ଲେପ୍ରୋସି କଲୋନୀରେ ପଙ୍ଖା ବଣ୍ଟନ
ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଫନୀ ପରେ ଭଞ୍ଜନଗରରେ ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ଭଞ୍ଜନଗରରେ ତାପମାତ୍ରା ସର୍ବାଧିକ ୪୨ ଡ଼ିଗ୍ରୀ ଥିବାବେଳେ ସର୍ବନିମ୍ନ ୨୬ ଡ଼ିଗ୍ରୀ ରହିଥିଲା। ଅସହ୍ୟ ଗରମ ଯୋଗୁ ରାସ୍ତାଘାଟ ପୂର୍ବାହ୍ନ ୧୧ଟାରୁ ଶୂନ୍ଶାନ ହୋଇଯାଇଥିଲା। ବିଦ୍ୟୁତ୍ ସେବା ଥିଲେ…
ଆବାସ ଯୋଜନା କାହା ଲାଗି : ଏସ୍ଇସିସି ତାଲିକାକୁ ନେଇ ସନ୍ଦେହ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୯ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ଆବାସ ଯୋଜନା ସମ୍ପୂର୍ଣ୍ଣ ଦିଗହରା। ଏହି ବ୍ଲକରେ ବ୍ୟାପକ ଭାବେ ଇନ୍ଦିରା ଆବାସ ଦୁର୍ନୀତି ହୋଇଥିବା ନେଇ ପୂର୍ବରୁ ବହୁବାର ଅଭିଯୋଗ ହୋଇଛି। ଲୋକେ ଘର ନ କରି ସରକାରୀ କର୍ମଚାରୀଙ୍କୁ ଧରି…
ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉନି ମହାନଦୀ : କେନ୍ଦ୍ର ଅବହେଳାକୁ ଦାୟୀ
ବ୍ରହ୍ମପୁର ଅଫିସ,୧୯ା୫-କୃଷି ପ୍ରଧାନ ଗଞ୍ଜାମ ଜିଲାର ବହୁବର୍ଷର ଦାବି ଋଷିକୁଲ୍ୟା ଓ ମହାନଦୀ ସଂଯୋଗୀକରଣ ହୋଇପାରିଲା ନାହିଁ। ବିଜେଡି ଓ ଭାଜପା ମେଣ୍ଟ ସରକାର ଅମଳରୁ ଏହି ପ୍ରସଙ୍ଗ ଉଠିଛି ା ଦାବିପୂରଣ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଖି ବୁଜି…
ରସାୟନ ବିଜ୍ଞାନ ପରେ ଗଣିତ ପ୍ରଶ୍ନପତ୍ରରେ ତ୍ରୁଟି
ବ୍ରହ୍ମପୁର ଅଫିସ,୧୯ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଚାଲିଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ଶନିବାର ଗଣିତ ବିଭାଗ ‘ଆଡଭାନ୍ସ କାଲକୁଲେଶନ’ ବିଷୟରେ ସମସ୍ତ ପ୍ରଶ୍ନ ସିଲାବସ ବାହାରୁ ପଡିଥିବା ଜଣାପଡିଛି ା ପରୀକ୍ଷା ଆରମ୍ଭର ୩ ଦିନ…
ଅନ୍ୟ ଜାତିରେ ବିବାହ କରିଥିବାରୁ ସାମାଜିକ ବାସନ୍ଦ: ଗଛମୂଳେ ଆଶ୍ରୟ ନେଇଛନ୍ତି ବାପା,ଝିଅ
ଢେଙ୍କିକୋଟ,୧୯ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମନୋହରପୁର ପଞ୍ଚାୟତ ଖଜୁରି ଜିଆଣି ଗାଁ ା ସେହି ଗାଁର ନାଭ ନାୟକଙ୍କ ସାନପୁଅ ବାଇଧର (୪୨) ଗତ ୧୫ ବର୍ଷ ହେବ ଘର ଛାଡ଼ି ରୋଜଗାର ଅନ୍ବେଷଣରେ ରାଜ୍ୟ ବାହାରକୁ ଚାଲିଯାଇଥିଲେ। ସେଠାରେ…
ଜଜାଙ୍ଗ ଖଣିରେ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ: ଡକାୟତି ଉଦ୍ୟମ, ୪ ଗିରଫ
