ପାଣି ପାଇଁ ନଳକୂପ ପାଖରେ ଲମ୍ବାଧାଡି
ଟିକ୍ରାପଡା, ୨୧ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ କରମତଲା ପଞ୍ଚାୟତ ଅଧିନ ଦାବଯୁରି ଗ୍ରାମରେ ଉକତ୍ଟ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଗାଁରେ ମାତ୍ର ଦୁଇଟି ନଳକୂପ ଥିବା ବେଳେ ଜଳସ୍ତର ହ୍ରାସ ପାଇଥିବାରୁ ସେଥିରୁ ପର୍ଯ୍ୟାପ୍ତ ମାତ୍ରାରେ ପାଣି…
ବଲାଙ୍ଗୀର ଜିଲା: ମାଟ୍ରିକ୍ ପରୀକ୍ଷା ପାସ୍ହାର ୭୩.୦୮ % , ସିଦ୍ଧାନ୍ତ ରାୟ ଜିଲା ଟପ୍ପର
ବଲାଙ୍ଗୀର ଅଫିସ, ୨୧ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ମଙ୍ଗଳବାର ପ୍ରକାଶ ପାଇଛି ା ଜିଲାରେ ପାସ୍ହାର ୭୩.୦୮ ପ୍ରତିଶତ ରହିଛି । ଜିଲାର ୩୬୩ ହାଇସ୍କୁଲର ୨୨ହଜାର ୫୫୩ ଜଣ ପରୀକ୍ଷାର୍ଥୀ ୧୫୬ଟି…
ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଶ୍ରୀକ୍ଷେତ୍ର ବିହାରରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ସହ ଏକତ୍ରିତ ହୋଇଥିବା ୬ ଜଣିଆ…
ରଙ୍ଗିପୁର ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଭକ୍ତଙ୍କ ଭିଡ଼
ଗୋପାଳପୁର,୨୧।୫-ରଙ୍ଗେଇଲୁଣ୍ଡା ବ୍ଲକ ରଙ୍ଗିପୁର ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ୧୬ ତାରିଖରୁ ଆରମ୍ଭ ହୋଇଛି। ମଙ୍ଗଳବାର ଏହି ଯାତ୍ରା ଷଷ୍ଠ ଦିବସରେ ପହଞ୍ଚତ୍ଛି। ମା’ ଠାକୁରାଣୀ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିବା ବେଳେ ପ୍ରତ୍ୟହ ଆଖପାଖ ବହୁ ଭକ୍ତଙ୍କ ସମାଗମ…
ନାଲ୍କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍ ଦାସ
ବଅଁରପାଳ,୨୧।୫(ଡି.ଏନ୍.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ମୋଟ ୨୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୪…
ଓଏସ୍ଆର୍ଟିସି ବସ୍ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ
ଭଞ୍ଜନଗର,୨୧।୫(ଡି.ଏନ୍.ଏ.): କ୍ଷତିରେ ଚାଲୁଥିବା ଭଞ୍ଜନଗର ଓଏସ୍ଆର୍ଟିସିି ଜୋନ୍ରୁ ଅନ୍ୟ ଜୋନ୍କୁ ବସ୍ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ବନ୍ଦ ଡାକରା ଦିଆଯାଇଛି। ସକାଳୁ କ୍ରିୟାନୁଷ୍ଠାନ କର୍ମକର୍ତ୍ତା ସହରରେ ଦୋକାନ ବଜାର ବନ୍ଦ କରିବା ପାଇଁ ନିବେଦନ କରିଥିଲେ।…
ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଯୁବକ ମୃତ
ଜଗନ୍ନାଥପ୍ରସାଦ,୨୧।୫(ଡି.ଏନ.ଏ.)-ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମଙ୍ଗଳବାର ଜଣେ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ୨୧ନଂ. ରାଜ୍ୟ ରାଜପଥର କୁମ୍ପାପଡା ଗ୍ରାମ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବଳରାମ…
ନୟାଗଡ଼ ଜାତୀୟ ରାଜପଥରୁ ଅଚିହ୍ନା ମୃତଦେହ ଉଦ୍ଧାର
ରଣପୁର, ୨୧।୫(ସ୍ବ.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ରାଜସୁନାଖଳା ନିକଟ ଧୂମାନାଳ ପୋଲ ନିକଟରୁ ମଙ୍ଗଳବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ। ତେବେ ମୃତବ୍ୟକ୍ତିଙ୍କ ଶରୀରର ବିଭିନ୍ନ ସ୍ଥାନରୁ ରକ୍ତସ୍ରାବ ହେଉଥିବା ବେଳେ ସେ ଉଲଗ୍ନ…
ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ
ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ ବିଷ୍ଣୁ ପ୍ରସାଦ ବେହେରାଙ୍କ ଭେରାଇଟି ଷ୍ଟୋରର ଟାଇଲ ଓ ସିଲିଂ ଭାଙ୍ଗି ସମାନ ଢଙ୍ଗରେ…
ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%
କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %
ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ। ସେଥିରୁ ୪୭୧ ଜଣ…
କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଗିରଫ
କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ କ୍ରିଷ୍ଣା ଲୋହାର। ତାଙ୍କ ଘର ଟାଉନ ଥାନା ଗମ୍ଭାରୀଆରେ ବୋଲି ଜଣାପଡିଛି। କ୍ରିଷ୍ଣା…
Archives


