ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ
ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ୨୧୦ କି.ଗ୍ରା-୨୧୭ କି.ଗ୍ରା. ଡେଡ ଲିପ୍ଟ ଉଠାଇ ଦ୍ୱିତୀୟ ସ୍ଥାନରେ ରହି ସେ ଏହି…
ବ୍ୟାୟାମ ଦ୍ୱାରା ଅନେକ ରୋଗରୁ ମୁକ୍ତି ମିଳିଥାଏ
ଭଞ୍ଜନଗର,୭।୧୦(ଡି.ଏନ.ଏ.)-ମେକ୍ସିକୋର ମଣ୍ଟେରେ ଗତ ୨୬ ତାରିଖରେ ମେଦ ବହୁଳତା ଉପରେ ଲଣ୍ଡନ ବିଶ୍ୱ ମେଦବହୁଳତା ମହାସଂଘ ଏବଂ ମେକ୍ସିକୋ ମେଦବହୁଳତା ସମାଜ ମିଳିତ ଆନୁକୂଲ୍ୟରେ ସ୍କୋପ ସମ୍ମିଳନୀ ହୋଇଥିଲା। ଏଥିରେ ବିଶ୍ୱର ୨୦୦ ଡାକ୍ତର ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ସେମାନଙ୍କ…
ଟଙ୍କା ବ୍ୟାଗ ଝାମ୍ପି ନେବା ଘଟଣା: ମିଳିଛି ଫୁଟେଜ, ଧରାପଡିନାହାନ୍ତି ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୭ା୧୦-ଜଣେ ବରିଷ୍ଠ ନାଗରିକଙ୍କ ଟଙ୍କା ବ୍ୟାଗ ବ୍ୟାଙ୍କରୁ ଜଣେ ଦୁର୍ବୃତ୍ତ ଝାମ୍ପି ନେଇଥିଲେ। ଏହି ଘଟଣା ୨ ମାସ ପୁରିବାକୁ ବସିଲାଣି। ବ୍ୟାଙ୍କରେ ଲଗାଯାଇଥିବା ସିସି ଟିଭି ଫୁଟେଜ ପୋଲିସ ସଂଗ୍ରହ କରିଥିଲା। ହେଲେ ଏବେସୁଦ୍ଧା ଅଭିଯୁକ୍ତଙ୍କୁ ଧରିପାରିନାହିଁ। ଅନ୍ୟପଟେ…
ଭୂତଳ ଜଳସ୍ତର ହ୍ରାସ ଅଣାୟତ୍ତ : ନିଷ୍ପତ୍ତି ପତ୍ରରେ ସୀମିତ ଭୂତଳ ଜଳ ପୁନଃଭରଣ
ଯାଜପୁର ଅଫିସ,୭ା୧୦: ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ଖରାମାସରେ ଚାରିଆଡେ ପାଣି ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହେଉଛି। ଯାଜପୁର ଜିଲାର ଖଣି ଓ ଶିଳ୍ପାଞ୍ଚଳରେ ମାଟି ସାମାନ୍ୟ ଲାଲ ରଙ୍ଗର ଏବଂ ବାଲିଆ ଫସଫସିଆ ହୋଇଥିବାରୁ ଭୂତଳ…
ଅବହେଳିତ ଏମ୍ଏସ୍ଏମ୍ଇ ଉଦ୍ୟୋଗୀ : ପାଉଁଶ ଯୋଗାଇଦେବାକୁ କାରଖାନା କର୍ତ୍ତୃପକ୍ଷଙ୍କୁ ଆରଆଇସିଙ୍କ ପତ୍ର
ଯାଜପୁର ଅଫିସ,୭ା୧୦: ଯାଜପୁର ଜିଲାର ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ)ଗୁଡିକ ବିଭିନ୍ନ କ୍ଷେତ୍ରରେ ଅବହେଳିତ ହେଉଛନ୍ତି। ଏମ୍ଏସ୍ଏମ୍ଇ ଉଦ୍ୟୋଗୀଙ୍କୁ ଋଣ ଯୋଗାଇ ଦେବାରେ ଜିଲାର ବ୍ୟାଙ୍କଗୁଡ଼ିକ ଆଦୌ ଆଗ୍ରହ ପ୍ରକାଶ କରୁନାହାନ୍ତି। ତେଣୁ ଅଗଷ୍ଟ ଶେଷ ସୁଦ୍ଧା ଜିଲା…
ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ ରବିବାର ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୪୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ…
ଶ୍ୱଶୁର ଘରୁ ଜ୍ୱାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସିମୁଳିଆ,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନା ଶ୍ରୀକୋଣା ଅଞ୍ଚଳର ଶ୍ୱଶୁର ଘରୁ ଜ୍ୱାଇଁ ପୂର୍ଣ୍ଣଚନ୍ଦ୍ର ମଳିକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିଲେ ହେଁ କାରଣ ଜଣାପଡି ନାହିଁ। ପୋଲିସ ସୂଚନା ଅନୁଯାୟୀ ଶ୍ରୀକୋଣାର…
ବ୍ରାଉନ୍ସୁଗାର ଜବତ, ୨ ଗିରଫ
ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ.…
ପିକ୍ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ
ଆସିକା,୬ା୧୦(ଡି.ଏନ୍.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।…
ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ
ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ ଚନ୍ଦନ ପୋଖରୀରୁ କଳସରେ ପାଣି ଆଣିବା ପରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ରଙ୍ଗବେରଙ୍ଗ…
ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ
ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର…
ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡ଼ି…

