ଆମ ଜିଲା ଖବର

ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ମେଳି

ସଜନାଗଡ଼, ୧୫।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଡ଼ିଆରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ଶହ ଚାଷୀଙ୍କୁ ନେଇ ଏକ ମେଳି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆରବନ୍ଧ ପଞ୍ଚାୟତରେ ଚାଷୀ କମିଟି ଗଠିତ ହୋଇଥିଲା।…

ବାଲେଶ୍ୱରରେ ଗୁଳିମାଡ: ଯୁବକ ଗୁରୁତର

ବାଲେଶ୍ୱର ଅଫିସ, ୧୫ା୯-ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ଫକୀରମୋହନ ମେଡିକାଲ କଲେଜ ସମ୍ମୁଖରେ ଶନିବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ବାଦଲ ସାହୁ(୩୦) ନାମକ ଯୁବକଙ୍କୁ ଗୁଳି କରାଯାଇଛି। ୫ଜଣ ଦୁର୍ବୃତ୍ତ ବାଇକରେ ଆସି ଏହି କାଣ୍ଡ…

କଫସିରପ, ନିଶା ବଟିକା ଜବତ: ବ୍ୟବସାୟୀ ଗିରଫ

ସୋନପୁର,୧୪।୯(ନି.ପ୍ର.) : ସୁବର୍ଣ୍ଣପୁର ଜିଲାରେ ବହୁଳ ଭାବେ ଚାଲିଛି ବେଆଇନ କଫସିରପ୍‌ କାରବାର। ଯୁବକମାନେ ଏହାକୁ ନିଶା ପାଇଁ ବହୁଳ ଭାବେ ବ୍ୟବହାର କରି ପଥଭ୍ରଷ୍ଟ ହେଉଛନ୍ତି। ସଦର ପୋଲିସ ଶନିବାର କଫ୍‌ସିରପ ବ୍ୟବସାୟୀ ଆସିକ୍‌ ରସୁଲ ଖାନ(୨୮)ଙ୍କୁ ଗିରଫ କରିଛି।…

କୋଇଲା ଟ୍ରକ ଜବତ, ଡ୍ରାଇଭର ଗିରଫ

ଭୁବନ, ୧୪।୯(ଡି.ଏନ.ଏ.)-କୋଇଲା ଚୋରା ଚାଲାଣ ବେଳେ ଭୁବନ ପୋଲିସ ଏକ ଟ୍ରକ୍‌କୁ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଉକ୍ତ ଟ୍ରକ୍‌ର ନମ୍ବର ନକଲି ବୋଲି ଜଣାପଡ଼ିଛି। ଚାଳକ ଢେଙ୍କାନାଳ ସଦର ଥାନା ବାରଦା ଗ୍ରାମର ଗଜେନ୍ଦ୍ର ବରାଳ (୨୯)ଙ୍କୁ ପୋଲିସ ଗିରଫ…

ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ

ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ ଅଧ୍ୟାପକଙ୍କ ମିଳିତ ପ୍ରଚେଷ୍ଟାରେ ଶିକ୍ଷାନୁଷ୍ଠାନର ଗୌରବ ବଢ଼ିବ ବୋଲି କହିଛନ୍ତି ଭୁବନସ୍ଥିତ ବାଜି ରାଉତ…

୩ ବେଆଇନ ସ’ ମିଲରେ ଚଢ଼ାଉ : ୧୧ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା/ବସ୍ତା, ୧୪।୯(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସଦର ଓ ବସ୍ତା ଥାନା ଅଞ୍ଚଳରେ ଚାଲିଥିବା ୩ଟି ବେଆଇନ୍‌ ସ’ ମିଲ ଉପରେ ଶନିବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ ବେଳେ ୧୧ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ସହ ଯନ୍ତ୍ରାଂଶ ଜବତ ହୋଇଛି। ମିଲ…

ଏମ୍‌ଭିଆଇ ପରିଚୟ ଦେଇ ତୀର୍ଥଯାତ୍ରୀ ବସ୍‌ରୁ ଲୁଟ୍‌ପାଟ : ୫ଜଣଙ୍କୁ କାବୁ କଲେ ଯାତ୍ରୀ

ଜଳେଶ୍ୱର, ୧୪ା୯-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ବେଆଇନ ଭାବେ ଚାନ୍ଦା ଆଦାୟ ଚାଲିଛି। ନକଲି ଏମ୍‌ଭିଆଇ, ଆରଟିଓ, ପୋଲିସ ନାମରେ କେତେକ ଯୁବକ ବିଳମ୍ବିତ ରାତିରେ ଆସୁଥିବା ଗୋରୁ ବୋଝେଇ ଟ୍ରକ୍‌, ମାଛ…

ମୁରିବାହାଲ ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ

ମୁରିବାହାଲ, ୧୪।୯ (ଡି.ଏନ.ଏ) : ବଲାଙ୍ଗୀର ଜିଲା ମୁରିବାହାଲଠାରେ ଅନେକ ବର୍ଷର ପ୍ରତୀକ୍ଷା ପରେ ଜେଏମଏଫସି କୋର୍ଟ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ବଲାଙ୍ଗୀର ଜିଲା ଓ ଦୌରାଜଜ ଶ୍ୟାମସୁନ୍ଦର ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ବ୍ଲକ ପରିସରସ୍ଥ ମାଡା କୋଠାରେ ହୋଇଥିବା…

ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା

ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନାଁରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ…

ଗ୍ରାମସଭାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ଯୋଡ଼ା,୧୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଶିଳ୍ପସଂସ୍ଥାର କାରଖାନା ନିର୍ମାଣ ପାଇଁ ହୋଇଥିବା ଗ୍ରାମସଭାକୁ କେନ୍ଦ୍ରକରି ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଏ ନେଇ ଗଣ୍ଡଗୋଳର ଆଶଙ୍କା କରି ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି…

ବାର୍‌ହା ମାରିବାକୁ ଯାଇ ଶିକାରୀ ମୃତ: ପୋଲିସକୁ ନ ଜଣାଇ ମୃତଦେହ ସତ୍କାର କଲେ ଗ୍ରାମବାସୀ, ପୋଲିସର ତନାଘନା

କେସିଙ୍ଗା, ୧୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପଲମଫାଣ୍ଡି ଅନ୍ତର୍ଗତ ଟକର୍ଲା ପଞ୍ଚାୟତ ରାଏଧୁନିପଦର ଗ୍ରାମର କେତେକ ଲୋକ ସଂଘବଦ୍ଧ ହୋଇ ନିକଟସ୍ଥ ବଜରଗଡ଼ ଜଙ୍ଗଲକୁ ଯାଇ ବାର୍‌ହା ଶିକାର କରୁଥିବା ସମୟରେ ଜଣେ ଶିକାରୀଙ୍କ ମୃତ୍ୟୁ ଘଟିଥିଲା। ସେ…

ହୃଦ୍‌ଘାତରେ କଏଦୀ ମୃତ

ବ୍ରହ୍ମପୁର ଅଫିସ,୧୪।୯: ପତ୍ନୀହନ୍ତା ମାମଲାରେ ଅଭିଯୁକ୍ତ ଭାବେ ଗଞ୍ଜାମ ଜିଲା ମଣ୍ଡଳକାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଲେ ନିର୍ମଳ ସାହୁ (୩୫)। ତାଙ୍କ ଘର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଦୁର୍ବନ୍ଧ ଡେରା ସାହିରେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?