ଆମ ଜିଲା ଖବର

ବୁଡ଼ିଗଲାଣି ବୋଳଂ ଲୁଣଚାଷ

ବାଲିଆପାଳ, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ଉପକୂଳବର୍ତ୍ତୀ ବୋଳଂ ପଞ୍ଚାୟତ ଓ ଆଖପାଖ ଅଞ୍ଚଳରେ ହେଉଥିବା ଲୁଣ ଚାଷ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଲୁଣ ଚାଷ କରି ଜୀବିକା ନିର୍ବାହ କରୁଥିବା ଚାଷୀ ବୃତ୍ତିହରା ହୋଇପଡିଛନ୍ତି। ଏଠାରେ ଗଢି…

କଳାସଂସ୍କୃତି ସଂଘ ପକ୍ଷରୁ ନୂଆଖାଇ ଭେଟ୍‌ଘାଟ୍‌

ଲେଫ୍ରିପଡା, ୧୧।୯(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ କଳାସଂସ୍କୃତି ସଂଘ ପକ୍ଷରୁ ନବମ ନୂଆଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା କାମିନୀ କାଲୋ, ସମିତି ସଭ୍ୟା ଜୟନ୍ତୀ ଗର୍ଡିଆ, ଅଲଇଣ୍ଡିଆ ରେଡିଓ ଷ୍ଟେଶନ୍‌ର ମ୍ୟୁଜିକ୍‌ ଡାଇରେକ୍ଟର…

ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ…

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଥିବାବେଳେ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ। ଫଳରେ ବୌଦ୍ଧ ଜିଲାର ଚାଷୀମାନେ…

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି…

ବୃଦ୍ଧା ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ଅଦାଲତରେ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ଘଟଣାର ଅଭିଯୁକ୍ତା ରାଇମୁନି ମୁଣ୍ଡାଙ୍କୁ…

କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍‌ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ ସାମଗ୍ରୀ…

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ ଖାଲଢ଼ିପ ହେବା ସହ ଖରାପ ହୋଇଯାଉଥିବାର ଦେଖାଯାଉଛି। ଏଭଳି ସମସ୍ୟା ବାରମ୍ବାର ହେଉଥିବାରୁ…

୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର

କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ପ୍ରାୟ ରାସ୍ତା ବୁଡିଯାଇଥିବେଳେ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର…

ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା। ଦ୍ୱିପହର ଧୂପ ବଢିବା ପରେ ମହାପ୍ରଭୁଙ୍କ ବାମନ ବେଶ ଅନୁଷ୍ଠିତ…

ନଷ୍ଟ କରାଗଲା ଦେଶୀ ମଦ ଓ ପୋଚ

ଧରାକୋଟ,୧୧ା୯(ଡି.ଏନ.ଏ.): ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ସଦଳବଳ ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମ ନିକଟସ୍ଥ ନାଳ ପାର୍ଶ୍ୱରେରେ ମଦ ରନ୍ଧା ଯାଉଥିବା ଖବର ପାଇ ବୁଧବାର ଭୋରରେ ଚଢ଼ାଉ କରିଥିଲେ। ପୋଲିସଙ୍କୁ ଦେଖି ମଦ ରାନ୍ଧୁଥିବା ଲୋକେ ଚମ୍ପଟ ମାରିଥିଲେ।…

ନିମାପଡ଼ାରେ ଜବରଦଖଲ ଉଚ୍ଛେଦ

ନିମାପଡ଼ା,୧୧ା୯(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡବ୍ଲ୍ୟୁ ପି(ସି) କେସ ନଂ. ୫୪୮୪/୧୯ ଅନୁଯାୟୀ ନିମାପଡ଼ା ରାଜସ୍ବ ବିଭାଗ ପକ୍ଷରୁ ବୁଧବାର ଦୋଳବେଦି ଛକରେ ଥିବା ସରକାରୀ ଜାଗାରୁ ଜବରଦଖଲ ହଟାଯାଇଛି। ପୋଲିସ ଫୋର୍ସ ସହାୟତାରେ ସ୍ଥାନୀୟ ତହସିଲଦାର କମଲଜିତ ଦାସ, ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?