ଆମ ଜିଲା ଖବର

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି। ତେବେ ଚତୁର୍ଥ ମଠ ଭାବେ ମଙ୍ଗୁ ମଠର ପାଳି ପଡିଛି। ପୂର୍ବରୁ ଲଙ୍ଗୁଳି, ଏମାର…

ସାପୁଆରେ ହେବ ସେତୁ

ଢେଙ୍କାନାଳ ଅଫିସ, ୧୪।୯ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ରଥିଆପାଳ ଗ୍ରାମ ନିକଟରେ ପ୍ରବାହିତ ସାପୁଆ ନଦୀରେ ବିଜୁ ସେତୁ ଯୋଜନାରେ ଖୁବ୍‌ ଶୀଘ୍ର ବ୍ରିଜ୍‌ ନିର୍ମାଣ କରାଯିବ। ଏଥିଲାଗି ୫କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିବାବେଳେ ଗ୍ରାମ୍ୟ ନିର୍ମାଣ…

ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିବା ଆଗ୍ନିକଙ୍କୁ ପ୍ରଶଂସା

ଆଗ୍ନିକ ପ୍ରକାଶ କୁମାର ବଳଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରୁଛନ୍ତି। ପାଲଲହଡ଼ା ଦମକଳ କେନ୍ଦ୍ରର ମୁଖ୍ୟ ଆଗ୍ନିକ ଭାବେ କାର୍ଯ୍ୟରତ ପ୍ରକାଶ ନିଜ ଜୀବନକୁ ବିପଦରେ ପକାଇ ଯେପରି ଉଦ୍ଧାର କାର୍ଯ୍ୟ କଲେ ତାହା ସ୍ଥାନୀୟ ଲୋକଙ୍କ ମନକୁ ବେଶ୍‌…

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି। ଏନେଇ କଲେଜ କର୍ତ୍ତୃପକ୍ଷଙ୍କ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ…

ଆଜିଠୁ ପିତୃପକ୍ଷ ଆରମ୍ଭ

ପୁରୀ ଅଫିସ,୧୪ା୯: ପିତୃ ପକ୍ଷରେ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡ ଦାନ କରାଯାଇଥାଏ। ଶନିବାରଠାରୁ ଆରମ୍ଭ ହେବ ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏ ସମ୍ପର୍କରେ ଐତିହ୍ୟ ବିଶାରଦ ଡ.…

ଏମ୍‌ସିସି ସେଣ୍ଟର ଦେଖିଲେ ଯୁଗ୍ମ ସଚିବ: ଆହାର କେନ୍ଦ୍ର ପରିମଳ ଅବ୍ୟବସ୍ଥା ଦେଖି ଖପ୍ପା

ଅନୁଗୋଳ ଅଫିସ, ୧୪।୯ – ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି ସହରର ପରିମଳ ବ୍ୟବସ୍ଥା ଅନୁଧ୍ୟାନ ସହ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି।…

ଚର୍ତୁମାସ୍ୟା ବ୍ରତ ଶେଷ କଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୪ା୯: ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ପବିତ୍ର ଭାଦ୍ରବ ପୂର୍ଣ୍ଣିମାରେ ଶୁକ୍ରବାର ଚର୍ତୁମାସ୍ୟା ବ୍ରତ ସମାପନ କରିଛନ୍ତି। ଏହି ଅବସରରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ମଠାରୁ ବାହାରି ବାଟମଙ୍ଗଳା ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ମା’…

ହସ୍ପିଟାଲରୁ ନାଗସାପ ଛୁଆ ଉଦ୍ଧାର

ପୁରୀ ଅଫିସ, ୧୪ା୯: ଚନ୍ଦନପୁର ହସ୍ପିଟାଲରୁ ଶୁକ୍ରବାର ଏକ ନାଗସାପ ଛୁଆ ଉଦ୍ଧାର କରାଯାଇଛି। ସ୍ନେକ ହେଲ୍‌ପ ଲାଇନ ସଦସ୍ୟ ନିହାର ରଞ୍ଜନ ପଣ୍ଡା ଏହି ସାପ ଛୁଆଟିକୁ ଉଦ୍ଧାର କରିଥିଲେ। ଅପରାହ୍ନରେ ହସ୍ପିଟାଲ ସମ୍ମିଳନୀ କକ୍ଷରେ ଏକ ନାଗସାପ ଛୁଆକୁ…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର ବିକାଶ ସାଙ୍ଗକୁ କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷା ଦିଗରେ କାର୍ଯ୍ୟ କରାଯିବ। ଶ୍ରୀକ୍ଷେତ୍ର ପାଇଁ…

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ବିଶ୍ୱ ବିନ୍ଧାଣି ପୂଜା ପାଇବେ। ପୂଜା ମଣ୍ଡପକୁ ନିଆରା…

ଆର୍‌ଟିଓରେ ଭିଡ଼ ମହିଳାଙ୍କ ପାଇଁ ହେଉନି ସ୍ବତନ୍ତ୍ର ଧାଡ଼ି

ପୁରୀ ଅଫିସ, ୧୪ା୯: ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ସବୁଠି ଏବେ ହଇଚଇ। ପୋଲିସ ଅଧିକ ସକ୍ରିୟ ହୋଇପଡିଥିବାବେଳେ ଜୋର୍‌ଦାର ଚାଲିଛି ଧରପଗଡ଼। ମୋଟା ଆର୍ଥିକ ଜରିମାନା ଏବେ ଗାଡ଼ି ଚାଳକ ଏବଂ ମାଲିକଙ୍କ ଆଖିରୁ ନିଦ ହଜାଇ…

ରାସ୍ତାକୁ ନେଇ ବିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧୪ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତାକୁ ନେଇ ବିବାଦ ସୃଷ୍ଟି ହେବା ସହ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପିପଳସାହି ବାସିନ୍ଦା ଧ୍ୱଜ ବେହେରାଙ୍କ ପୈତୃକ ସମ୍ପତି ୩ ଏକର ଜାଗା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?