ଆମ ଜିଲା ଖବର

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର ଓ…

ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ମୋଟର ଚାଳକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ବିଭିନ୍ନ…

ବିଦ୍ୟୁତ ଆଘାତରେ ଶ୍ୱଶୁର, ଜ୍ୱାଇଁ ମୃତ

ଦଶପଲ୍ଲା,୧୮।୫(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ତୁମାଣ୍ଡି ପଞ୍ଚାୟତ ନରାଜପଡ଼ା ବାଲିସାହି ଗ୍ରାମରେ ଶୁକ୍ରବାର ବିଦ୍ୟୁତ ଆଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭକ୍ତ ଜାନୀ(୩୫), ନକୁଳ ଜାନୀ(୩୦)। ଉଭୟ ସମ୍ପର୍କରେ ଦାଦା ଶ୍ୱଶୁର ଓ ଝିଆରି ଜ୍ୱାଇଁ…

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦ ହଜାରରୁ…

ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ପରିଚୟ ଖୋଜୁଛି ପୋଲିସ

ଚନ୍ଦ୍ରଗିରି,୧୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧୀନ ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ଶୁକ୍ରବାର ମଧ୍ୟରାତ୍ରରେ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି। ଚନ୍ଦ୍ରଗିରି…

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ

ଭଞ୍ଜନଗର,୧୮।୫(ଡି.ଏନ୍‌.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ। ଖବର…

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଅନନ୍ତ ପ୍ରଧାନ ସଭାପତିତ୍ୱ କରି ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା ଓ…

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେହି…

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ ବିସ୍ଫୋରଣ ଘଟାଇଛନ୍ତି। ଏହି ବିସ୍ଫୋରଣରେ ପଞ୍ଚାୟତ ଅଫିସ ନଷ୍ଟ ହୋଇଯାଇଥିବା ବେଳେ ଏଥିରେ କେହି…

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ ବାଲିଆପାଳ ଯାଉଥିବା ବେଳେ ଉତ୍ତେରେଶ୍ୱର ବସ୍‌ ଷ୍ଟୋପେଜ୍‌ରେ ଛିଡା ହୋଇଥିଲା। ସେହି ସମୟରେ ଏକ…

ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ସକାଳେ ଭିଜିଲାନ୍ସ ହାତରେ ଧରାପଡ଼ି…

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ ପତ୍ନୀ ସଞ୍ଜୁଲତା (୫୨) ନିଜ ବଗିଚାକୁ ଆମ୍ବ ତୋଳିବାକୁ ଯାଉଥିବା ବେଳେ ହାତୀ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri