ଆମ ଜିଲା ଖବର

କେନ୍ଦ୍ରରେ ବିକ୍ରି ହେବ ମାଛ ଖାଦ୍ୟ, ଔଷଧ

ଭଞ୍ଜନଗର,୧୪।୯(ଡି.ଏନ.ଏ)-ନବ ନିଯୁକ୍ତ ଓଡ଼ିଶା ମତ୍ସ୍ୟଚାଷ ଉନ୍ନୟନ ନିଗମ ଅଧ୍ୟକ୍ଷ ଅସିତ ପଟ୍ଟନାୟକ ଶୁକ୍ରବାର ଭଞ୍ଜନଗର ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ପରିଦର୍ଶନରେ ଆସିଥିଲେ। କେନ୍ଦ୍ରର ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ନିଗମ…

ପୂର୍ବ ଶତ୍ରୁତାରୁ ଛୁରାମାଡ, ଅଭିଯୁକ୍ତ ଗିରଫ

କୋଦଳା,୧୪ା୯(ଡି.ଏନ.ଏ.): କୋଦଳା ଥାନା ଫାସି ପଞ୍ଚାୟତର ମେଦିନୀପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୩୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଥିବା ଥାନାଧିକାରୀ ଦିଲୀପ କୁମାର ସାହୁ କହିଛନ୍ତି।…

‘ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନରୁ ଅଲଗା କର’

ବ୍ରହ୍ମପୁର ଅଫିସ୍‌,୧୪ା୯-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ନାନା ସମସ୍ୟା ଦେଇ ଗତି କରୁଛି। ଏହି ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଗୋଟିଏ ପରେ ଗୋଟିଏ କଲେଜର ଛାତ୍ରୀଛାତ୍ରମାନେ ବିଭିନ୍ନ ସମସ୍ୟାକୁ ନେଇ ଅସନ୍ତୋଷ ପ୍ରକାଶ କରୁଛନ୍ତି । ବିଶେଷକରି ପରୀକ୍ଷା ପରିଚାଳନା ଏବଂ ଫଳାଫଳ ପ୍ରକାଶରେ…

ମାଲିକ ନ ଥିବା ଗାଈ ଉଠାଇଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୧୪।୯-ବ୍ରହ୍ମପୁରରେ ଟ୍ରାଫିକ ସମସ୍ୟା ସୁଧାରିବାକୁ ଆଉ ଏକ ପଦକ୍ଷେପ ହାତକୁ ନେଇଛି ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) । ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ବୁଲା ଗୋରୁ, ମଇଁଷିଙ୍କୁ ରାସ୍ତାରୁ ହଟାଇବା ଦିଗରେ ବିଏମସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।…

ହେଲମେଟ୍‌ ନାହିଁ ତ ଚା’ ନାହିଁ

କେନ୍ଦୁଝର, ୧୪ା୯(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ନିକଟସ୍ଥ ସ୍ପଞ୍ଜ ଛକଠାରେ ଥିବା ଏକ ଚା’ ଦୋକାନ ଆଗରେ ଝୁଲୁଛି ଏକ ବ୍ୟାନର। କୌଣସି ବାଇକ ଆରୋହୀ ହେଲ୍‌ମେଟ ପିନ୍ଧି ନ ଥିଲେ ତାଙ୍କୁ ଚା’ ଦିଆଯିବ ନାହିଁ ବୋଲି ଏଥିରେ…

୨୨ ମାସ ପରେ ଘରକୁ ଫେରିଲେ ପାଚିକା ଗୌରୀ

କେନ୍ଦୁଝର,୧୪।୯ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରର ଏକ ନିପଟ ଗାଁର ଜଣେ ମହିଳା ଦିଲ୍ଲୀ ଯାଇ ସେଠାରୁ ବାଟବଣା ହୋଇ ନିଖୋଜ ହୋଇଯିବାର ଦୀର୍ଘ ୨୨ ମାସ ପରେ ଘରକୁ ଫେରିଛନ୍ତି। ସେ ନିଜ ଗାଁ ସ୍କୁଲରେ ଜଣେ ପାଚିକା ଭାବେ କାର୍ଯ୍ୟ କରୁଥିଲେ। ପାଚିକା…

ରାଜ୍ୟସ୍ତରୀୟ ମେଘ ଉତ୍ସବ ଉଦ୍‌ଘାଟିତ: ‘ସଂସ୍କୃତି, ଲୋକନୃତ୍ୟକୁ ଉଜ୍ଜୀବିତ କରେ ଉତ୍ସବ’

ଭଦ୍ରକ ଅଫିସ,୧୪।୯- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଭଦ୍ରକ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାର ଟାଉନ ହଲ୍‌ ପରିସରରେ ରାଜ୍ୟସ୍ତରୀୟ ଦୁଇଦିନିଆ ମେଘ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ସନ୍ଧ୍ୟାରେ…

ପିଆର୍‌ଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ସଫେଇ ସଂସ୍ଥାଠାରୁ ଦାୟିତ୍ୱ ପ୍ରତ୍ୟାହାର

ବାରିପଦା ଅଫିସ,୧୪।୯- ବଣପାହାଡ଼ ଘେରା ତଥା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ରୀୟ ଅନୁଦାନରେ ବାରିପଦା ରଙ୍ଗାମାଟିଆଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟକୁ ଉନ୍ନୀତ କରାଯାଇ…

ଘର ଭାଙ୍ଗିଲେ ହାତୀ

ଠାକୁରମୁଣ୍ଡା ,୧୪ା୯(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ଦୀର୍ଘ ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ବିଭିନ୍ନ ଗ୍ରାମରେ ପଶି ଘର ଭାଙ୍ଗି ଦେବା ସହ ଫସଲ ନଷ୍ଟ କରୁଛନ୍ତି। ଗୁରୁବାର ରାତିରେ ଏହି ହାତୀପଲ କରଞ୍ଜିଆ…

ଟଙ୍କା ସୁନା ଲୁଟି ନେଲେ ଦୁବୃର୍ତ୍ତ

ଉଦଳା,୧୪ା୯(ଡି.ଏନ.ଏ) – ଉଦଳା ଥାନା ଖମଣସାହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବାଗଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ପଶି ନଗଦ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। ବିଳମ୍ବିତ ରାତିରେ ପ୍ରଫୁଲଙ୍କ ପରିବାର ଲୋକେ ଶୋଇଥିବା…

ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ମାମଲା(ନଂ.୯୫/୧୯)ରୁଜୁ କରି ଶୁକ୍ରବାର ସମ୍ପୃକ୍ତ ଅଧ୍ୟାପକଙ୍କୁ…

୨୦ ହଜାର ଟଙ୍କାରେ ୭ ଦିନର ପୁଅ ବିକ୍ରି

ବାଲେଶ୍ୱର ଅଫିସ,୧୪।୯-ଦାରିଦ୍ର୍ୟର ତାଡନା ସହି ନ ପାରି ଏକ ଦମ୍ପତି ତାଙ୍କ ୭ଦିନର ପୁଅକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣା ବାଲେଶ୍ୱର ଜିଲା ଦରଘାପଡିଆ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୂଲମଜୁରି ଲାଗୁଥିବା ଅସହାୟ ପିତା ଓ ପର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?