ଆମ ଜିଲା ଖବର

ପୁଣି ମାଲକାନଗିରିରେ ପ୍ଲାଷ୍ଟିକ ଅଣ୍ଡା : ଲୋକେ ଆତଙ୍କିତ

ମାଲକାନଗିରି.୧୪।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମାରେ ଶୁକ୍ରବାର ପ୍ଲାଷ୍ଟିକ ଅଣ୍ଡା ଦେଖିବାକୁ ମିଳିଥିଲା। ତେବେ ପୁଣି ଶନିବାର ସହରର ବସ୍‌ଷ୍ଟାଣ୍ଡ ସମ୍ମୁଖରେ ରହୁଥିବା ଗଙ୍ଗାଧର ପଟ୍ଟନାୟକଙ୍କ ଘରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ ଦେଖାଦେଇଛି। ଗଙ୍ଗାଧର ବଜାରରୁ ୪ଟି ଅଣ୍ଡା କିଣି ଥିଲେ। ତେବେ…

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ କେସ୍‌…

ନିଶା ଦେଇ ନାଲକୋ ଅଧିକାରୀଙ୍କ ଠାରୁ ଟଙ୍କା ଲୁଟ୍‌: ଗୁରୁତର ଅବସ୍ଥାରେ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି

ବଅଁରପାଳ,୧୪।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ନାଲ୍‌କୋ ସିପିପି ସିଏଚ୍‌ପିରେ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ମୋହିନୀ ଚରଣ ମଲିକ ଶୁକ୍ରବାର ରାତିରେ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ନିଶାଦେଇ ଟଙ୍କା, ସୁନା ମୋବାଇଲ ଓ ଏଟିଏମ୍‌ କାର୍ଡ ଲୁଟି ନେଇଥିବା ଜଣାପଡିଛି।…

ପୁରୁଷୋତ୍ତମପୁରରେ ଜାତୀୟ ଲୋକ ଅଦାଲତ: ୨ ଲକ୍ଷ ୭୧ ହଜାର ଟଙ୍କା ଆଦାୟ

ପୁରୁଷୋତ୍ତମପୁର, ୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜାତୀୟ ଲୋକଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ବିଭିନ୍ନ ପ୍ରକାର ଫୌଜଦାରୀ, ପାରିବାରିକ, ଦେୱାନୀ, ଚେକ୍‌ ବାଉନ୍ସ ଓ ବ୍ୟାଙ୍କ ସମ୍ବନ୍ଧୀୟ ମାମଲାର ବିଚାର…

ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟାକଲେ ମାଓବାଦୀ

ମାଲକାନଗିରି,୧୪।୯(ସ୍ବ.ପ୍ର.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ ଦନ୍ତେୱାଡା ଜିଲା ପୁଲୁମ ଗ୍ରାମର ମିଡିୟା ମଞ୍ଜାଲଙ୍କୁ ମାଓବାଦୀମାନେ ଅପହରଣ କରି ନିକଟସ୍ଥ ଜଙ୍ଗଲରେ ପ୍ରଜାକୋର୍ଟକରି ପୋଲିସ ସୂଚନାଦାତା ଦର୍ଶାଇ ସର୍ବସମ୍ମୁଖରେ ଗଳାକାଟି ହତ୍ୟା କରିଛନ୍ତି। ଗ୍ରାମବାସୀଙ୍କୁ ପୋଲିସ ଇନ୍‌ଫର୍ମର କାମ ବନ୍ଦ କରିବାକୁ…

ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ୩ ବର୍ଷର ଶିଶୁକନ୍ୟା ଉଦ୍ଧାର

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ଶନିବାର ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପିଲାଟି କାନ୍ଦୁଥିବା ବେଳେ ଯାତ୍ରୀମାନେ ତାହା ଦେଖି ପୋଲିସକୁ ଖବର ଦେଇଥିଲେ। ସହରାଞ୍ଚଳ ଥାନା ପୋଲିସ କନ୍ୟାଟିକୁ ଉଦ୍ଧାର କରି ଶିଶୁ…

ବାରିପଦା ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଗିରଫ

ବାରିପଦା ଅଫିସ,୧୪।୯: ବାରିପଦା ବସ୍‌ଷ୍ଟାଣ୍ଡରୁ ବାରିପଦା ଟାଉନ ଥାନା ପୋଲିସ ଶନିବାର ୧୫ କେଜି ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଅଣ ଓଡ଼ିଆଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରଞ୍ଜିତ ମଣ୍ଡଳ ଓ ବାବୁଲୁ ସର୍ଦାର।…

ଭଦ୍ରକ ଜିଲା ସ୍କୁଲରେ ‘ରାଷ୍ଟ୍ରୀୟ ହିନ୍ଦୀ ଦିବସ’ ପାଳିତ

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ସ୍କୁଲ ପରିସରରେ ଶନିବାର ରାଷ୍ଟ୍ରିୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଜିଲା ହିନ୍ଦୀ ଶିକ୍ଷକ ସଂଘ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥିଭାବେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଦୀପକ କୁମାର ପାଢ଼ୀଙ୍କ ସମେତ…

ସାପ କାମୁଡ଼ାରେ ନାବାଳକ ମୃତ

ଅନୁଗୋଳ ଅଫିସ,୧୪।୯: ଅନୂୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ ସାପ କାମୁଡ଼ାରେ ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୋଡ଼ାପଡ଼ା ଅଞ୍ଚଳର ଶକ୍ତି ପ୍ରସାଦ ନାଏକ(୧୬)। ଶୁକ୍ରବାର ବିଳମ୍ବିତ ରାତିରେ ଶକ୍ତି ଶୋଇଥିବା ବେଳେ ତାଙ୍କୁ ଏକ ସାପ କାମୁଡ଼ି ଦେଇଥିଲା।…

ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍‌: ଜଣେ ମୃତ, ୩ ଗୁରୁତର

ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ କାରରେ ଥିବା ୬ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଗୁରୁତର ଆହତ ହୋଇଛନ୍ତି।…

ଝାରସୁଗଡ଼ାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧୪।୯(ଡି.ଏନ୍‌.ଏ): ଝାରସୁଗଡ଼ା ଜିଲାର ବ୍ରଜରାଜନଗର ଛୁଆଲିବେରନାଠାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭିର୍ତ୍ତି କରାଯାଇଛି। ତାଙ୍କଠାରୁ…

କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ

ଜୟପୁର, ୧୪।୯(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ ହେବ ଏହି ଦାବିନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ଶନିବାର ଜାତୀୟ ଲୋକ ଅଦାଲତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?