ବ୍ଲକ୍ ରୋଡ୍ ଜବର ଦଖଲତହସିଲରେ ଅଭିଯୋଗ
ଝୁମ୍ପୁରା, ୨୩।୭ (ଡି.ଏନ.ଏ.)-ଝୁମ୍ପୁରା ବଜାର ଅଞ୍ଚଳର ୨୦ନଂ ଜାତୀୟ ରାଜପଥର ବ୍ଲକ ଛକ ଠାରୁ ତହସିଲ କାର୍ଯ୍ୟାଳୟ ଏବଂ ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଉଖୁଣ୍ଡାକୁ ସଂଲଗ୍ନ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ଅନେକ ସ୍ଥାନରେ ଜବରଦଖଲକୁ ନେଇ ବିବାଦ ଦେଖା ଦେବା…
ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ
ବନ୍ତ, ୨୩।୭ (ଡି.ଏନ.ଏ.) – ଚଳିତ ଖରିଫ ଋତୁରେ କମ୍ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି। ଫଳରେ ଚାଷ କାମ ଆଗେଇ ପାରୁନି। ଅପରପକ୍ଷେ ପାଣିର ଅପବ୍ୟବହାର ନ କରିବାକୁ ଜଳସେଚନ…
ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା
ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ ଦାସଙ୍କ ପୁଅ ଗୋବିନ୍ଦ ଦାସ (୧୩) ରବିବାର ସକାଳୁ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା…
ବିଦ୍ୟାଳୟ ସାମ୍ନାରୁ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ
ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରାଯାଇଛି। ଦୁର୍ବୃତ୍ତମାନେ ଏକ ବୋଲେରୋରେ ତାଙ୍କୁ ଅପହରଣ କରିନେଇଥିବା ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଓ ଛାତ୍ରଙ୍କ…
ମୁକୁଳାପଡ଼ିଛି ନଦୀବନ୍ଧ
ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ବସୁଥିଲେ ବି ଏହାର ସ୍ଥାୟୀ ପ୍ରତିକାର ଲାଗି କୌଣସି…
ବୋଲ୍ବମ୍ ଧ୍ୱନୀରେ କମ୍ପିଲା ତାରେଶ୍ୱରଦେବ ପୀଠ
ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି। ଏହି ଶିବଭକ୍ତଙ୍କ ବୋଲ୍ବମ୍ ଧ୍ୱନୀରେ ମନ୍ଦିର ପରିସର ପ୍ରକମ୍ପିତ ହେବା ସହ ସ୍ବତନ୍ତ୍ର…
ମ୍ୟୁଟେଶନ ମାମଲାର ଶୁଣାଣି ହେଉନି
ବ୍ରହ୍ମପୁର ଅଫିସ୍,୨୩ା୭-ବ୍ରହ୍ମପୁର, କୁକୁଡ଼ାଖଣ୍ଡି ଏବଂ କନିଷି ତହସିଲ୍ କାର୍ଯ୍ୟାଳୟରେ ମ୍ୟୁଟେଶନ୍ (ଜମି ଦାଖଲ ଖାରଜ)ମାମଲାଗୁଡ଼ିକର ଶୁଣାଣି ହେଉନି ବୋଲି ଅଭିଯୋଗ କରିଛି ଗଞ୍ଜାମ ଓକିଲ ସଂଘ। ସୋମବାର ଏ ନେଇ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ…
ନଦୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ ମୃତଦେହ…
ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ
ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ ଏବଂ ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ଏମ୍କେସିଜି ମେଡିକାଲରେ ବୟୋମେଟ୍ରିକ ବ୍ୟବସ୍ଥା…
ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ
ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ…
ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ
ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ ପାଇ…
ନବୀକରଣ ନ ହୋଇ ଓଜନ, ମାପ ଯନ୍ତ୍ର ବ୍ୟବହାର:୨ ବ୍ୟାଙ୍କ ଦେଲେ ଜରିମାନା, ଗୋଟିଏକୁ ନୋଟିସ
ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍ଓ ମାନ୍ୟତାପ୍ରାପ୍ତ ଓଜନ ମାପ ଯନ୍ତ୍ର ବ୍ୟବହାର କରୁନାହାନ୍ତି। ଏ ସମ୍ପର୍କରେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କ…
Archives


