ଆମ ଜିଲା ଖବର

ନିୟମଗିରି ଅଞ୍ଚଳରେ ହାତୀ ଉପଦ୍ରବ: ଏକର ଏକର ଚାଷ ନଷ୍ଟ : କ୍ଷତିପୂରଣ ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନିୟମଗିରି ପାଦଦେଶରେ ଥିବା ଗାଁ ଗୁଡିକରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଗାଁ ମୁହଁା ହୋଇ ଧାନ ଫସଲ ନଷ୍ଟ କରୁଛନ୍ତି। ହାତୀପଲ ତାଡିଝୋଲା ଗାଁରେ ଧାନ ଫସଲ ନଷ୍ଟ…

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ ଅଣ୍ଡା…

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ ନ ଥିବା ଯୋଗୁ ଦୀର୍ଘ ମାସ ଧରି ଏହା ପଡ଼ି ରହିଛି। କାର୍‌ ଭିତରେ…

ପୋକରା ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା: ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କଲେ ହିତାଧିକାରୀ

ଦାରିଙ୍ଗବାଡ଼ି,୧୩ା୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ପୋକରା ଥିବା ଅଭିଯୋଗ ହୋଇଛି। ଅତି ନିମ୍ନମାନର ଚାଉଳ ବଣ୍ଟନକୁ ନେଇ ଘଟଣାସ୍ଥଳରେ ହିତାଧିକାରୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେଠାରେ ଉତ୍ତେଜନା…

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ,୧୩।୯: ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲା ଯୁବ ଯାଦବ ସଂଗଠନ ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ବନ୍ତ ଛକ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତା ଦେଇ ଯାଉଥିବା ଲୋକେ ଏଥିରେ ଦସ୍ତଖତ କରି ସମର୍ଥନ ଜଣାଇଛନ୍ତି। ପ୍ରଥମ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର: ସରକାରୀ ସହାୟତା ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁର ହୀରାମଣି ସେନାପତି (୩୭)ଙ୍କ ଘର ଗତ ରବିବାର ଲଗାଣ ବର୍ଷାରେ ଭାଙ୍ଗି ଯାଇଥିଲା। ଏ ନେଇ ତାଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି। ସୂଚନାଯୋଗ୍ୟ, ହୀରାମଣିଙ୍କ ସ୍ବାମୀ ଦାଦନ ଖଟିବାକୁ…

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବା ବେଳେ…

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା। ଘଟଣାସ୍ଥଳରେ…

ରେଳଧାରଣାରେ କଟି କର୍ମଚାରୀ ମୃତ

ବ୍ରହ୍ମପୁର ଅଫିସ,୧୩।୯: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସରକାରୀ ରେଳବାଇ ଥାନା ଅନ୍ତର୍ଗତ ପୋଡ଼ାପଦର ରେଳଧାରଣାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର୍ଯ୍ୟରତ ଜଣେ ରେଳ କର୍ମଚାରୀଙ୍କ ଉପରେ ପଲାସା – ଭୁବନେଶ୍ୱର ମେମୋ ଟ୍ରେନ ମାଡ଼ିଯିବାରୁ ଘଟଣାସ୍ଥଳରେ…

ହାଟଡ଼ିହୀ ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ହାଟଡ଼ିହୀ,୧୩।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆ ପଞ୍ଚାୟତ ଏଲକଣିଆ ଗ୍ରାମରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ମୋହନ ବେହେରାଙ୍କ ପୁଅ ବାମଦେବ(୧୯)। ବାମଦେବ ବାହାର ରାଜ୍ୟରେ ରହି କାର୍ଯ୍ୟ କରନ୍ତି। ଦେହ ଅସୁସ୍ଥ ହେବାରୁ ଅଳ୍ପଦିନ…

ବିପଦ ସଙ୍କେତ ଅବସ୍ଥାରେ କାଲିମେଳା ସଦର ମହକୁମା ରାସ୍ତା

କାଲିମେଳା, ୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଜୟପୁର- ମୋଟୁ ୩୨୬ ନଂ. ଜାତୟ ରାଜପଥର କାଲିମେଳା ସଦର ମହକୁମା ରାସ୍ତା ଉପରେ ବଡ଼ ବଡ଼ ଗର୍ତ୍ତ ହୋଇ ପୋଖରୀ ଭଳି ପାଣି ଜମି ରହିଛି। ଫଳରେ ଗାଡ଼ି ଦୁର୍ଘଟଣା ହେବା ସମ୍ଭାବନା ରହିଛି।…

କ୍ଷତିଗ୍ରସ୍ତ ଆଦିବାସୀ ମହିଳାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲେ ପଦ୍ମଶ୍ରୀ ଦୈତାରୀ ନାଏକ

କେନ୍ଦୁଝର,୧୩।୯(ସ୍ବ.ପ୍ର.) : ରାଜ୍ୟରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀ ଲୋକଙ୍କୁ ଠକିବା ପରେ ଏମାନଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ରାଜ୍ୟ ସରକାର। ହେଲେ ଏମାନେ ଆହୁରି ଚାଲାକ ହୋଇ ସିଧାସଳଖ ପଇସା ନ ନେଇ ବିଭିନ୍ନ ଯୋଜନା ଆଳରେ ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?