ଚୋରି ଟିପ୍ପର ଝାଡ଼ଖଣ୍ଡରୁ ଉଦ୍ଧାର : ଅଭିଯୁକ୍ତ ଚମ୍ପଟ
ବଡ଼ବିଲ,୧୯।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହିରୁ ଗୁରୁବାର ବିଳମ୍ବିତ ରାତିରେ ଏକ ହାଇଓ୍ବା ଟିପ୍ପର ଚୋରି ହୋଇଯାଇଥିଲା। ଖବରପାଇ ପୋଲିସ ଟିପ୍ପରର ପିଛା କରିଥିଲା। ଚମ୍ପୁଆ ଥାନାଞ୍ଚଳ ଦେଇ ଟିପ୍ପରଟି ଝାଡ଼ଖଣ୍ଡ ରାଜ୍ୟ ଆଡ଼କୁ ଯାଇଥିଲେ ହେଁ ପୋଲିସ…
ଚିକିତ୍ସାଳୟରୁ ମୃତା ନାବାଳିକାଙ୍କ ଆଖି ତାଡ଼ିନେବା ଅଭିଯୋଗ
ଅନୁଗୋଳ ଅଫିସ,୧୯।୭(ଡି.ଏନ୍.ଏ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜିଲା ଚିକିତ୍ସାଳୟର ମୃତଦେହ ରଖାଯାଉଥିବା ପ୍ରକୋଷ୍ଠରେ ତୃପ୍ତି ଗୋଚ୍ଛାୟତ ନାମକ ଜଣେ ନାବାଳିକାଙ୍କ ମୃତଦେହରୁ ଦୁଇଟି ଆଖି ତାଡ଼ି ନିଆଯାଇଛି। ଏ ନେଇ ବଅଁରପାଳ ଥାନା…
ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା
ରାଜନଗର,୧୯।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ ରାଉତ (୬୦)। ଗୁରୁତର ଅବସ୍ଥାରେ ଫକୀରଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା।…
ଘଣ୍ଟାପଡ଼ା ମେଗା ପଏଣ୍ଟରେ ତାଲା ପକାଇଲେ ଚାଷୀ
ଘଣ୍ଟାପଡ଼ା,୧୯।୭(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ତମ୍ବାସିନା(ଘଣ୍ଟାପଡ଼ା)ରେ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କ ଉନ୍ନତି ପାଇଁ ଏକ ମେଗା ପଏଣ୍ଟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଏଲ୍ଏନ୍ଟି କମ୍ପାନୀକୁ କାର୍ଯ୍ୟଭାର ଦିଆଯାଇଥିଲା। ଗତ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ କଣ୍ଟାମାଳରେ ପାଇପ ଯୋଗେ ପାଣି…
ଅଗ୍ନିକାଣ୍ଡ: ୬ ଗୋରୁ ଜୀବନ୍ତ ଦଗ୍ଧ
ଧାମନଗର, ୧୯।୭(ଡି.ଏନ୍.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦେଉଳଡ଼ିହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବୈଷ୍ଣବ ଜେନାଙ୍କ ଗୁହାଳ ସଂପୂଣ୍ଣ ଜଳିଯାଇଛି। ଗୁହାଳରେ ଥିବା ୪ ଦୁଧିଆଳି ଗାଈ ଏବଂ ୨ ବଡ଼ ଅଣ୍ଡିରା ବାଛୁରୀ ଜୀବନ୍ତ ଦଗ୍ଧ…
ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍ କରି ନେଇଛନ୍ତି ସ୍ବେଚ୍ଛାସେବୀ
ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ କରିଥିବା ସ୍ବେଚ୍ଛାସେବୀ ବିଲ୍ କରି ନେଇଥିବାବେଳେ ଏହା ଅଧାପନ୍ତରିଆ ହୋଇପଡ଼ିଛି। ସ୍ବଚ୍ଛ ଭାରତ…
ଆର୍ଥିକ ଅନଟନ : ନାତିକୁ ବିକିଲେ ଆଈ
ସୋନପୁର,୧୯ା୭(ନି.ପ୍ର.): ଆର୍ଥିକ ଅନଟନ ଯୋଗୁ ଆଈ ନିଜର ୧ ବର୍ଷର ନାତିକୁ ଝିଅଠାରୁ ଅଲଗା କରି ଅନ୍ୟତ୍ର ବିକ୍ରି କରିବାକୁ ପଛାଇ ନାହାନ୍ତି। ସୁବର୍ଣ୍ଣପୁର ଜିଲା ବିନିକା ଥାନା ବିଶାଲପାଲିରେ ଏଭଳି ଘଟଣା ଘଟିଛି। ଶିଶୁପୁତ୍ର ବିକ୍ରି ହୋଇଥିବା ନେଇ ଶିଶୁର…
ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି
ମାଲକାନଗିରି, ୧୯ା୭(ଡି.ଏନ୍.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ ପୁରୁଷ ପୁରୁଷ ଧରି ପ୍ରଚଳିତ ପ୍ରଥା। ଯଦିଓ କେଉଁଠି କେଉଁଠି ଏବେ ଝିଅମାନେ…
ଡିଜିଟାଇଜେଶନ ମାଧ୍ୟମରେ ମିଳିବ କୁପୋଷଣଜନିତ ତଥ୍ୟ: ରାଜ୍ୟରେ ଗଣିଆ ବ୍ଲକରେ ପାଇଲଟ ପ୍ରକଳ୍ପ ଆରମ୍ଭ
ନୟାଗଡ଼ ଅଫିସ/ ଗଣିଆ(ଡି.ଏନ.ଏ.),୧୯।୭-ଜାତୀୟ ପୋଷଣ ପ୍ରତିଷ୍ଠାନ, ହାଇଦ୍ରାବାଦ ଏବଂ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ସମନ୍ବୟରେ ଗୁରୁବାର ଗଣିଆ ବ୍ଳକ କାର୍ଯ୍ୟାଳୟ ପରିସରରେ ଏକ ଡିଜିଟାଇଜେଶନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ଏନ୍. ତିରୁମାଲା ନାୟକ ମୁଖ୍ୟ…
ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ପରଲୋକ
ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନରେ ଯୋଗଦେଇ ୩ ମାସ…
ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ବୋଲଗଡ଼,୧୯ା୭(ଡି.ଏନ.ଏ.)-ନିର୍ବାଚନ କାର୍ଯ୍ୟ ଚାଲିଥିବାବେଳେ କେନ୍ଦ୍ରାପଡ଼ା ପାଟକୁରାଠାରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଏସ୍ପିଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ହୋଇଛି। ଓଡ଼ିଶା ୟୁନିୟନ ଅଫ୍ ଜର୍ନାଲିଷ୍ଟ(ଓୟୁଜେ), ବୋଲଗଡ ବ୍ଲକ ପକ୍ଷରୁ ଉକ୍ତ ଘଟଣାର ବିରୋଧ ଓ ନିନ୍ଦା କରାଯାଇଛି…
ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା:ଡାକ୍ତରୀ ଦଳ ପକ୍ଷରୁ ବିଦ୍ୟାଳୟରେ ସ୍ବାସ୍ଥ୍ୟ ପରୀକ୍ଷା
ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବାଣପୁର ପଞ୍ଚାୟତସ୍ଥ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେଣୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ନୂଆଗଡିଆ ସାହି…
Archives