ଯୋଡ଼ା, ୧୯।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିର ରେଳ ସାଇଡିଂରେ କାର୍ଯ୍ୟରତ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଡକାୟତି ଉଦ୍ୟମ ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଉକ୍ତ ରେଳସାଇଡିଂରେ କାର୍ଯ୍ୟରତ ସୁରକ୍ଷାକର୍ମୀ ପ୍ରେମନାଥ ପ୍ରଧାନଙ୍କୁ…
କାମରେ ଲାଗୁନି ସ୍ଲଟର ହାଉସ
କେନ୍ଦୁଝର, ୧୯ା୫ (ସ୍ବ.ପ୍ର.)-କେନ୍ଦୁଝର ସହରରେ ଏଣେତେଣେ ମାଂସ ଓ ମାଛ ଦୋକାନ ଖୋଲିଥିବାରୁ ସହରର ପରିବେଶ ପ୍ରଦୂଷିତ ହେବାକୁ ଲାଗିଛି ା ଏହାର ପ୍ରତିକାର କରିବା ସହ ସହ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସହର ଠାରୁ…
ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ
ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍ ୭ ତାରିଖରେ ଦେବଦେବ ମହାଦେବଙ୍କ ବିବାହ ସକାଶେ ଲଗ୍ନ ଧରା କାର୍ଯ୍ୟକ୍ରମ ଥିବାରୁ ସେବାୟତ ଓ ଭକ୍ତ ଉତ୍ସାହିତ ଥିଲେ।…
ସରିଲା ଲଗ୍ନଧରା: ୩୦ରେ ଟୁସୁ – ଶଙ୍କରଙ୍କ ବିବାହ
ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶହେରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ରହି କନ୍ୟାକୁ ଆଶୀର୍ବାଦ ଦେଇଥିଲେ।…
ନାବାଳିକା ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୧୯।୫(ଡି.ଏନ.ଏ.)-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ସ୍ବତନ୍ତ୍ର ବିଚାରପତି ପୋକ୍ସୋ ଅଜନ୍ତା ଷଡଙ୍ଗୀ ଶନିବାର ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦଣ୍ଡସ୍ବରୂପ ଦୋଷୀଙ୍କୁ ୧୦ ବର୍ଷ ଜେଲ୍ ସହ ୫ ହଜାର ଟଙ୍କା…
ଜି.ଉଦୟଗିରିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଇଷ୍ଟର କାଣ୍ଟାଟା
ଜି.ଉଦୟଗିରି,୧୮।୫(ଡି.ଏନ.ଏ.)-ଜି.ଉଦୟଗିରି ଠାରେ ଶୁକ୍ରବାର ରାତ୍ର ୮ଟା ସମୟରେ ଆଇୱାଇଏଫ (ଇଣ୍ଟିଗ୍ରାଲ ୟୁଥ୍ ଫେଲୋସିପ୍) ଜି.ଉଦୟଗିରି ଦ୍ୱାରା ଖ୍ରୀଷ୍ଟିୟାନ ହସ୍ପିଟାଲ ରୋଡ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଇଷ୍ଟର କାଣ୍ଟାଟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କୃଶୀୟ ମୃତ୍ୟୁ, ପୁନରୁତ୍ଥାନ ଓ ଏ…
ଭୀମଭୋଇଙ୍କ ଅପ୍ରକାଶିତ ପାଣ୍ଡୁଲିପିର ପ୍ରକାଶନ ଉପରେ ଗୁରୁତ୍ୱ
ସୋନପୁର, ୧୮।୫(ନି.ପ୍ର.)ଭୀମଭୋଇଙ୍କ ସିଦ୍ଧି, ସାଧନା ଓ ସମାଧୀପୀଠ ଖଲିଆପାଲିଠାରେ ସନ୍ଥକବିଙ୍କ ଜୟନ୍ତୀ ଉତ୍ସବ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ. ଶ୍ରୀନିବାସ ଉଦ୍ଗାତା ମୁଖ୍ୟ ଅତିଥିଭାବେ ଯୋଗଦେଇ ଭୀମଭୋଇଙ୍କ ସାହିତ୍ୟ ସାଧନା ଓ ସମାଜକୁ ତାଙ୍କର ଅବଦାନ ବିଷୟରେ ଆଲୋଚନା…
Archives


