍…
‘ଆଦିବାସୀ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦିଅ’: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ
ବାଙ୍ଗିରିପୋଷି,୧୫।୯(ଡି.ଏନ.ଏ.)- ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନରେ ଶୋଷଣ କରାଯାଉଥିବା ପ୍ରତିବାଦରେ ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଏସୋସିଏଶନ ‘ ମାରିସା ସେନା’ ଆନ୍ଦୋଳନ ଚେତାବନୀ ଦେଇଛି। ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ସଙ୍ଗଠନ ପକ୍ଷରୁ ଆଦିବାସୀ ଓ ହରିଜନ…
ଛାତ୍ରୀଙ୍କୁ ଦୁର୍ବ୍ୟବହାର ଘଟଣା: ଅଭିଯୁକ୍ତ ଅଧ୍ୟାପକ ଗିରଫ
ରାସଗୋବିନ୍ଦପୁର,୧୫।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଏକ କଲେଜର ଜଣେ ଆଦିବାସୀ ଛାତ୍ରୀଙ୍କୁ ଶ୍ରେଣୀଗୃହରେ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ଅଧ୍ୟାପକଙ୍କୁ ଶନିବାର ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ.୯୫/୧୯)…
ସଫେଇ କର୍ମଚାରୀଙ୍କୁ ପ୍ରତାରଣା: ୨୬ରୁ କାର୍ଯ୍ୟ ବନ୍ଦ ଚେତାବନୀ
ବାଲେଶ୍ୱର ଅଫିସ, ୧୫।୯-ବାଲେଶ୍ୱର ପୌରପରିଷଦ ଅଧୀନ ୩୧ ୱାର୍ଡ଼ର ରାସ୍ତାଘାଟ ଓ ନାଳ ସଫେଇ କାର୍ଯ୍ୟରେ ୨ଜଣ ଠିକାଦାରଙ୍କ ମାଧ୍ୟମରେ ୩୧୦ଜଣ ସଫେଇ କର୍ମଚାରୀ ୨୦୧୫-୧୬ ମସିହାରୁ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସେମାନଙ୍କ ପ୍ରାପ୍ୟରୁ ଭବିଷ୍ୟତ ପାଣ୍ଠି ବାବଦରେ ୧୨ ପ୍ରତିଶତ…

